ଓଡ଼ିଆ ଫିଲ୍ମ୍ ଇଣ୍ଡଷ୍ଟ୍ରି ଭଳି ଯାତ୍ରା ଜଗତର କଳାକାର ମାନଙ୍କର ଅନ୍ଦାଜ ଟିକେ ଭିନ୍ନ ଧରଣର ଅଟେ। ଯାତ୍ରା ଦେଖିବାକୁ ଅନେକ ଲୋକ ବହୁତ୍ ପସନ୍ଦ କରନ୍ତି। ତେବେ ଅନେକ ଯାତ୍ରା ପ୍ରେମୀ ଅଛନ୍ତି ଯେଉଁମାନେ ସିନେମା ଅପେକ୍ଷା ଯାତ୍ରା ଦେଖିବାକୁ ଖୁବ୍ ଭଲ ପାଆନ୍ତି। ଯାତ୍ରା ପ୍ରତି ସେମାନଙ୍କ ମନରେ ରହିଛି ଏକ ଅହେତୁକ ଅନୁକମ୍ପା ଭଲ ପାଇବା ଏବଂ ଭାବ।ତେବେ ସେ ସିନେମା ଇଣ୍ଡଷ୍ଟ୍ରି ହେଉ କି ଯାତ୍ରା ଜଗତର କଥା ହେଉ, ଅଭିନୟ ଜଗତର କଳାକାର ବା ସେଲିବ୍ରେଟି ମାନଙ୍କର ଜୀବନଶୈଳୀ ସାଧାରଣତଃ ଟିକେ ଭିନ୍ନ ଏବଂ ଆକର୍ଷିତ କଲା ଭଳି ହୋଇଥାଏ। ଲୋକେ ସେମାନଂକୁ ବହୁତ୍ ଭଲ ପାଆନ୍ତି ଏବଂ ସେମାନଂକୁ ଅନୁସରଣ ବି କରନ୍ତି।
ସେମାନଙ୍କୁ ଦେଖିବା ପାଇଁ ଦର୍ଶକଙ୍କ ମନରେ ରହିଥାଏ ଭିନ୍ନ ଆଗ୍ରହ। ତେବେ ଯଦି ଆମେ ଓଡ଼ିଶାର ଯାତ୍ରା ଜଗତର କଥା କହିବା ତେବେ ଏଥିପାଇଁ ଅନେକ ପାଗଳପ୍ରାୟ ଅଟନ୍ତି। ଅନେକ କଳାକାର ମାନେ ସେମାନଙ୍କ ଅଭିନୟ ର ଯାଦୁରେ ଲୋକଙ୍କୁ କିମିଆ କରି ରଖିଛନ୍ତି। ଅନେକ ସମୟରେ ସେମାନେ ତାଙ୍କର ଅଭିନୟ ସାଙ୍ଗକୁ ସୁନ୍ଦରତା ଏବଂ ଆକର୍ଷଣୀୟ ଲୁକ୍ସ ପାଇଁ ଦର୍ଶକଙ୍କୁ ଆକର୍ଷିତ କରିଥାନ୍ତି। ତେବେ ସେମାନଙ୍କ ବିଷୟରେ ଅନେକ ପ୍ରସଂଶକ ଜାଣିବାକୁ ଆଗ୍ରହ କରିଥାନ୍ତି ଏବଂ ସେମାନଙ୍କ ପ୍ରତି ଦର୍ଶକ ମାନଙ୍କର ଏକ ଭିନ୍ନ ଧରଣର ଭଲପାଇବା ବି ରହିଥାଏ।
ତେଣୁ ଯାତ୍ରା ଜଗତର କଳାକାର ମାନଙ୍କ ପ୍ରତି ଅନେକଙ୍କ ମନରେ ଏକ ଭିନ୍ନ ଆଗ୍ରହ ରହିଥାଏ। ସେହିପରି ଯାତ୍ରା ଜଗତର ଜଣେ ଜଣାଶୁଣା ଆଗ ଧାଡ଼ିର ଲୋକପ୍ରିୟ ଅଭିନେତ୍ରୀ ହେଉଛନ୍ତି ବେବିନା ଜେନା। ଜଣେ ଯାତ୍ରା କଳାକାର ଭାବରେ ତାଙ୍କର ଲୋକପ୍ରିୟତା ବେଶ୍ ଅଧିକ। ଯିଏକି ନିଜର ଜବରଦସ୍ତ ଅଭିନୟର ପାରଦର୍ଶିତା ରେ ଦର୍ଶକଙ୍କୁ ଏକ ଭିନ୍ନ ଅନ୍ଦାଜ ର ମନୋରଂଜନ ର ସୁରାକ ଯୋଗାଇଥାନ୍ତି।ଆପଣ ତ ଜାଣିଛନ୍ତି ଭାରି ନିଆରା ଏବଂ ଆକର୍ଷଣୀୟ ଅଭିନୟ ତାଙ୍କ ନିକଟରେ ଦେଖିବାକୁ ମିଳେ ଯାତ୍ରା ପ୍ୟାଣ୍ଡେଲ ରେ।ବ୍ୟକ୍ତିଗତ ଜୀବନରେ ମଧ୍ୟ ସେ ଜଣେ ସୁନ୍ଦର୍ ମହିଳା ର ଜୀବନ କୁ ଅତିବାହିତ କରି ଥାଆନ୍ତି।
ତାଙ୍କ ଅଭିନୟ କେତେ ଆକର୍ଷଣୀୟ ଏବଂ ଲୋକଙ୍କ ହୃଦୟକୁ ଛୁଇଁଲା ଭଳି ଅଟେ ତାହା ଆପଣ ତାଙ୍କର ଅଭିନୟ ଦେଖିଲେ ଜାଣି ପାରିବେ। ତେବେ ଅନେକ ସମୟରେ ବେବିନା ଜେନା ତାଙ୍କର ଭିନ୍ନ ଧରଣର ଅଭିନୟ ପାଇଁ ବେଶ୍ ଚର୍ଚ୍ଚାରେ ରହିଥାନ୍ତି। ଯାତ୍ରା ପେଣ୍ଡଲ ରେ ଚହଳ ସୃଷ୍ଟି କରନ୍ତି ଏହି ନାୟିକା ଜଣଙ୍କ। ଏବେ ତାଙ୍କର ଏକ ସାକ୍ଷାତକାର ର ଭିଡିଓ ସାମ୍ନାକୁ ଆସିଛି ଯେଉଁଠି ସେ କହିଛନ୍ତି କିପରି ସେ ଯାତ୍ରା ଜଗତରେ ପାଦ ଦେଲେ। ତାଙ୍କର ପ୍ରେମ କାହାଣୀ କିପରି ଥିଲା। ତାଙ୍କ ସ୍ବାମୀ ମଧ୍ୟ ଜଣେ ଯାତ୍ରା କଳାକାର। ଏହାଛଡା ଉଭୟ ପଜିଟିଭ ଏବଂ ନେଗେଟିଭ ଚରିତ୍ରରେ ଅଭିନୟ କରିବାକୁ ଭଲ ପାଆନ୍ତି ବୋଲି ସେ କହିଛନ୍ତି।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ।