ବନ୍ଧୁଗଣ ଏକ ଜବରଦସ୍ତ ଡାନ୍ସ ର ଭିଡିଓ ଆମେ ଆଜି ଆପଣଙ୍କୁ ଦେଖାଇବୁ ଯାହାକୁ ଦେଖିଲେ ଆପଣ ବି ଖୁସିରେ ନାଚି ଉଠିବେ।ଏହି ଭିଡିଓ ଟି ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି।ଆପଣ ତ ଅନୁଭବ କରିଥିବେ ନୃତ୍ୟ ଏକ ଏମିତି ମନୋରଞ୍ଜନ ପୂର୍ଣ୍ଣ ଜିନିଷ ଯାହାକୁ କେବଳ ଆପଣ ନୁହେଁ ଅଧିକାଂଶ ଲୋକ ଏହାକୁ ଦେଖିବାକୁ ପସନ୍ଦ କରନ୍ତି ଏବଂ ଏହିଭଳି ଭିଡିଓ ଦେଖି ଚିତ୍ତ ବିନୋଦନ କରିବାକୁ ଚାହିଁ ଥାଆନ୍ତି। ଏହାଦ୍ୱାରା ସେମାନଂକୁ ହସିବାକୁ, ଖୁସି ହେବାକୁ ଟିକିଏ ସୁଯୋଗ ମିଳି ଯାଇ ଥାଏ। ଏହାଛଡା ନୃତ୍ୟ ଦେଖି ମନୋରଞ୍ଜନର ସୁରାକ ମଧ୍ଯ ମିଳିଯାଏ।
ତେବେ ଆପଣ ଜାଣିଛନ୍ତି ଡିଜିଟାଲ ଯୁଗରେ କିପରି ଅନେକ ଲୋକ ବିଶେଷ କରି ଯୁବପିଢି ମାନେ ସ୍ମାର୍ଟ ଫୋନ୍ ବ୍ଯବହାର କରି ସେମାନେ ଅନେକ ସମୟରେ ସେମାନଙ୍କ ଏବଂ କୁନି ପିଲାମାନଙ୍କ ର ଏହିପରି ପ୍ରତିଭାକୁ ସମସ୍ତଙ୍କୁ ଦେଖାଇଥାନ୍ତି। ସେମାନେ ନିଜର ଡାନ୍ସ ଭିଡିଓ, ସିଙ୍ଗୀଙ୍ଗ ଭିଡିଓ ସବୁ ସୋସିଆଲ ମିଡିଆରେ ସେୟାର କରନ୍ତି।ଅନେକ ଲୋକ ଏହିଭଳି ଭିଡିଓ କୁ ଦେଖି ବହୁତ୍ ପସନ୍ଦ କରିବା ସହିତ ସେୟାର ମଧ୍ଯ କରିଥାନ୍ତି।ତେବେ ଆପଣ ତ ଡାନ୍ସ ଦେଖିବାକୁ ଭଲ ପାଉଥିବେ। ନୃତ୍ୟ ଦେଖିବାକୁ ପ୍ରାୟତଃ ସମସ୍ତେ ଭଲ ପାଆନ୍ତି।ନୃତ୍ୟ ଆମ ଜୀବନର ଏକ ଅବଚ୍ଛେଦ୍ୟ ଅଙ୍ଗ ଅଟେ।
ତେଣୁ ଯେତେବେଳେ ବି ଆମେ କହାକୁ ନୃତ୍ୟ କରୁ ଥିବାର ଦେଖୁ, ଆମେ ଟିକିଏ ଦେଖିବା ପାଇଁ ଅଟକି ଯାଇଥାଉ। ଏମିତି ରେ ବି ଆମେ କେଉଁଠି ସଙ୍ଗୀତ ବାଜିଲେ ଏହାକୁ ଶୁଣି ନାଚି ଉଠି ଥାଉ।ତେଣୁ ଏଥିପାଇଁ କୌଣସି ବି ନିର୍ଦ୍ଦିଷ୍ଟ ଜାଗା ନଥାଏ। ଯେଉଁଠି ବି ଟିକିଏ ନାଚିବାର ସୁଯୋଗ ମିଳେ ସେତେବେଳ ଆମେ ନାଚିଥାଉ କିଛି ନଭାବି।ଯେତେବେଳେ ବି ଆମେ କେହି ନାଚୁଥିବାର ଦେଖିବାକୁ ପାଉ ସେତେବେଳ ଆମକୁ ଟିକିଏ ଦେଖିବାକୁ ଇଚ୍ଛା ହୁଏ। ଏହା ଆମକୁ ଏକ ଭିନ୍ନ ଖୁସି ଦେଇଥାଏ। ହୁଏତ ଅନେକ ଲୋକଙ୍କୁ ନୃତ୍ୟ ପସନ୍ଦ ହୋଇ ନପାରେ କିନ୍ତୁ ପ୍ରାୟତଃ ନାଚ ଦେଖିବାକୁ ଅଧିକାଂଶ ଲୋକ ପସନ୍ଦ କରନ୍ତି।
ତେଣୁ ଆପଣ ଏହିଭଳି ଭାବରେ ଅନେକ ନାଚ ଭିଡିଓ ମଧ୍ଯ ଦେଖିବାକୁ ପାଉଥିବେ। ସେହିପରି ଏକ ଡାନ୍ସ ଭିଡିଓ ଏବେ ସାମ୍ନାକୁ ଆସିଛି ଯେଉଁଠି କିଛି ମହିଳା ଏକ ବାହାଘର ପାର୍ଟିରେ ଜବରଦସ୍ତ ଡାନ୍ସ କରୁଥିବାର ଦେଖିବାକୁ ମିଳିଛି। ସେମାନେ ସବୁ ପାର୍ଟି ଗେଟ୍ ଅପ୍ ରେ ଥିବା ବେଳେ ମେରେଜ୍ ପାର୍ଟି କୁ ବେଶ୍ ଭଲ ଭାବରେ ଉପଭୋଗ କରୁଛନ୍ତି। ମନଖୋଲି ଆନନ୍ଦର ସହିତ ଯିଏ ଯେମିତି ପାରୁଛି ତାଙ୍କ ଅନ୍ଦାଜ ରେ ନାଚୁଛନ୍ତି। ଏଠାରେ ସେମାନେ ଏକ ଜବରଦସ୍ତ ହିନ୍ଦି ଗୀତ ତେରୀ ଚୁନେରିଆ ୟେ ଦିଲ୍ ଲେଗେୟୀ ଗୀତରେ ଦମଦାର ଡାନ୍ସ କରୁଛନ୍ତି। ଆପଣ ଏହି ଭିଡିଓ କୁ ଦେଖିଲେ ନିଶ୍ଚିତ ଖୁସି ହେବେ।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।