ଗାଉଁଲି ଝିଅ Romyanjali ଏବଂ Abhishek ଙ୍କ ନୂଆ ଆଲୁବମ ” Tora Naina “… ଦେଖିଲେ ନିଜକୁ ସମ୍ଭାଳି ପାରିବେନି…

ବନ୍ଧୁଗଣ ଏବେ ପୁଣି ସାମ୍ନାକୁ ଆସିଛି ଏକ ସୁନ୍ଦର୍ ଓ ସମସ୍ତଙ୍କ ମନକୁ ଛୁଇଁଲା ଭଳି ଏକ ମ୍ୟୁଜିକ ଭିଡିଓ। ଯାହାକୁ ଦେଖିଲେ ଆପଣ ନିଶ୍ଚିତ ଖୁସି ହେବେ। ଆପଣ ତ ଜାଣିଛନ୍ତି ଏବେ ମ୍ୟୁଜିକ ଭିଡିଓ ଗୁଡ଼ିକର କିପରି ଚାହିଦା ରହିଛି।ବର୍ତ୍ତମାନ ଓଡ଼ିଆ ଆଲବମ୍ ମ୍ୟୁଜିକ ଭିଡିଓ ବେଶ୍ ଲୋକପ୍ରିୟତା ହାସଲ କରିବାରେ ଲାଗିଛି ସୋସିଆଲ ମିଡିଆରେ। ଲୋକେ ଏସବୁ ଭିଡିଓ କୁ ବେଶ୍ ପସନ୍ଦ କରୁଛନ୍ତି।ଆମ ଓଡ଼ିଆ ଆଲବମ ଇଣ୍ଡଷ୍ଟ୍ରି ଏବେ ଆଲବମ୍ ଜଗତରେ ତାର ପାରଦର୍ଶିତା ହାସଲ କରିବାରେ ଲାଗିଛି। ଗୋଟିଏ ପରେ ଗୋଟିଏ ହିଟ୍ ଗୀତକୁ ଭେଟି ଦେଉଛାନ୍ତି ଯୁବ ଆର୍ଟିଷ୍ଟ ମାନେ। ସୁନ୍ଦର୍ ସଂଯୋଜନା ସାଙ୍ଗକୁ ନିର୍ଦ୍ଦେଶନା ମଧ୍ଯ ହୃଦୟସ୍ପର୍ଶୀ ହେଉଛି।

ଏହାଛଡ଼ା ଲୋକଙ୍କ ହୃଦୟକୁ ମଧ୍ଯ ଛୁଇଁ ପାରୁଛି ଏହି ସବୁ ଗୀତ। ତେବେ ଏସବୁ ଗୀତର ଲେଖା ମଧ୍ୟ ବହୁତ ସୁନ୍ଦର୍ ହେଉଛି ଏବଂ ଲୋକଙ୍କୁ ଆକର୍ଷିତ କଲାଭଳି ହେଉଛି। ତେବେ ଏହି ଗୀତ ଗୁଡ଼ିକର ଟେକ୍ନିକାଲ ମୋଡ଼ିଫିକେଶନ ମଧ୍ଯ ଅନେକ ମାତ୍ରାରେ ହେଉଛି। ଯାହା ଏହିସବୁ ଭିଡିଓ କୁ ଅନ୍ଯ ଇଣ୍ଡଷ୍ଟ୍ରି ସହିତ ଟକ୍କର ଦେବାକୁ ସକ୍ଷମ ହୋଇ ପାରୁଛି। ଅନେକ ଲୋକପ୍ରିୟ ଭିଡିଓ ଗୀତ ଏବଂ ଯୁବପିଢି ଙ୍କୁ ପସନ୍ଦ ଆସିବା ଭଳି ଭିଡିଓ ସବୁ ଏବେ ସାମ୍ନାକୁ ଆସୁଛି। ଆଉ ଏହି ଇଣ୍ଡଷ୍ଟ୍ରି ମଧ୍ଯ ବହୁତ୍ ଭଲ ରୋଜଗାର କରୁଛି। ଦିନକୁ ଦିନ ହିଟରୁ ହିଟ ଗୀତ ସବୁ ପ୍ରସ୍ତୁତ ହେଉଥିବା ଦେଖିବାକୁ ମିଳୁଛି।

