Swastik Tv News Odisha

ପ୍ରଥମ ଥର ହିରୋଇନ Rupa ନିଜ କୁନି ଝିଅ ସହ କଲେ ଜବରଦସ୍ତ ଡ୍ୟାନ୍ସ… ସୋସିଆଲ ମିଡିଆରେ ଭିଡ଼ିଓ ଭାଇରାଲ…

0

ରୂପା ଓ ପିଣ୍ଟୁ, ଏବେ ଓଡ଼ିଶାର ଦୁଇ ବେଶ୍ ପରିଚିତ ଚେହେରା ପାଲଟି ଯାଇଛନ୍ତି। ସେମାନଙ୍କ ଯୋଡ଼ି ଏତେ ସୁନ୍ଦର ଏବଂ ଦମଦାର ଯେ ତାଂକୁ ଦେଖିବାକୁ ଦର୍ଶକ ବେଶ୍ ଖୁସି ହେଉଛନ୍ତି। ଯେଉଁଭଳି ଭାବରେ ସେମାନେ ଦର୍ଶକଙ୍କ ମନରେ ଛାଇ ଯାଇଛନ୍ତି, ତାକୁ ଆପଣ ଅନେକ ଭିଡିଓ ରେ ଦର୍ଶକ ମାନଙ୍କ ଭଲପାଇବାକୁ ଦେଖି ଜାଣି ପାରୁଥିବେ। ଅନେକ ଦର୍ଶକ ଏହି ଯୋଡିକୁ ଅନେକ ଭଲପାଇବା ଦେବା ସହିତ ଆଶିର୍ବାଦ ମଧ୍ୟ ଓଜାଡି ଦେଉଛନ୍ତି। ତେବେ ଏହି ଯୋଡ଼ି ମ୍ୟୁଜିକ ଭିଡିଓ ରୁ ବେଶ୍ ପପୁଲାର୍ ହୋଇ ପାରିଛନ୍ତି। ତାଙ୍କର କିଛି ସର୍ଟ ରିଲ ଭିଡିଓ ପ୍ରଥମେ ଦେଖିବାକୁ ମିଳୁଥିଲା ଏବଂ ପରେ ସେମାନେ ଡାନ୍ସ ଭିଡିଓ ଜରିଆରେ ଲୋକଙ୍କ ସାମ୍ନାକୁ ଆସିଥିଲେ।

ଆଉ ପରେ ରୁପା ଏବଂ ପିଣ୍ଟୁ ଙ୍କ ଲୋକପ୍ରିୟତା ଧିରେ ଧିରେ ବଢିବାରେ ଲାଗିଥିଲା। ଏବେ ସେମାନଙ୍କ ପାଇଁ ପାଗଳ ପ୍ରାୟ ଅଟନ୍ତି ଦର୍ଶକ। ତାଙ୍କର ପ୍ରତିଟି ଭିଡିଓ ଦର୍ଶକଙ୍କ ମନକୁ ଛୁଇଁ ପାରିଥାଏ ଏବଂ ଏହାର ଭିଉ ମଧ୍ଯ ବହୁତ୍ ଅଧିକ ରହିଥାଏ। ତେବେ ଆପଣ ତ ଜାଣିଛନ୍ତି ଏବେ ମ୍ୟୁଜିକ ଭିଡିଓ ଇଣ୍ଡଷ୍ଟ୍ରି ରେ ଏହି ଯୋଡି ବେଶ୍ ପରିଚିତ ଚେହେରା ଭାବରେ ଉଭା ହୋଇଛନ୍ତି। ସେମାନେ ତାଙ୍କ ଟାଲେଣ୍ଟ କୁ ଦେଖାଇ ଲୋକଙ୍କ ହୃଦୟକୁ ଛୁଇଁଲା ଭଳି ଗୀତ କରୁଛନ୍ତି। ଆଉ ସେମାନଙ୍କର ଲୋକପ୍ରିୟତା ବି ଏବେ ବହୁତ୍ ଅଧିକ ରହିଛି।ତେବେ ସେମାନେ ହେଉଛନ୍ତି ସମସ୍ତଙ୍କର ପ୍ରିୟ ରୂପା ଏବଂ ପିଣ୍ଟୁ।

ସେମନଙ୍କର ଅନେକ ମ୍ୟୁଜିକ ଭିଡିଓ ଆପଣ ଦେଖିବାକୁ ପାଉଥିବେ। ଡାନ୍ସ ଭିଡିଓରେ ସେମାନଙ୍କ ଯୋଡି ମଧ୍ୟ ବହୁତ୍ ଜବରଦସ୍ତ ଯୋଡି ଅଟନ୍ତି।ଉଭୟଙ୍କୁ ଅଗଣିତ ଦର୍ଶକ ଭଲ ପାଆନ୍ତି ଏବଂ ସେମାନଙ୍କ ପ୍ରସଂଶକ୍ ସଂଖ୍ୟା ମଧ୍ୟ ଅଧିକ। ତେବେ ସେମାନେ ମ୍ୟୁଜିକ ଭିଡିଓ ର ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛନ୍ତି। ଅନ୍ୟ ମାନଙ୍କ ଭଳି ମ୍ୟୁଜିକ ଭିଡିଓ ଇଣ୍ଡଷ୍ଟ୍ରି ରେ ତାଙ୍କର ଚାହିଦା ବେଶ୍ ଅଧିକ ରହିଛି।ଲୋକେ ଏସବୁ ଭିଡିଓ କୁ ବେଶ୍ ପସନ୍ଦ କରୁଛନ୍ତି। ଆଉ ଏହି ଇଣ୍ଡଷ୍ଟ୍ରି ମଧ୍ଯ ବହୁତ୍ ଭଲ ରୋଜଗାର କରୁଛି। ତେବେ ଏହି ଯୋଡ଼ି ବହୁତ୍ ଲୋକପ୍ରିୟ ହେବା ପରେ ଏବେ ସେମାନେ ବ୍ଲଗ୍ କରିବା ବି ଆରମ୍ଭ କରି ଦେଇଛନ୍ତି।

ରୂପା ପିଣ୍ଟୁ ଓ ଖୁସି ଏକ୍ସପ୍ରେସ ନାମରେ ତିଆରି ହୋଇଛି ତାଙ୍କର ଏହି ବ୍ଲଗ୍ ଚ୍ୟାନେଲ। ଏବେ ଏହି ଚ୍ୟାନେଲ ରେ ଏକ ଭିଡିଓ ଅପଲୋଡ଼ ହୋଇଛି। ଯେଉଁଥିରେ ପିଣ୍ଟୁ ଦେଖାଇଛନ୍ତି ତାଙ୍କ ଘରେ ସକାଳ ରୁ ଆରମ୍ଭ କରି ସନ୍ଧ୍ୟା ପର୍ଯ୍ୟନ୍ତ ସମସ୍ତ କାର୍ଯ୍ଯ କଳାପର ଦୃଶ୍ୟ। ରୂପା କିପରି କାମ କରନ୍ତି, ଖୁସିର କିପରି ଯତ୍ନ ନିଅନ୍ତି, ଏବଂ ଶେଷରେ ରୂପା ଏବଂ ଝିଅ ଖୁସି କିପରି ଘରେ ଡାନ୍ସ କରୁଛନ୍ତି ତାହା ଏଠାରେ ଦେଖିବାକୁ ମିଳୁଛି। ଆପଣ ବି ଏହି ଭିଡିଓ କୁ ଦେଖି ଉପଭୋଗ କରନ୍ତୁ।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.