ବନ୍ଧୁଗଣ ଆଉ ଏକ ସୁନ୍ଦର୍ ମନଛୁଆଁ ସଙ୍ଗୀତ ବିଷୟରେ ଆମେ ଆପଣଙ୍କୁ କହିବାକୁ ଯାଉଛୁ ଯାହାକୁ ଶୁଣିଲେ ଆପଣ ନିଶ୍ଚିତ ଖୁସି ହେବେ। ଏହାକୁ ଗାଇଛନ୍ତି ଆପଣଙ୍କ ସମସ୍ତଙ୍କ ପ୍ରିୟ ଭାଇରାଲ ବୟ ଶାନ୍ତନୁ କୁମାର ମହାନ୍ତି। ସଙ୍ଗୀତ ଆମ ଜୀବନର ଏକ ଏପରି ଅବଚ୍ଛେଦ୍ୟ ଅଙ୍ଗ ଅଟେ ଯେ ଯେତେବେଳେ ବି ଆମେ ସଙ୍ଗୀତ ଶୁଣିବାକୁ ପାଉ ଆମ ମନ ଭିତରେ ଏକ ନୂତନ ଉନ୍ମାଦନା ସୃଷ୍ଟି ହୁଏ, ପୁଲକ ଖେଳି ଯାଇଥାଏ। ନୃତ୍ୟ ଏବଂ ସଙ୍ଗୀତ ଆମ ଜୀବନରେ ରସ ଭରି ଦେଇଥାଏ।ଏମିତି ରେ ବି ଆମେ କେଉଁଠି ସଙ୍ଗୀତ ବାଜିଲେ ଏହାକୁ ଶୁଣି ନାଚି ଉଠି ଥାଉ। ମନ ଭିତରେ ଏକ ନୂତନ ପୁଲକ ସଞ୍ଚାର ହୋଇଥାଏ।
ତେଣୁ ଆପଣ ଏହିଭଳି ଭାବରେ ଅନେକ ସଙ୍ଗୀତର ଭିଡିଓ ମଧ୍ଯ ଦେଖିବାକୁ ପାଉଥିବେ। ଏହାକୁ ଶୁଣି ଖୁସି ବି ହେଉଥିବେ। କାରଣ ଏହା ଆମକୁ ଏକ ମନୋରଂଜନ ର ସୁରାକ ଯୋଗାଇ ଥାଏ।କିନ୍ତୁ ଯେତେବେଳେ ଜଣେ କୁନି ପିଲାଟିଏ ଗୀତ ଗାଇଥାଏ। ତାର ସ୍ୱର ଅଧିକ ମଧୁର ଲାଗିଥାଏ ଶୁଣିବାକୁ ଏବଂ ଏହାକୁ ଶୁଣି ଆମେ ବହୁତ୍ ଖୁସି ହୋଇ ଯାଇଥାଉ।ବେଳେବେଳେ କିଛି ଏମିତି କୁନି ପ୍ରତିଭା ମାନଙ୍କୁ ଆମେ ଦେଖିବାକୁ ପାଇଥାଉ ଯାହା ଆମକୁ ବହୁତ୍ ଭଲ ଲାଗିଥାଏ। ଯାହାକୁ ଦେଖି, ଶୁଣି ଏବଂ ଅନୁଭବ କରି ଆମେ ବହୁତ୍ ଖୁସି ମଧ୍ୟ ହେଉ। ସେମାନଙ୍କ ଅନେକ ପ୍ରତିଭା କୁ ଆପଣ ଅନେକ ସମୟରେ ସୋସିଆଲ ମିଡିଆରେ ଦେଖିବାକୁ ପାଉଥିବେ।
କାରଣ ଛୋଟ ଛୋଟ ପିଲା ମାନଙ୍କର ଗୀତ ଶୁଣିବାକୁ ବହୁତ୍ ଖୁସି ଲାଗିଥାଏ ଏବଂ ସେଥିରେ ଏକ ଭିନ୍ନ ଧରଣର ଆନନ୍ଦ ବି ଭରି ରହିଥାଏ।ସେମାନଙ୍କ ଯେକୌଣସି ଗୀତ ଗାଉଥିବାର ଭିଡିଓ ହେଉ, ସେଥିରେ ଏକ ଭିନ୍ନ କୌତୁହଳ ଦେଖିବାକୁ ମିଳିଥାଏ। ତେଣୁ ଛୋଟ ପିଲା ମାନଙ୍କର ଗୀତ ଗାଇବା ର ଭିଡିଓ ଦେଖିବା ପାଇଁ ମନରେ ଏକ ଭିନ୍ନ ଆଗ୍ରହ ରହିଥାଏ। ଆମେ ସେମାନଙ୍କ କୁନି ପାଟିରେ ସେମାନଙ୍କ କଥାକୁ ଶୁଣି, ସ୍ଵରକୁ ଶୁଣି ବହୁତ୍ ଖୁସି ହୋଇ ଥାଉ। ସେହିପରି ଏହି ଛୋଟ ବାଳକ ଯିଏକି ତାର ସ୍ୱରର ଯାଦୁରେ ଏବେ ପୁଣିଥରେ ସମସ୍ତଙ୍କୁ ଦିୱାନା କରିଛିସେ ତାଙ୍କର ସୁମଧୁର ସ୍ଵରରେ କିପରି ଭାବରେ ଏକ ରୋମାଣ୍ଟିକ ଆଲବମ୍ ଗୀତ ଗାଉଛନ୍ତି ଥରେ ଶୁଣନ୍ତୁ।
ଗୀତଟିର ଟାଇଟଲ ହେଉଛି ରାଜଧାନୀ ଟୋକା।ସେ ଯେଉଁଭଳି ଭାବରେ ଏ ଗୀତକୁ ଗାଇଛନ୍ତି ତାହା ସମସ୍ତଙ୍କ ହୃଦୟକୁ ଛୁଇଁଛି ଏବଂ ଏହାକୁ ଶୁଣି ସମସ୍ତେ ଏହି ଗୀତର ତାଳରେ ଝୁମି ଯାଉଛନ୍ତି।ଏହି ଗୀତର ଲିରିକ୍ସ ସୋନା ମାଡ଼ାମ କରିଥିବା ବେଳେ ଏହାର ମ୍ୟୁଜିକ ଦେଇଛନ୍ତି ଆର୍ ଚିକୁ। ଶାନ୍ତନୁ ଏବେ ଏହି ଗୀତଟିକୁ ଗାଇ ସମସ୍ତଙ୍କ ହୃଦୟକୁ ଜିଣିବାରେ ଲାଗିଛନ୍ତି।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ।