Swastik Tv News Odisha

ଓଡ଼ିଶାର ନୂଆ ସ୍ୱର JR ର ବିଜେତା Sushil ପ୍ରଥମ ଥର ଗାଇଲେ A Heart Break Song ସମସ୍ତେ ଝୁମିଲେ ଗୀତରେ… ଶୁଣନ୍ତୁ ଏହି ସୁନ୍ଦର ଗୀତ ଟିଏ…

0

ବନ୍ଧୁଗଣ ବାସ୍ତବରେ ସଙ୍ଗୀତ ଆମ ଜୀବନର ଏକ ଅବଚ୍ଛେଦ୍ୟ ଅଙ୍ଗ ଅଟେ। ଯେତେବେଳେ ବି ଆମେ ସଙ୍ଗୀତ ଶୁଣିବାକୁ ପାଉ ଆମ ମନ ଭିତରେ ଏକ ନୂତନ ଉନ୍ମାଦନା ସୃଷ୍ଟି ହୁଏ, ପୁଲକ ଖେଳି ଯାଇଥାଏ। ନୃତ୍ୟ ଏବଂ ସଙ୍ଗୀତ ଆମ ଜୀବନରେ ରସ ଭରି ଦେଇଥାଏ।ଏମିତି ରେ ବି ଆମେ କେଉଁଠି ସଙ୍ଗୀତ ବାଜିଲେ ଏହାକୁ ଶୁଣି ନାଚି ଉଠି ଥାଉ। ସମୟକ୍ରମେ ଆପଣ ଏହିଭଳି ଭାବରେ ଅନେକ ଜଣଙ୍କୁ ସଙ୍ଗୀତ ଗାଉ ଥିବାର ଭିଡିଓ ଦେଖିବାକୁ ପାଉଥିବେ।ଏହା ଆମକୁ ଏକ ମନୋରଂଜନ ର ସୁରାକ ଯୋଗାଇଥାଏ।କିନ୍ତୁ ଯେତେବେଳେ ଜଣେ କୁନି ପିଲାଟିଏ ଗୀତ ଗାଇଥାଏ ତାର ସ୍ୱର ଅଧିକ ମଧୁର ଲାଗିଥାଏ ଶୁଣିବାକୁ।

ଆଉ ଏହାକୁ ଶୁଣି ଆମେ ବହୁତ୍ ଖୁସି ହୋଇ ଯାଇଥାଉ।ବେଳେବେଳେ କିଛି ଏମିତି କୁନି ପ୍ରତିଭା ମାନଙ୍କୁ ଆମେ ଦେଖିବାକୁ ପାଇଥାଉ ଯାହା ଆମକୁ ବହୁତ୍ ଭଲ ଲାଗିଥାଏ। ଯାହାକୁ ଦେଖି, ଶୁଣି ଏବଂ ଅନୁଭବ କରି ଆମେ ବହୁତ୍ ଖୁସି ମଧ୍ୟ ହେଉ। ସେମାନଙ୍କ ଅନେକ ପ୍ରତିଭା କୁ ଆପଣ ଅନେକ ସମୟରେ ସୋସିଆଲ ମିଡିଆରେ ଦେଖିବାକୁ ପାଉଥିବେ। ଆଉ ସେସବୁ କୁ ଦେଖି ବହୁତ୍ ଖୁସି ମଧ୍ଯ ହେଉଥିବେ।କାରଣ ଛୋଟ ଛୋଟ ପିଲା ମାନଙ୍କର ଭିଡିଓ ଦେଖିବାକୁ ବହୁତ୍ ଖୁସି ଲାଗିଥାଏ ଏବଂ ସେଥିରେ ଏକ ଭିନ୍ନ ଧରଣର ଆନନ୍ଦ ବି ଭରି ରହିଥାଏ।

ସେମାନଙ୍କ ଯେକୌଣସି ଗୀତ ଗାଉଥିବାର ଭିଡିଓ ହେଉ, ସେଥିରେ ଏକ ଭିନ୍ନ କୌତୁହଳ ଦେଖିବାକୁ ମିଳିଥାଏ।ତେଣୁ ଛୋଟ ପିଲା ମାନଙ୍କର ଗୀତ ଗାଇବା ର ଭିଡିଓ ଦେଖିବା ପାଇଁ ମନରେ ଏକ ଭିନ୍ନ ଆଗ୍ରହ ରହିଥାଏ। ଆମେ ସେମାନଙ୍କ କୁନି ପାଟିରେ ସେମାନଙ୍କ କଥାକୁ ଶୁଣି, ସ୍ଵରକୁ ଶୁଣି ବହୁତ୍ ଖୁସି ହୋଇ ଥାଉ। ସେହିପରି ଜଣେ ଛୋଟ ବାଳକ ଯିଏକି ତାର ସ୍ୱରର ଯାଦୁରେ ସମସ୍ତଙ୍କୁ ଚକିତ କରିଛି, ସାରା ଓଡ଼ିଶାରେ ଏକ ସ୍ବତନ୍ତ୍ର ପରିଚୟ ହାସଲ କରିଛି ତାଙ୍କ ବିଷୟରେ ଆପଣଙ୍କୁ କହିବାକୁ ଯାଉଛୁ।ଯାହାର ନାମ ହେଉଛି ସୁଶିଲ କୁମାର ସାହୁ।

ଯିଏକି ସିଦ୍ଧାର୍ଥ ଟିଭି ର ସିଙ୍ଗିଙ୍ଗ ରିଏଲିଟି ଶୋ, ଓଡ଼ିଶାର ନୁଆସ୍ଵର ଜୁନିଅରର ୱିନର ହୋଇଛନ୍ତି।ସେ ତାଙ୍କର ସୁମଧୁର ସ୍ଵରରେ କିପରି ଭାବରେ ଏକ ରୋମାଣ୍ଟିକ ଗୀତ ଷ୍ଟୁଡିଓ ରେ ଗାଉଛନ୍ତି ତାହା ଥରେ ଶୁଣନ୍ତୁ।ଏହି ଗୀତଟି ହେଉଛି ଏକ ଲୋକପ୍ରିୟ ଓଡ଼ିଆ ଆଲବମ ସଙ୍ଗୀତ, ଭୁଲି ମୁଁ ପାରୁନି ମୋର ପ୍ରଥମ ପ୍ରେମକୁ, କେମିତି ପାଇବି ଭଲ ଆଉ ମୁଁ କାହାକୁ। ସେ ଯେଉଁଭଳି ଭାବରେ ଏ ଗୀତକୁ ଗାଇଛନ୍ତି ତାହା ସମସ୍ତଙ୍କ ହୃଦୟକୁ ଛୁଇଁଛି ଏବଂ ଏହାକୁ ଶୁଣି ଆପଣ ବି ନିଶ୍ଚିତ ଖୁସି ହେବେ।ଏହି ଗୀତର ମ୍ୟୁଜିକ ଶାନ୍ତିରାଜ ଖୋସଲା ଦେଇଥିବା ବେଳେ ଲିରିକ୍ସ ଦେଇଛନ୍ତି ଅରୁଣ ମନ୍ତ୍ରୀ।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.