Swastik Tv News Odisha

ଏହି କୁନି ଝିଅ ” Dil Diya ha jaan b dea gay ” ଗାଇଲେ ଏମିତି ଗୀତ… ମାତ୍ର 4 ଘଣ୍ଟାରେ 86 Million ରୁ ଅଧିକ ଲୋକ ଦେଖି ସାରିଲେଣି…

0

ପୁଣି ଏକ କୁନି ଝିଅର ଭିଡିଓ ଏବେ ସାମ୍ନାକୁ ଆସିଛି। ଯେଉଁଥିରେ ସେ ଏତେ ଚମତ୍କାର ସଙ୍ଗୀତ ତାଙ୍କ କଣ୍ଠରେ ଗାଉଥିବାର ନଜର ଆସିଛନ୍ତି ଯାହାକୁ ଶୁଣିଲେ ଆପଣ ବି ହୋଇଯିବେ ଆଶ୍ଚର୍ଯ୍ୟ। ଏତେ ଚମତ୍କାର ଭାବରେ ସେ ଗୀତ କୁ ଗାଉଛନ୍ତି, ଯାହା ଶୁଣିବାକୁ ବହୁତ୍ ଭଲ ଲାଗୁଛି। ଆଉ ଏହାକୁ ସମସ୍ତେ ବହୁତ୍ ପସନ୍ଦ କରିଛନ୍ତି। ଯାହାକୁ ଶୁଣି ବହୁତ୍ ଖୁସି ଲାଗୁଛି। ବାସ୍ତବରେ ସଙ୍ଗୀତ ଆମ ଜୀବନର ଏକ ଅବଚ୍ଛେଦ୍ୟ ଅଙ୍ଗ ସଦୃଶ ଅଟେ। ଯେତେବେଳେ ବି ଆମେ ସଙ୍ଗୀତ ଶୁଣିବାକୁ ପାଉ ଆମ ମନ ଭିତରେ ଏକ ନୂତନ ଉନ୍ମାଦନା ସୃଷ୍ଟି ହୁଏ, ପୁଲକ ଖେଳି ଯାଇଥାଏ। ସଙ୍ଗୀତ ଆମ ନିରସ, କ୍ଳାନ୍ତ ଜୀବନରେ ରସ ଭରି ଦେଇଥାଏ।

ଏହାଛଡା ସଙ୍ଗୀତ ଆମକୁ ମନୋରଂଜନ ର ଏକ ସୁରାକ ଯୋଗାଇଥାଏ।କିନ୍ତୁ ଯେତେବେଳେ ଜଣେ କୁନି ପିଲାଟିଏ ଗୀତ ଗାଇଥାଏ, ତାର ସ୍ୱର ଅଧିକ ମଧୁର ଲାଗିଥାଏ ଶୁଣିବାକୁ ଏବଂ ଏହାକୁ ଶୁଣି ଆମେ ବହୁତ୍ ଖୁସି ହୋଇ ଯାଇଥାଉ।ବେଳେବେଳେ କିଛି ଏମିତି କୁନି ପ୍ରତିଭା ମାନଙ୍କୁ ଆମେ ଦେଖିବାକୁ ପାଇଥାଉ ଯାହା ଆମକୁ ବହୁତ୍ ଭଲ ଲାଗିଥାଏ। ଯାହାକୁ ଦେଖି, ଶୁଣି ଏବଂ ଅନୁଭବ କରି ଆମେ ବହୁତ୍ ଖୁସି ମଧ୍ୟ ହେଉ। ସେମାନଙ୍କ ଅନେକ ପ୍ରତିଭା କୁ ଆପଣ ଅନେକ ସମୟରେ ସୋସିଆଲ ମିଡିଆରେ ଦେଖିବାକୁ ପାଉଥିବେ। ଆଉ ସେସବୁ କୁ ଦେଖି ବହୁତ୍ ଖୁସି ମଧ୍ଯ ହେଉଥିବେ।

କାରଣ ଛୋଟ ଛୋଟ ପିଲା ମାନଙ୍କର ଭିଡିଓ ଦେଖିବାକୁ ବହୁତ୍ ଖୁସି ଲାଗିଥାଏ ଏବଂ ସେଥିରେ ଏକ ଭିନ୍ନ ଧରଣର ଆନନ୍ଦ ବି ଭରି ରହିଥାଏ।ସେମାନଙ୍କ ଯେକୌଣସି ଗୀତ ଗାଉଥିବାର ଭିଡିଓ ହେଉ, ସେଥିରେ ଏକ ଭିନ୍ନ କୌତୁହଳ ଦେଖିବାକୁ ମିଳିଥାଏ। ତେଣୁ ଛୋଟ ପିଲା ମାନଙ୍କର ଗୀତ ଗାଇବା ର ଭିଡିଓ ଦେଖିବା ପାଇଁ ମନରେ ଏକ ଭିନ୍ନ ଆଗ୍ରହ ରହିଥାଏ। ଆମେ ସେମାନଙ୍କ କୁନି ପାଟିରେ ସେମାନଙ୍କ କଥାକୁ ଶୁଣି, ସ୍ଵରକୁ ଶୁଣି ବହୁତ୍ ଖୁସି ହୋଇ ଥାଉ। ସେହିପରି ଜଣେ ଛୋଟ ଝିଅ ଯିଏକି ଏଠାରେ ଏହି ଭିଡିଓରେ ତାର ସ୍ୱରରେ ସମସ୍ତଙ୍କୁ ଚକିତ କରିଛି। ଏହି ଝିଅଟିର ନାମ ହେଉଛି ସମୃଦ୍ଧି ସେନ୍।

କୁନି ଝିଅ ସମୃଦ୍ଧି ତାର ସୁମଧୁର ସ୍ଵରରେ କିପରି ଭାବରେ ଏଠାରେ ଏକ ଆୟୋଜିତ କାର୍ଯ୍ୟକ୍ରମ ରେ ଗୀତ ଗାଉଛନ୍ତି ଥରେ ଶୁଣନ୍ତୁ। ଏହି ଗୀତଟି ହେଉଛି ଏକ ଦେଶାତ୍ମବୋଧ, ଦେଶପ୍ରେମର ସଙ୍ଗୀତ, ଦିଲ୍ ଦିଆ ହେଁ, ଜାନ୍ ଭି ଦେଙ୍ଗେ, ହେ ୱତନ୍ ତେରେ ଲିୱେ।ସେ ଯେଉଁଭଳି ଭାବରେ ଏ ଗୀତକୁ ଭାବର ସହ ଗାଉଛନ୍ତି ତାହା ସମସ୍ତଙ୍କ ହୃଦୟକୁ ଛୁଇଁଛି ଏବଂ ଏହାକୁ ଶୁଣି ସେଠାରେ ଉପସ୍ଥିତ ସମସ୍ତ ବ୍ୟକ୍ତି ବିଶେଷ ବହୁତ୍ ଖୁସି ହେଉଛନ୍ତି।ଆପଣ ବି ଝିଅଟିରbଏହି ସ୍ୱରକୁ ଶୁଣିଲେ ନିଶ୍ଚିତ ଖୁସି ହେବେ।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.