Swastik Tv News Odisha

ପୁଣି ଆସିବାକୁ ଯାଉଛି ରୂପା ପିଣ୍ଟୁ ଙ୍କ ନୂଆ ଆଲବମ… ମାତ୍ର 4 ଘଣ୍ଟାରେ 36 Million ରୁ ଅଧିକ ଲୋକ ଦେଖି ସାରିଲେଣି…

0

ବନ୍ଧୁଗଣ ପୁଣିଥରେ ଆସିବାକୁ ଯାଉଛି ଆପଣଙ୍କ ସମସ୍ତଂକ ପ୍ରିୟ ରୂପା ଓ ପିଣ୍ଟୁ ଙ୍କ ଏକ ଜବରଦସ୍ତ ଡାନ୍ସ ଭିଡିଓ। ଯାହା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି। ବହୁତ୍ ଜଲଦି ଆପଣ ଏହାକୁ ଦେଖିବାକୁ ପାଇବେ।ଆପଣ ମାନେ ଜାଣିଛନ୍ତି ମନୋରଂଜନ ଦୁନିଆର ଏକ ଲୋକପ୍ରିୟ ଯୋଡି ରୂପା ଏବଂ ପିଣ୍ଟୁ ଲୋକଙ୍କର ବେଶ୍ ପସନ୍ଦର ଯୋଡି ହୋଇ ପାରିଛନ୍ତି। ସେମାନେ ଏବେ ଏକ ସେଲିବ୍ରିଟି ଯୋଡି। ଆପଣ ତ ଜାଣିଛନ୍ତି ସେଲିବ୍ରିଟି ମାନେ କିପରି ଅନେକ ସମୟରେ ସେମାନଙ୍କ ର କିଛି ଭିନ୍ନ ଅନ୍ଦାଜ, ଲାଇଫ ଷ୍ଟାଇଲ କୁ ଦେଖାଇ ସେମାନେ ତାଙ୍କର ଦର୍ଶକ ମାନଙ୍କ ର ନିକଟତର ହୋଇଥାନ୍ତି ଏବଂ ସେମାନଂକୁ ଆକର୍ଷିତ କରିଥାନ୍ତି।

ଏହି ଯୋଡ଼ି ସବୁବେଳେ ଦର୍ଶକ, ପ୍ରସଂଶକ ମାନଙ୍କ ସହିତ ତାଙ୍କର ଅନେକ ସୁନ୍ଦର୍ ମୁହୂର୍ତ୍ତ ସବୁକୁ ସେୟାର କରିଥାନ୍ତି। ତେବେ ସେଲିବ୍ରେଟି ମାନଙ୍କର ଜୀବନଶୈଳୀ ସାଧାରଣତଃ ଟିକେ ଭିନ୍ନ ଏବଂ ଆକର୍ଷିତ କଲା ଭଳି ହୋଇଥାଏ।ଲୋକେ ସେମାନଂକୁ ବହୁତ୍ ଭଲ ପାଆନ୍ତି ଏବଂ ସେମାନଂକୁ ଅନୁସରଣ ବି କରନ୍ତି। ଏହି ସୁନ୍ଦର୍ ଯୋଡି ପାଇଁ ଏବେ ଅନେକ ଦର୍ଶକ ପାଗଳପ୍ରାୟ ଅଟନ୍ତି। ସେମାନେ ସେମାନଙ୍କ ଡାନ୍ସ ଏବଂ ଭଲପାଇବା ର ଯାଦୁରେ ଲୋକଙ୍କୁ କିମିଆ କରି ରଖିଛନ୍ତି। ଅନେକ ସମୟରେ ସେମାନେ ତାଙ୍କର ଡାନ୍ସ ସାଙ୍ଗକୁ ସୁନ୍ଦରତା ଏବଂ ଆକର୍ଷଣୀୟ ଲୁକ୍ସ ପାଇଁ ଦର୍ଶକଙ୍କୁ ଆକର୍ଷିତ କରିଥାନ୍ତି।

ତେବେ ସେମାନଙ୍କ ବିଷୟରେ ଅନେକ ପ୍ରସଂଶକ ଜାଣିବାକୁ ଆଗ୍ରହ କରିଥାନ୍ତି ଏବଂ ସେମାନଙ୍କ ପ୍ରତି ଦର୍ଶକ ମାନଙ୍କର ଏକ ଭିନ୍ନ ଧରଣର ଭଲପାଇବା ବି ରହିଛି। କାରଣ ସେମାନେ ଦେଖିବାକୁ ଯେମିତି ସୁନ୍ଦର୍ ତାଙ୍କର ବ୍ଯବହାର ମଧ୍ଯ ସେମିତି ସୁନ୍ଦର୍।ନିଜର ସୁନ୍ଦର୍ ବ୍ୟକ୍ତିତ୍ଵ ସାଙ୍ଗକୁ ସୁନ୍ଦର୍ ଡାନ୍ସ ଦେଖାଇ ମ୍ୟୂଜିକ୍ ଭିଡିଓ ଜରିଆରେ ଲୋକ ମାନଙ୍କ ଭିତରେ ସେମାନଙ୍କର ମନରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରି ପାରିଛନ୍ତି ଏବଂ ବେଶ୍ ଲୋକପ୍ରିୟ ମଧ୍ଯ ହୋଇ ପାରିଛନ୍ତି ରୂପା ଏବଂ ପିଣ୍ଟୁ। ସେମାନେ ଅନେକ ସମୟରେ ବ୍ଲଗ ଭିଡିଓ ମାଧ୍ଯମରେ ଲୋକଙ୍କ ସହିତ ତାଙ୍କର ସୁନ୍ଦର୍ ମୁହୂର୍ତ୍ତ ସବୁକୁ ସେୟାର କରିଥାନ୍ତି।

ଏବେ ତାଙ୍କର ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁ ଭିଡିଓ ରେ ରୂପା ଓ ପିଣ୍ଟୁ ଙ୍କ ଆଗାମୀ ଭିଡିଓ ପାଇଁ ହେଉଥିବା ଡାନ୍ସ ଅଭ୍ୟାସର ଦୃଶ୍ୟ ଦେଖିବାକୁ ମିଳିଛି। ରୂପା ଏବଂ ପିଣ୍ଟୁ କିଭଳି ଡାନ୍ସ ଅଭ୍ୟାସ କରୁଛନ୍ତି ଏବଂ ଏହି ସମୟରେ ସେମାନେ କିପରି ମଜା ମସ୍ତି କରୁଛନ୍ତି ତାହା ଏଠାରେ ଆପଣ ଏଠାରେ ଦେଖିବାକୁ ପାଇବେ। ଅନେକ ମଜାଦାର ଦୃଶ୍ୟ ମଧ୍ୟ ଏଠାରେ ଏହି ବ୍ଲଗ୍ ଭିଡିଓ ରେ ଆପଣ ଦେଖିବାକୁ ପାଇବେ। ସାଜନ ଡାନ୍ସ ଷ୍ଟୁଡିଓ ରେ ଏହି ଡାନ୍ସ ଅଭ୍ୟାସ ହେଉଥିବାର ଦେଖିବାକୁ ମିଳିଛି।ଏହି ମ୍ୟୁଜିକ ଭିଡିଓ ଟି ବହୁତ୍ ଜଲଦି ରିଲିଜ୍ ହେବ ଏବଂ ଏକ ଭିନ୍ନ ସ୍ୱାଦର ମନୋରଂଜନ ଦେବ ବୋଲି ପିଣ୍ଟୁ କହିଛନ୍ତି।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ।

Leave A Reply

Your email address will not be published.