ବନ୍ଧୁଗଣ ପୁଣି ଏକ କୁନି ବାଳକ ଜଣଙ୍କର ସୁମଧୁର ସ୍ୱରର ସଙ୍ଗୀତ ଗାଉ ଥିବାର ଭିଡିଓ ଏବେ ସାମ୍ନାକୁ ଆସିଛି। ଆଉ ଯେଉଁଥିରେ ସେ ଏତେ ଚମତ୍କାର ସଙ୍ଗୀତ ତାଙ୍କ କଣ୍ଠରେ ଗାଉଥିବାର ନଜର ଆସିଛନ୍ତି ଯାହାକୁ ଶୁଣିଲେ ଆପଣ ବି ହୋଇଯିବେ ଆଶ୍ଚର୍ଯ୍ୟ। ଏହାକୁ ଶୁଣି ସମସ୍ତେ ବହୁତ୍ ପସନ୍ଦ କରିବା ସହ ସୁନ୍ଦର୍ ସୁନ୍ଦର୍ ପ୍ରତିକ୍ରିୟା ସବୁ ଦେଇଛନ୍ତି। ଯାହାକୁ ଶୁଣି ସତରେ ବହୁତ୍ ଖୁସି ଲାଗୁଛି ଏବଂ ମନ ଭିତରେ ଏକ ଭିନ୍ନ ପୁଲକ ଖେଳି ଯାଉଛି। କାରଣ ଛୋଟ ପିଲାଟି ବହୁତ୍ ସୁନ୍ଦର ଭାବରେ ତାର ସୁମଧୁର ସ୍ୱରରେ ହୃଦୟକୁ ଛୁଇଁଲା ଭଳି ଗୀତଟିଏ ମାଆଙ୍କ ଉଦ୍ଦେଶ୍ୟରେ ଗାଉଛି। ବାସ୍ତବରେ ସଙ୍ଗୀତ ଆମ ଜୀବନର ଏକ ଅବଚ୍ଛେଦ୍ୟ ଅଙ୍ଗ ସଦୃଶ ଅଟେ।
ଯେତେବେଳେ ବି ଆମେ ସଙ୍ଗୀତ ଶୁଣିବାକୁ ପାଉ ଆମ ମନ ଭିତରେ ଏକ ନୂତନ ଉନ୍ମାଦନା ସୃଷ୍ଟି ହୁଏ, ପୁଲକ ଖେଳି ଯାଇଥାଏ। ସଙ୍ଗୀତ ଆମ ନିରସ, କ୍ଳାନ୍ତ ଜୀବନରେ ରସ ଭରି ଦେଇଥାଏ।ଏହା ଆମକୁ ଏକ ମନୋରଂଜନ ର ସୁରାକ ଯୋଗାଇଥାଏ। କିନ୍ତୁ ଯେତେବେଳେ ଜଣେ କୁନି ପିଲାଟିଏ ଗୀତ ଗାଇଥାଏ, ତାର ସ୍ୱର ଅଧିକ ମଧୁର ଲାଗିଥାଏ ଶୁଣିବାକୁ ଏବଂ ଏହାକୁ ଶୁଣି ଆମେ ବହୁତ୍ ଖୁସି ହୋଇ ଯାଇଥାଉ।ତେବେ ବେଳେବେଳେ କିଛି ଏମିତି କୁନି ପ୍ରତିଭା ମାନଙ୍କୁ ଆମେ ଦେଖିବାକୁ ପାଇଥାଉ ଯାହା ଆମକୁ ବହୁତ୍ ଭଲ ଲାଗିଥାଏ। ଯାହାକୁ ଦେଖି, ଶୁଣି ଏବଂ ଅନୁଭବ କରି ଆମେ ବହୁତ୍ ଖୁସି ମଧ୍ୟ ହେଉ।
ସେମାନଙ୍କ ଅନେକ ପ୍ରତିଭା କୁ ଆପଣ ଅନେକ ସମୟରେ ସୋସିଆଲ ମିଡିଆରେ ଦେଖିବାକୁ ପାଉଥିବେ। ଆଉ ସେସବୁ କୁ ଦେଖି ବହୁତ୍ ଖୁସି ମଧ୍ଯ ହେଉଥିବେ। କାରଣ ଛୋଟ ଛୋଟ ପିଲା ମାନଙ୍କର ଭିଡିଓ ଦେଖିବାକୁ ବହୁତ୍ ଖୁସି ଲାଗିଥାଏ ଏବଂ ସେଥିରେ ଏକ ଭିନ୍ନ ଧରଣର ଆନନ୍ଦ ବି ଭରି ରହିଥାଏ।ସେମାନଙ୍କ ଯେକୌଣସି ଗୀତ ଗାଉଥିବାର ଭିଡିଓ ହେଉ, ସେଥିରେ ଏକ ଭିନ୍ନ କୌତୁହଳ ଦେଖିବାକୁ ମିଳିଥାଏ।ତେଣୁ ଛୋଟ ପିଲା ମାନଙ୍କର ଗୀତ ଗାଇବା ର ଭିଡିଓ ଦେଖିବା ପାଇଁ ମନରେ ଏକ ଭିନ୍ନ ଆଗ୍ରହ ରହିଥାଏ। ଆମେ ସେମାନଙ୍କ କୁନି ପାଟିରେ ସେମାନଙ୍କ କଥାକୁ ଶୁଣି, ସ୍ଵରକୁ ଶୁଣି ବହୁତ୍ ଖୁସି ହୋଇ ଥାଉ।
ସେହିପରି ଜଣେ ଛୋଟ ବାଳକ ଯିଏକି ତାର ସ୍ୱରର ଯାଦୁରେ ସମସ୍ତଙ୍କୁ ଚକିତ କରିଛି, ସେ ଏକ ସ୍କୁଲ୍ ପ୍ରୋଗ୍ରାମ ରେ ଷ୍ଟେଜ ଉପରେ ମାଆଙ୍କ ଉପରେ ଆଧାରିତ ଏକ ସୁନ୍ଦର୍ ହିନ୍ଦୀ ସଙ୍ଗୀତ, ମାଆ ଓ ମେରୀ ମାଆ ଗୀତକୁ ଗାଉଛନ୍ତି।ଏତେ ଚମତ୍କାର ଭାବରେ ଭାବର ସହିତ ସେ ଏହି ଗୀତ କୁ ଗାଉଛନ୍ତି, ଯାହା ଶୁଣିବାକୁ ବହୁତ୍ ଭଲ ଲାଗୁଛି। ଆଉ ଏହାକୁ ଶୁଣିଲେ ଆପଣ ବି ଭାବ ବିହ୍ୱଳ ହୋଇଯିବେ।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।