Swastik Tv News Odisha

ଦେଖନ୍ତୁ Shocking ଭିଡ଼ିଓ : ସାପ ଧରିବା ସମୟରେ ହଠାତ୍ ଦଂଶନ କଲା ସାପ….Snake Rescue Part-2

0

ସାପକୁ ନେଇ ନିଶ୍ଚିତ ଭାବରେ ଆପଣ ଅନେକ ଖବର ସଂସ୍ପର୍ଶରେ ଆସିଥିବେ। ସାପକୁ ନେଇ ଅନେକ ଭୟଙ୍କର ଦୃଶ୍ୟ ଆପଣ ସମୟକ୍ରମେ ଦେଖିବା ପାଇଁ ପାଉଥିବେ। ପ୍ରକୃତରେ ସାପ ଏକ ଏମିତି ଜୀବ ଯାହାକୁ ମନିଷ ବହୁତ୍ ଭୟ କରିଥାଏ। କାରଣ ସେମାନେ ସବୁ ସ୍ଥାନରେ ଦେଖିବାକୁ ମିଳିଥାନ୍ତି। ସାପ ଦେଖିଲେ କିମ୍ବା ସାପ ନାମ ଶୁଣିଲେ ସମସ୍ତଙ୍କୁ ପ୍ରାୟତଃ ଡର ଲାଗିବା ସ୍ୱାଭାବିକ।ଆପଣ ଅଚାନକ ସାପ ଟିଏ ଦେଖିଲେ ଭୟଭୀତ ହୋଇ ଯାଉଥିବେ। ତେବେ ଆପଣ ଜାଣିଛନ୍ତି ଦୁନିଆରେ ସାପର ବହୁତ ପ୍ରକାର ପ୍ରଜାତି ରହିଛି, ଯେଉଁଥିରେ କିଛି ବହୁତ ଖତରନାକ ଥିବାବେଳେ ଆଉ କିଛି ବହୁତ ବିଶାକ୍ତ ମଧ୍ୟ ଅଛି।

ତେବେ ସାପ ଯେମିତି ହେଇଥାଉ ନା କାହିଁକି ସାପକୁ ଦେଖିବା ମାତ୍ରକେ ହିଁ ଭୟ ଲାଗେ। ଏହା ଏମିତି ଜୀବ ଯାହା ସମସ୍ତଙ୍କ ମନରେ ଏକ ଭିନ୍ନ ଧରଣର ଭୟ ସୃଷ୍ଟି କରିଥାଏ।କାରଣ ବିଷଧର ସାପ କାମୁଡ଼ିଲେ ଜୀବନ ଯିବାର ଭୟ ମଧ୍ୟ ଥାଏ। ତେବେ ସାପ କୁ ନେଇ ଅନେକ ପ୍ରକାରର ଭିଡିଓ ସମୟ କ୍ରମେ ଦେଖିବାକୁ ମିଳିଥାଏ ସୋସିଆଲ ମିଡିଆରେ। ସାପ କେତେବେଳେ କାହାକୁ ଦଂଶନ କରିବ ତାହା କହିହେବ ନାହିଁ। ତା ଉପରେ ଆଘାତ ଆସିଲେ ହିଁ ସେ ଆକ୍ରମଣ କରିଥାଏ। ତେବେ ଆମେ ଆଜି ଆପଣଙ୍କୁ ଏମିତି ଏକ ଭିଡିଓ ବିସୟରେ କହିବାକୁ ଯାଉଛୁ ଯାହାକୁ ଦେଖିଲେ ଆପଣ ନିଶ୍ଚିତ ଭାବରେ ଆଶ୍ଚର୍ୟ୍ଯ ହୋଇଯିବେ। କାରଣ ଏଠାରେ ଅନେକ ସାପ ରେସ୍କ୍ୟୁ ର ଭିଡିଓ ରହିଛି।

ଆମେ କହୁଥିବା ଏହି ଘଟଣାରେ ଅନେକ ବିଷଧର ସାପ ଧରା ଯାଉଥିବାର ଦେଖିବାକୁ ମିଳିଛି। କିପରି ଭାବରେ ବିପଦପୂର୍ଣ୍ଣ ସ୍ଥିତିକୁ ବି ସାହସର ସହିତ ସାମ୍ନା କରି ଏହି ସାପ ଗୁଡିକ ଉଦ୍ଧାର କରା ଯାଉଛି ତାହା ଥରେ ଦେଖନ୍ତୁ। ଯଦିଓ ସାପର ଦଂଶନ କାରଣରୁ ଘଟୁଥିବା ମୃତ୍ୟୁ ଆମ ମନରେ ସାପ ପ୍ରତି ଏକ ବଡ଼ ଭୟ ସୃଷ୍ଟି କରିଥାଏ। ତଥାପି ସାପ ଧରାଳି ମାନେ ଉପଯୁକ୍ତ ତାଲିମ୍ ନେବାପରେ ଯାଇ ଏପରି କରିବାରେ ସଫଳ ହୋଇଥାନ୍ତି।ଦୁନିଆରେ ସାପର ବହୁତ ପ୍ରକାର ପ୍ରଜାତି ରହିଛି, ଯେଉଁଥିରେ କିଛି ବହୁତ ଖତରନାକ ଥିବାବେଳେ ଆଉ କିଛି ବହୁତ ବିଶାକ୍ତ ମଧ୍ୟ ଅଛି।ସାପ ଯେମିତି ହେଇଥାଉ ନା କାହିଁକି ସାପକୁ ଦେଖିବା ମାତ୍ରକେ ହିଁ ଭୟ ଲାଗେ।

ତେବେ ଅନେକ ସାପ ଖାଦ୍ୟ ସନ୍ଧାନରେ ଘର ଭିତରକୁ ପଶି ଆସି ଥାଆନ୍ତି ଏବଂ ତାଙ୍କ ଉପରକୁ ଆଘାତ ଆସିଲେ ସେମାନେ ଦଂଶନ କରିଥାନ୍ତି।ସେମାନଂକୁ ଧରିବା ପାଇଁ ସାପ ଧରାଳି ମାନେ ଆବଶ୍ୟକ ହୋଇଥାଆନ୍ତି। ସେହିଭଳି ଏହି ଭିଡିଓ ଟି ଦେଖିବା ପରେ ଆପଣ ଏ ବିଷୟରେ ଜାଣି ପାରିବେ ଯେ କିପରି ଭାବରେ ସାପକୁ ଧରି ଆୟତ୍ତ କୁ ଆଣି ତାକୁ ଧରିବାକୁ ପଡ଼ିଥାଏ। ତେବେ ଏହି ଭିଡ଼ିଓରେ ଆପଣ ଦେଖିବାକୁ ପାଇବେ କିପରି ଅନେକ ଗୁଡ଼ିଏ ସାପକୁ ଧରିବା ପରେ ସେମାନଙ୍କୁ ସେମାନଙ୍କର ଉପଯୁକ୍ତ ବାସସ୍ଥାନ, ପ୍ରାକୃତିକ ପରିବେଶ ଭିତରକୁ ଛାଡି ଦିଆ ଯାଉଛି।ଏକ ବିଷ ନଥିବା ସାପ କିପରି ଜଣଙ୍କୁ ବାଇଟ କରୁଛି ତାହା ବି ଆପଣ ଦେଖିବାକୁ ପାଇବେ ଏହି ଭିଡିଓ ମାଧ୍ଯମରେ।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.