Swastik Tv News Odisha

” ଓଡିଶାର ନୂଆ ସ୍ୱର ” Studio Round ରେ ଭାଇରାଲ ବୟ Hari Omm ଙ୍କ Cute ଅଦାରେ Pragyan & Arpita ହେଲେ ଫିଦା… ମାତ୍ର 4 ଘଂଟାରେ 2 Million + Views

0

ବନ୍ଧୁଗଣ ସିଦ୍ଧାର୍ଥ ଟିଭି ରେ ପ୍ରସାରିତ ହେଉଥିବା ଏକ କାର୍ଯ୍ୟକ୍ରମ,ଏକ ସୀଙ୍ଗୀଙ୍ଗ ରିଏଲିଟି ଶୋ ଯାହା ସମସ୍ତଙ୍କ ର ବେଶ୍ ପସନ୍ଦର ଏବଂ ପ୍ରିୟର ଶୋ ହୋଇ ପାରିଛି।ଏହି ଶୋ ର ନାମ ହେଉଛି ଓଡ଼ିଶାର ନୂଆ ସ୍ୱର ଜୁନିଅର୍। ଜୁନିଅର୍ ମାନଙ୍କ ପାଇଁ ଏହି ମଞ୍ଚ ସ୍ୱରର ଏକ ମହାସମର ସୃଷ୍ଟି କରିଛି।ଏହି ଶୋ ର ଲୋକପ୍ରିୟତା ବହୁତ୍ ଅଧିକ ରହିଛି। ଛୋଟ ପିଲା ମାନଙ୍କ ପାଇଁ ଏହି ସ୍ୱରର ମଞ୍ଚରେ ଅନେକ ଜଣ ଆସି ତାଙ୍କର ପ୍ରତିଭା ଦେଖାଉ ଅଛନ୍ତି। ତେବେ ଏହି ମଞ୍ଚରେ ଜଣେ ବାଳକ ତାର ସ୍ଵରର ଯାଦୁରେ ସମସ୍ତଙ୍କୁ ଏପରି ଘାଇଲା କରିଛି,ଏହା ଏବେ ବେଶ୍ ଚର୍ଚ୍ଚା ଏବଂ ଭାଇରାଲ ହେବାରେ ଲାଗିଛି।

ଏହି ବାଳକ ଜଣଙ୍କ ନାମ ହେଉଛି ହରିଓମ ସରଣମ।ସେ ତାଙ୍କର ସ୍ବରର ଯାଦୁରେ ବିଚାରକ ମାନଙ୍କୁ ଆକର୍ଷିତ ଏବଂ ଆନନ୍ଦିତ କରିଛନ୍ତି। ସମସ୍ତେ ତାଙ୍କ ଗୀତକୁ ଶୁଣି, ତାଙ୍କର ସ୍ୱରକୁ ଶୁଣି ଏତେ ଖୁସି ହୋଇଛନ୍ତି ଯେ ସମସ୍ତେ ସୁନ୍ଦର୍ ସୁନ୍ଦର୍ ପ୍ରତିକ୍ରିୟା ସବୁ ପ୍ରକାଶ କରିଛନ୍ତି। ବିଚାରକ ପ୍ରଜ୍ଞା ଏବଂ ଅର୍ପିତା ମଧ୍ଯ ତାଙ୍କର ଏହି ସ୍ୱରକୁ ଶୁଣି ତାଙ୍କ ସ୍ୱରର ଫିଦା ହୋଇ ଯାଇଛନ୍ତି। ତେବେ ଏହି ପିଲାଟି ଗାଉଛି ଯେ, ରାଗିଛକି କଥା କହୁନ, ମୋ ଆଡେ ଟିକେ ଚାହୁଁନ।ଏହି ସୁନ୍ଦର୍ ଆଲବମ ଗୀତଟି ବେଶ୍ ଲୋକପ୍ରିୟ ଅଟେ ଏବଂ ଏହାକୁ ଲୋକେ ବହୁତ୍ ପସନ୍ଦ କରନ୍ତି। ପିଲାଟି ସ୍ଵରରେ ଏହି ଗୀତକୁ ଶୁଣି ଏବେ ସମସ୍ତେ ବହୁତ୍ ଖୁସି।

ଯାହାକୁ ନେଇ ସମସ୍ତେ ଅନେକ ପ୍ରଶଂସା ମଧ୍ଯ କରିଛନ୍ତି। ତେବେ ଆପଣ ତ ଜାଣିଛନ୍ତି ଯେତେବେଳେ ଜଣେ କୁନି ପିଲାଟିଏ ଗୀତ ଗାଇଥାଏ,ତାର ସ୍ୱର ଅଧିକ ମଧୁର ଲାଗିଥାଏ ଶୁଣିବାକୁ ଏବଂ ଏହାକୁ ଶୁଣି ଆମେ ବହୁତ୍ ଖୁସି ହୋଇ ଯାଇଥାଉ।ବେଳେବେଳେ କିଛି ଏମିତି କୁନି ପ୍ରତିଭା ମାନଙ୍କୁ ଆମେ ଦେଖିବାକୁ ପାଇଥାଉ ଯାହା ଆମକୁ ବହୁତ୍ ଭଲ ଲାଗିଥାଏ। ଯାହାକୁ ଦେଖି, ଶୁଣି ଏବଂ ଅନୁଭବ କରି ଆମେ ବହୁତ୍ ଖୁସି ମଧ୍ୟ ହେଉ। ସେମାନଙ୍କ ଅନେକ ପ୍ରତିଭା କୁ ଆପଣ ଅନେକ ସମୟରେ ସୋସିଆଲ ମିଡିଆରେ ଦେଖିବାକୁ ପାଉଥିବେ। ଆଉ ସେସବୁ କୁ ଦେଖି ବହୁତ୍ ଖୁସି ମଧ୍ଯ ହେଉଥିବେ।

କାରଣ ଛୋଟ ଛୋଟ ପିଲା ମାନଙ୍କର ଭିଡିଓ ଦେଖିବାକୁ ବହୁତ୍ ଖୁସି ଲାଗିଥାଏ ଏବଂ ସେଥିରେ ଏକ ଭିନ୍ନ ଧରଣର ଆନନ୍ଦ ବି ଭରି ରହିଥାଏ।ସେମାନଙ୍କ ଯେକୌଣସି ଗୀତ ଗାଉଥିବାର ଭିଡିଓ ହେଉ, ସେଥିରେ ଏକ ଭିନ୍ନ କୌତୁହଳ ଦେଖିବାକୁ ମିଳିଥାଏ। ତେଣୁ ଛୋଟ ପିଲା ମାନଙ୍କର ଗୀତ ଗାଇବା ର ଭିଡିଓ ଦେଖିବା ପାଇଁ ମନରେ ଏକ ଭିନ୍ନ ଆଗ୍ରହ ରହିଥାଏ। କିନ୍ତୁ ଏଠାରେ ଏହି ବାଳକ ଏତେ ସୁନ୍ଦର ଗାଉଛନ୍ତି ଯେ ଏହା ସମସ୍ତଙ୍କ ହୃଦୟକୁ ଛୁଇଁଛି।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.