ତେବେ ଏଭଳି ଭିଡିଓ ଯାହା ଏତେ ମନୋରଞ୍ଜନ ପୂର୍ଣ୍ଣ ଅଟେ ଯେ, ଯାହାକୁ କେବଳ ଆପଣ ନୁହେଁ ଅଧିକାଂଶ ଲୋକ ଏହାକୁ ଦେଖି ଚିତ୍ତ ବିନୋଦନ କରିବାକୁ ଚାହିଁ ଥାଆନ୍ତି। ଏହାଦ୍ୱାରା ସେମାନଂକୁ ହସିବାକୁ ଏବଂ ଖୁସି ହେବା ପାଇଁ ସୁଯୋଗ ମିଳିଯାଏ। ତେବେ ଆପଣ ଜାଣିଛନ୍ତି ଡିଜିଟାଲ ଯୁଗରେ କିପରି ଅନେକ ଲୋକ ସ୍ମାର୍ଟ ଫୋନ୍ ବ୍ଯବହାର କରି ଟେକ୍ନୋଲୋଜି ଏବଂ ନିଜର ଟାଲେଣ୍ଟ କୁ ଉପଯୋଗ କରି ସେମାନେ ଅନେକ ସମୟରେ ସେମାନଙ୍କ ପ୍ରତିଭାକୁ ଦେଖାଇଥାନ୍ତି। ନିଜର ଡାନ୍ସ ଭିଡିଓ, ସିଙ୍ଗୀଙ୍ଗ ଭିଡିଓ ସବୁ ଯୁବପିଢି ମାନେ ସୋସିଆଲ ମିଡିଆରେ ପୋଷ୍ଟ କରୁଛନ୍ତି। ସେହିପରି ଏବେ ଯେଉଁ ଭିଡିଓ ସାମ୍ନାକୁ ଆସିଛି ତାହା ବେଶ୍ ଭାଇରାଲ ହେଉଛି।

ଏହାକୁ ଦେଖି ଆପଣ ନିଶ୍ଚିତ ଖୁସି ହେବେ। ଆପଣ ଏହି ରୋମାଣ୍ଟିକ ଲଭ୍ ଭିଡିଓ ଟି ଦେଖିଲେ ଜାଣି ପାରିବେ ଯେ କେତେ ସୁନ୍ଦର୍ ନିର୍ଦ୍ଦେଶନା ଏବଂ ସଂଯୋଜନା ହୋଇଛି ଏହି ଗୀତରେ। ଏଠାରେ ଏହି ଭିଡିଓ ରେ କିପରି ଭାବରେ ରୌମ୍ୟାଞ୍ଜଳି ଏବଂ ଅଭିଷେକ ଜବରଦସ୍ତ ଅଭିନୟ ସାଙ୍ଗକୁ ଡାନ୍ସ ଜଲୱା ଦେଖାଉଛନ୍ତି ତାହା ଦେଖନ୍ତୁ।ଏହି ଗୀତଟିର ଟାଇଟଲ ରହିଛି ତୋର ନୈନା।ଏହି ଗୀତଟି ଏବେ ବେଶ୍ ଲୋକପ୍ରିୟ ହେବାରେ ଲାଗିଛି। ଏହି ଭିଡିଓର ନିର୍ଦ୍ଦେଶନା ରାହୁଲ୍ ରୟ ଦେଇଥିବା ବେଳେ ଏହି ଗୀତକୁ ଗାଇଛନ୍ତି ଲୋକପ୍ରିୟ ଗାୟିକା ଅସୀମା ପଣ୍ଡା।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave a Comment