Swastik Tv News Odisha

ପୁଅ ଝିଅ କଲେ ଏମିତି କାଣ୍ଡ ବାପା, ମା’ଙ୍କ ମୁଣ୍ଡ ଖରାପ… ଭିଡ଼ିଓ ଦେଖିଲେ ସ୍ତବ୍ଦ ହୋଇଯିବେ… ଦେଖନ୍ତୁ Video

0

ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଘଟଣାର ଭିଡିଓ ଆପଣ ମାନେ ଦେଖିବାକୁ ପାଉଥିବେ। ତେବେ ସେଥି ମଧ୍ୟରୁ କିଛି ଭିଡିଓ କିଛି ଏମିତି ପ୍ରକାରର ହୋଇଥାଏ ଯାହା ବେଶ୍ ଭାଇରାଲ ହେଉଥିବାର ଆପଣ ଦେଖିବାକୁ ପାଉଥିବେ। ଯାହା ଟିକେ ଭିନ୍ନ ଧରଣର ହୋଇଥାଏ। ସେହିଭଳି ଏକ ଭିଡିଓ ଏବେ ସାମ୍ନାକୁ ଆସିଛି, ଯାହା ବର୍ତ୍ତମାନ ସୋସିଆଲ ମିଡିଆରେ ବେଶ୍ ହିଟ୍ ହେବାରେ ଲାଗିଛି। ଯାହାକୁ ଦେଖି ଲୋକେ ବହୁତ୍ ପସନ୍ଦ କରୁଛନ୍ତି ଏବଂ ଏହି ଭିଡିଓ କୁ ସେୟାର କରିବାରେ ଲାଗିଛନ୍ତି। ତେବେ ଆପଣ ତ କୁନି ପିଲା ମାନଙ୍କର ଅନେକ ଭିଡିଓ ଅନେକ ସମୟରେ ଦେଖିଥିବେ।

ସେମାନଙ୍କ ଅନେକ ପ୍ରତିଭା କୁ ଆପଣ ଅନେକ ସମୟରେ ସୋସିଆଲ ମିଡିଆରେ ଦେଖିବାକୁ ପାଉଥିବେ। ଆଉ ସେସବୁ କୁ ଦେଖି ବହୁତ୍ ଖୁସି ମଧ୍ଯ ହେଉଥିବେ। କାରଣ ଛୋଟ ଛୋଟ ପିଲା ମାନଙ୍କର ଭିଡିଓ ଦେଖିବାକୁ ବହୁତ୍ ଖୁସି ଲାଗିଥାଏ ଏବଂ ସେଥିରେ ଏକ ଭିନ୍ନ ଧରଣର ଆନନ୍ଦ ରହିଥାଏ। ସେମାନଙ୍କ ଭିଡିଓ ରେ ଏକ ଭିନ୍ନ କୌତୁହଳ ଦେଖିବାକୁ ମିଳିଥାଏ।ଆମେ ସେମାନଙ୍କ କାର୍ଯ୍ୟ କଲାପରେ ବହୁତ୍ ଖୁସି ହୋଇଥାଉ। କୁନି ପାଟିରେ ସେମାନଙ୍କ କଥାକୁ ଶୁଣି ବହୁତ୍ ଖୁସି ମଧ୍ୟ ହୋଇ ଥାଉ।ତେବେ ଅନେକ ସମୟରେ ସେମାନଙ୍କ କଥା ଆମକୁ ବେଶ୍ ତାଯୁବ ମଧ୍ୟ କରିଥାଏ। ଯାହାବି ହେଉ ପିଲା ମାନଙ୍କ କଥା ମଧ୍ୟ ବହୁତ୍ କୌତୁହଳ ପୂର୍ଣ୍ଣ ହୋଇଥାଏ।

ଏହା ମଧ୍ଯ ଦେଖିଥିବେ ଯେ କୁନି ପିଲା ମାନଙ୍କର ପ୍ରତିଟି କାର୍ଯ୍ୟକଳାପ ବେଶ୍ ମନଛୁଆଁ ହୋଇଥାଏ। ଅନେକ ଜଣ ସେମାନଙ୍କ ଏପରି ଭିଡିଓ କୁ ଦେଖି ବହୁତ୍ ମଜା ନିଅନ୍ତି ଏବଂ ଚାହିଁ ରହି ଯାଆନ୍ତି।ସେମାନଙ୍କ ବଦମାସୀ ହେଉ କି କିଛି କାର୍ଯ୍ଯ ହେଉ ତାହା ବେଶ୍ ସୁନ୍ଦର୍ ଲାଗିଥାଏ। ତେବେ ବେଳେବେଳେ ଆପଣ ଛୋଟ ପିଲା ମାନଙ୍କ ସୃଜନଶୀଳତା, ସେମାନଙ୍କ କଥାବାର୍ତା ଏବଂ ଚିନ୍ତାଧାରା ଜାଣି, ଏହାକୁ ଭାବି ଆଶ୍ଚର୍ଯ୍ୟ ହେଉଥିବେ ଯେ ସେମାନେ କିପରି ଭାବରେ ଏସବୁ କଥା ମନକୁ ଆଣିଥାନ୍ତି। ସେମାନେ କେଉଁ କାରଣ ଭିତ୍ତିରେ ଏସବୁ କଥାକୁ ଚିନ୍ତା କରିଥାନ୍ତି। ସେହିପରି ଏଠାରେ ଏହି ଘଟଣାରେ ଛୋଟ ପିଲା ଦୁଇଟି ଯାହା କରିଛନ୍ତି ତାକୁ ଜାଣିଲେ ଆପଣ ମୁଣ୍ଡରେ ହାତ ଦେବେ।

ଏହି ଘଟଣାଟି ହେଉଛି ଆମେରିକାର। ଏଠାରେ ଦୁଇ ଭାଇ ଭଉଣୀ ନିଜର ଖେଳଣା ସାମଗ୍ରୀକୁ ଅନଲାଇନ୍ ରେ ଆଲେକ୍ସା ରୁ ଅର୍ଡର କରି ଦେଇଛନ୍ତି। ଅଜାଣତରେ ସେମାନେ ଏହାକୁ କରିଥିବା ବେଳେ ଜିନିଷ ବି ଆସି ଘରେ ପହଞ୍ଚି ଯାଇଛି। ଆଉ କ୍ରେଡିଟ କାର୍ଡ ରୁ ଏହାର ବିଲିଂ ବି ହୋଇ ଯାଇଛି।ପରେ ମାଆ ଏହାକୁ ଜାଣିବାକୁ ପାଇଲେ ଯେ ୪୭ ହଜାର ଟଙ୍କା ତାଙ୍କ କାର୍ଡ ରୁ କଟି ଯାଇଛି। ଏହାପରେ ସେ ତାଙ୍କ ପିଲା ଦୁଇଟିକୁ ରାଗିବା ପରେ ସେମାନଙ୍କ ପ୍ରତିକ୍ରିୟା କିପରି ରହିଥିଲା ତାକୁ ମାଆ ଜଣଙ୍କ ଏଠାରେ ଭିଡିଓ କରି ସୋସିଆଲ ମିଡିଆରେ ଏହାକୁ ପୋଷ୍ଟ କରି ୟୁଜର ମାନଙ୍କୁ ଦେଖାଇଛନ୍ତି।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.