ଓଡିଶାର No-1 ୟୁଟୁବର Rupa ଙ୍କର ଖୁସି ପୂର୍ବରୁ ହଠାତ ଇଏ କଣ ହେଲା…

ବନ୍ଧୁଗଣ ରୂପା ଏବଂ ପିଣ୍ଟୁଙ୍କୁ ତ ଆପଣ ଭଲ ଭାବରେ ଜାଣିଥିବେ। ଏବେ ମ୍ୟୁଜିକ ଭିଡିଓ ଇଣ୍ଡଷ୍ଟ୍ରି ରେ ଏହି ଦୁଇ ଯୋଡି ବେଶ୍ ପରିଚିତ ଚେହେରା ଭାବରେ ଉଭା ହୋଇଛନ୍ତି। ସେମାନେ ତାଙ୍କ ଟାଲେଣ୍ଟ କୁ ଦେଖାଇ ଲୋକଙ୍କ ହୃଦୟକୁ ଛୁଇଁଲା ଭଳି ଗୀତ କରୁଛନ୍ତି। ଆଉ ସେମାନଙ୍କର ଲୋକପ୍ରିୟତା ବି ଏବେ ବହୁତ୍ ଅଧିକ ରହିଛି।ତେବେ ସେମାନେ ହେଉଛନ୍ତି ସମସ୍ତଙ୍କର ପ୍ରିୟ ରୂପା ଏବଂ ପିଣ୍ଟୁ। ସେମନଙ୍କର ଅନେକ ମ୍ୟୁଜିକ ଭିଡିଓ ଆପଣ ଦେଖିବାକୁ ପାଉଥିବେ।ସେମାନଙ୍କ ଯୋଡି ମଧ୍ୟ ବହୁତ୍ ଜବରଦସ୍ତ ଯୋଡି ଅଟନ୍ତି।ଉଭୟଙ୍କୁ ଅଗଣିତ ଦର୍ଶକ ଭଲ ପାଆନ୍ତି ଏବଂ ସେମାନଙ୍କ ପ୍ରସଂଶକ୍ ସଂଖ୍ୟା ମଧ୍ୟ ଅଧିକ।

ତେବେ ସେମାନେ ମ୍ୟୁଜିକ ଭିଡିଓ ର ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛନ୍ତି। ଅନ୍ୟ ମାନଙ୍କ ଭଳି ମ୍ୟୁଜିକ ଭିଡିଓ ଇଣ୍ଡଷ୍ଟ୍ରି ରେ ତାଙ୍କର ଚାହିଦା ବେଶ୍ ଅଧିକ ରହିଛି।ଲୋକେ ଏସବୁ ଭିଡିଓ କୁ ବେଶ୍ ପସନ୍ଦ କରୁଛନ୍ତି।ଏହି ଯୋଡ଼ି ମ୍ୟୁଜିକ ଭିଡିଓ ରୁ ବେଶ୍ ପପୁଲାର୍ ହୋଇ ପାରିଛନ୍ତି। ତାଙ୍କର କିଛି ସର୍ଟ ରିଲ ଭିଡିଓ ପ୍ରଥମେ ଦେଖିବାକୁ ମିଳୁଥିଲା ଏବଂ ପରେ ସେମାନେ ଡାନ୍ସ ଭିଡିଓ ଜରିଆରେ ଲୋକଙ୍କ ସାମ୍ନାକୁ ଆସିଥିଲେ।ଆଉ ପରେ ରୁପା ଏବଂ ପିଣ୍ଟୁ ଙ୍କ ଲୋକପ୍ରିୟତା ଧିରେ ଧିରେ ବଢିବାରେ ଲାଗିଥିଲା। ଏବେ ସେମାନଙ୍କ ପାଇଁ ପାଗଳ ପ୍ରାୟ ଅଟନ୍ତି ଦର୍ଶକ। ତେବେ ଏହି ଯୋଡ଼ି ବହୁତ୍ ଲୋକପ୍ରିୟ ହେବା ପରେ ଏବେ ସେମାନେ ବ୍ଲଗ୍ କରିବା ବି ଆରମ୍ଭ କରି ଦେଇଛନ୍ତି।

ରୂପା ପିଣ୍ଟୁ ଓ ଖୁସି ଏକ୍ସପ୍ରେସ ନାମରେ ତିଆରି ହୋଇଛି ତାଙ୍କର ଏହି ବ୍ଲଗ୍ ଚ୍ୟାନେଲ। ଏହି ଚ୍ୟାନେଲ ରେ ସେମାନେ ତାଙ୍କର ଅନେକ ସୁନ୍ଦର୍ ମୁହୂର୍ତ୍ତ ର ଦୃଶ୍ୟକୁ ତାଙ୍କର ପ୍ରଶଂସକ ଙ୍କୁ ଦେଖାଇଥାନ୍ତି। ଆପଣ ଅନେକ ଗୁଡ଼ିଏ ଭିଡିଓ ଏହି ଚାନେଲ୍ ରେ ଦେଖିବାକୁ ପାଇଥିବେ। ସେହିପରି ଏବେ ଏକ ଭିଡିଓ ତାଙ୍କର ସାମ୍ନାକୁ ଆସିଛି ଯେଉଁଠି ପିଣ୍ଟୁ ଦେଖାଇଛନ୍ତି ଯେ ବାହୁଡ଼ା ଯାତ୍ରା ର କିଛି ମନୋରମ ଦୃଶ୍ୟ। ବାହୁଡ଼ାରେ କିପରି ଶଙ୍ଖ,ଘଣ୍ଟି, ଢାଲ, ଝାଞ୍ଜରେ ସଂକୀର୍ତ୍ତନ କରି ମହାପ୍ରଭୁ ଙ୍କୁ ରଥରେ ଅଣା ଯାଉଛି ଏବଂ ଲୋକେ କେତେ ଆନନ୍ଦ ଏବଂ ଉତ୍ସାହର ସହିତ ଏହି ରଥକୁ ଟାଣି ଆଣୁଛନ୍ତି।

ପିଣ୍ଟୁ ନିଜେ ରଥରେ ବସି ମହାପ୍ରଭୁଙ୍କ ସେବା କରୁଛନ୍ତି ବିଞ୍ଚଣା ରେ ବିଞ୍ଚି ବିଞ୍ଚି। ଆଉ ଏହି ସମୟରେ ସଙ୍କୀର୍ତ୍ତନ ଓ ଡିଜେ ସାଉଣ୍ଡ ର ମାହଲ ଚାଲିଥିବା ବେଳେ ହଠାତ୍ ରୁପାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଉଛି। ଏହାପରେ ଅନ୍ୟମାନେ ରୂପା ଙ୍କ ଯତ୍ନ ନେଉଥିବା ଦେଖିବା ପାଇଁ ମିଳୁଛି। କିଛି ସମୟ ପରେ ରୂପା ଉଠି ବସୁଛନ୍ତି। ତାଙ୍କର ଏପରି ଅବସ୍ଥା ଦେଖି ସମସ୍ତେ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛନ୍ତି।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave a Comment