Swastik Tv News Odisha

ପ୍ରଥମଥର ଶାଢ଼ୀ ପିନ୍ଧି ହିରୋଇନ Rupa – Pintu ସୁଟିଂ ସେଟ ରେ କଲେ ଧମାକାଦାର ଡ୍ୟାନ୍ସ….ଦେଖିଲେ ନିଜକୁ ସମ୍ଭାଳି ପାରିବେନି… 8 Million + Views

0

ବନ୍ଧୁଗଣ ଆପଣ ମାନେ ଜାଣିଛନ୍ତି ମନୋରଂଜନ ଦୁନିଆର ଏକ ଲୋକପ୍ରିୟ ଯୋଡି ରୂପା ଏବଂ ପିଣ୍ଟୁ ଲୋକଙ୍କର ବେଶ୍ ପସନ୍ଦର ଯୋଡି ହୋଇ ପାରିଛନ୍ତି। ସେମାନେ ଏବେ ଏକ ସେଲିବ୍ରିଟି ଯୋଡି। ଆପଣ ତ ଜାଣିଛନ୍ତି ସେଲିବ୍ରିଟି ମାନେ କିପରି ଅନେକ ସମୟରେ ସେମାନଙ୍କ ର କିଛି ଭିନ୍ନ ଅନ୍ଦାଜ, ଲାଇଫ ଷ୍ଟାଇଲ କୁ ଦେଖାଇ ସେମାନେ ତାଙ୍କର ଦର୍ଶକ ମାନଙ୍କ ର ନିକଟତର ହୋଇଥାନ୍ତି ଏବଂ ସେମାନଂକୁ ଆକର୍ଷିତ କରିଥାନ୍ତି। ଦର୍ଶକ, ପ୍ରସଂଶକ ମାନଙ୍କ ସହିତ ସେମାନେ ତାଙ୍କର ଅନେକ ସୁନ୍ଦର୍ ମୁହୂର୍ତ୍ତ ସବୁକୁ ସେୟାର କରିଥାନ୍ତି। ତେବେ ସେଲିବ୍ରେଟି ମାନଙ୍କର ଜୀବନଶୈଳୀ ସାଧାରଣତଃ ଟିକେ ଭିନ୍ନ ଏବଂ ଆକର୍ଷିତ କଲା ଭଳି ହୋଇଥାଏ।

ଲୋକେ ସେମାନଂକୁ ବହୁତ୍ ଭଲ ପାଆନ୍ତି ଏବଂ ସେମାନଂକୁ ଅନୁସରଣ ବି କରନ୍ତି। ଏହି ସୁନ୍ଦର୍ ଯୋଡି ପାଇଁ ଏବେ ଅନେକ ଦର୍ଶକ ପାଗଳପ୍ରାୟ ଅଟନ୍ତି। ସେମାନେ ସେମାନଙ୍କ ଡାନ୍ସ ଏବଂ ଭଲପାଇବା ର ଯାଦୁରେ ଲୋକଙ୍କୁ କିମିଆ କରି ରଖିଛନ୍ତି। ଅନେକ ସମୟରେ ସେମାନେ ତାଙ୍କର ଡାନ୍ସ ସାଙ୍ଗକୁ ସୁନ୍ଦରତା ଏବଂ ଆକର୍ଷଣୀୟ ଲୁକ୍ସ ପାଇଁ ଦର୍ଶକଙ୍କୁ ଆକର୍ଷିତ କରିଥାନ୍ତି। ତେବେ ସେମାନଙ୍କ ବିଷୟରେ ଅନେକ ପ୍ରସଂଶକ ଜାଣିବାକୁ ଆଗ୍ରହ କରିଥାନ୍ତି ଏବଂ ସେମାନଙ୍କ ପ୍ରତି ଦର୍ଶକ ମାନଙ୍କର ଏକ ଭିନ୍ନ ଧରଣର ଭଲପାଇବା ବି ରହିଛି।

ନିଜର ସୁନ୍ଦର୍ ବ୍ୟକ୍ତିତ୍ଵ ସାଙ୍ଗକୁ ସୁନ୍ଦର୍ ଡାନ୍ସ ଦେଖାଇ ମ୍ୟୂଜିକ୍ ଭିଡିଓ ଜରିଆରେ ଲୋକ ମାନଙ୍କ ଭିତରେ ସେମାନଙ୍କର ମନରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରି ପାରିଛନ୍ତି ଏବଂ ବେଶ୍ ଲୋକପ୍ରିୟ ମଧ୍ଯ ହୋଇ ପାରିଛନ୍ତି ରୂପା ଏବଂ ପିଣ୍ଟୁ। ସେମାନେ ଅନେକ ସମୟରେ ବ୍ଲଗ ଭିଡିଓ ମାଧ୍ଯମରେ ଲୋକଙ୍କ ସହିତ ତାଙ୍କର ସୁନ୍ଦର୍ ମୁହୂର୍ତ୍ତ ସବୁକୁ ସେୟାର କରିଥାନ୍ତି। ଏବେ ତାଙ୍କର ଏକ ଭିଡିଓ ସାମ୍ନାକୁ ଆସିଛି।ଏହି ଭିଡିଓ ରେ ରୂପା, ପିଣ୍ଟୁ ଏବଂ ସେମାନଙ୍କ ଝିଅ ଖୁସି, ଡାନ୍ସ କରୁଥିବାର ଦେଖିବାକୁ ମିଳିଛି।
ସେମାନେ ଷ୍ଟୁଡିଓ ରେ ଡାନ୍ସ ଅଭ୍ୟାସ କରୁଥିବାର ଏ ହେଉଛି ଦୃଶ୍ୟ।

ସେମାନଙ୍କ ସହିତ ଅନ୍ଯ କୋ ଡାନ୍ସର ମାନେ ମଧ୍ଯ ସେଠାରେ ଡାନ୍ସ ଷ୍ଟୁଡିଓ ରେ ଡାନ୍ସ ଅଭ୍ୟାସ କରୁଥିବାର ଦେଖିବାକୁ ମିଳିଛି। କୁନି ଝିଅ ଖୁସି ଯେଉଁଭଳି ଭାବରେ ଡାନ୍ସ କରୁଚି ତାକୁ ଦେଖିଲେ ଆପଣ ଚକିତ ହୋଇଯିବେ। ବାପା ମାଆ ଙ୍କୁ ଦେଖି ସେ ମଧ୍ୟ କୁନି କୁନି ପାଦରେ ନାଚିବାକୁ ଲାଗୁଛି। ତେବେ ସେମାନଙ୍କ ଡାନ୍ସ ଅଭ୍ୟାସ ର ଏହି ଦୃଶ୍ୟ ର ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ୍ ସେୟାର ହେବାରେ ଲାଗିଛି। ଲୋକେ ଏହାକୁ ଦେଖି ବହୁତ୍ ଖୁସି ହେଉଛନ୍ତି।ତେବେ ଆପଣ ଯଦି ଏହି ଭିଡିଓ ଦେଖି ନାହାଁନ୍ତି ତେବେ ଏହି ଭିଡିଓ କୁ ଦେଖନ୍ତୁ। ଯାହାକୁ ଦେଖିଲେ ଆପଣ ବି ନିଶ୍ଚିତ ଖୁସି ହେବେ।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.