ବନ୍ଧୁଗଣ ପୁଣି ଏକ କୁନି ବାଳକ ଜଣଙ୍କର ଭିଡିଓ ଏବେ ସାମ୍ନାକୁ ଆସିଛି। ଯେଉଁଥିରେ ସେ ଏତେ ଚମତ୍କାର ସଙ୍ଗୀତ ତାଙ୍କ କଣ୍ଠରେ ଗାଉଥିବାର ନଜର ଆସିଛନ୍ତି ଯାହାକୁ ଶୁଣିଲେ ଆପଣ ବି ହୋଇଯିବେ ଆଶ୍ଚର୍ଯ୍ୟ। ଏତେ ଚମତ୍କାର ଭାବରେ ସେ ଗୀତ କୁ ଗାଉଛନ୍ତି, ଯାହା ଶୁଣିବାକୁ ବହୁତ୍ ଭଲ ଲାଗୁଛି। ଆଉ ଏହାକୁ ଶୁଣି ସମସ୍ତେ ପିଲାଟିର ଗାୟିକିକୁ ବହୁତ୍ ପସନ୍ଦ କରିବା ସହ ସୁନ୍ଦର୍ ସୁନ୍ଦର୍ ପ୍ରତିକ୍ରିୟା ସବୁ ଦେଉଛନ୍ତି। ପିଲାଟି ଏଭଳି ଭାବରେ ଗିତଟିକୁ ଗାଉଛି ଯାହାକୁ ଶୁଣି ବହୁତ୍ ଖୁସି ଲାଗୁଛି। ବାସ୍ତବରେ ସଙ୍ଗୀତ ଏକ ଏପରି ଜିନିଷ ଯାହାକୁ ଶୁଣିବାକୁ ସମସ୍ତେ ଭଲ ପାଆନ୍ତି। କିଏ ବା ସଙ୍ଗୀତକୁ ଭଲ ନପାଏ।
ସଙ୍ଗୀତ ଯାହା ନିରସ ମନରେ ରସ ସଞ୍ଚାର କରିଥାଏ। ଗୀତ ଶୁଣିଲେ ମନଟା ଖୁସିରେ ପୂରି ଉଠେ।ଏହା ଆମ ଜୀବନର ଏକ ଏପରି ଅବଚ୍ଛେଦ୍ୟ ଅଙ୍ଗ ଯାହାକୁ କୌଣସି ସହ ତୁଳନା କରିହେବ ନାହିଁ। ଯେତେବେଳେ ବି ଆମେ ସଙ୍ଗୀତ ଶୁଣିବାକୁ ପାଉ ଆମ ମନ ଭିତରେ ଏକ ନୂତନ ଉନ୍ମାଦନା ସୃଷ୍ଟି ହୁଏ, ପୁଲକ ଖେଳି ଯାଇଥାଏ।ଏହା ଆମକୁ ଏକ ମନୋରଂଜନ ର ସୁରାକ ଯୋଗାଇଥାଏ।କିନ୍ତୁ ଯେତେବେଳେ ଜଣେ କୁନି ପିଲାଟିଏ ଗୀତ ଗାଇଥାଏ, ତାର ସ୍ୱର ଅଧିକ ମଧୁର ଲାଗିଥାଏ ଶୁଣିବାକୁ ଏବଂ ଏହାକୁ ଶୁଣି ଆମେ ବହୁତ୍ ଖୁସି ହୋଇ ଯାଇଥାଉ।ବେଳେବେଳେ କିଛି ଏମିତି କୁନି ପ୍ରତିଭା ମାନଙ୍କୁ ଆମେ ଦେଖିବାକୁ ପାଇଥାଉ ଯାହା ଆମକୁ ବହୁତ୍ ଭଲ ଲାଗିଥାଏ।
ଯାହାକୁ ଦେଖି, ଶୁଣି ଏବଂ ଅନୁଭବ କରି ଆମେ ବହୁତ୍ ଖୁସି ହେଉ। ସେମାନଙ୍କ ଅନେକ ପ୍ରତିଭା କୁ ଆପଣ ଅନେକ ସମୟରେ ସୋସିଆଲ ମିଡିଆରେ ଦେଖିବାକୁ ପାଉଥିବେ। ଆଉ ସେସବୁ କୁ ଦେଖି ବହୁତ୍ ଖୁସି ମଧ୍ଯ ହେଉଥିବେ। ସେମାନଙ୍କ ଯେକୌଣସି ଗୀତ ଗାଉଥିବାର ଭିଡିଓ ହେଉ, ସେଥିରେ ଏକ ଭିନ୍ନ କୌତୁହଳ ଦେଖିବାକୁ ମିଳିଥାଏ। ତେଣୁ ଛୋଟ ପିଲା ମାନଙ୍କର ଗୀତ ଗାଇବା ର ଭିଡିଓ ଦେଖିବା ପାଇଁ ମନରେ ଏକ ଭିନ୍ନ ଆଗ୍ରହ ରହିଥାଏ। ଆମେ ସେମାନଙ୍କ କୁନି ପାଟିରେ ସେମାନଙ୍କ କଥାକୁ ଶୁଣି, ସ୍ଵରକୁ ଶୁଣି ବହୁତ୍ ଖୁସି ହୋଇ ଥାଉ। ସେହିପରି ଜଣେ ଛୋଟ ବାଳକ ଯିଏକି ତାର ସ୍ୱରର ଯାଦୁରେ ସମସ୍ତଙ୍କୁ ଚକିତ କରିଛି, ଯାହାର ନାମ ହେଉଛି ପ୍ରିତମ ଆଚାର୍ଯ୍ୟ।
ପିଲାଟି ତାର ସୁମଧୁର ସ୍ଵରରେ କିପରି ଭାବରେ ଏକ ଦେଶପ୍ରେମର ଗୀତକୁ ଗାଉଛନ୍ତି ଥରେ ଶୁଣନ୍ତୁ। ଏହି ଗୀତଟି ହେଉଛି, ସନ୍ଦେଶେ ଆତେ ହେଁ। ପ୍ରତିଟି ଭାରତୀୟ ଏହି ସୁନ୍ଦର୍ ଦେଶପ୍ରେମର ସଙ୍ଗୀତକୁ ବହୁତ୍ ଭଲ ପାଆନ୍ତି। ପିଲାଟି ଯେଉଁଭଳି ଭାବରେ ଏ ଗୀତକୁ ଅଭିନୟ ଦେଖାଇ ସମସ୍ତଙ୍କ ଆଗରେ ଗାଉଛନ୍ତି ତାହା ସମସ୍ତଙ୍କ ହୃଦୟକୁ ଛୁଇଁଛି ଏବଂ ଏହାକୁ ଶୁଣି ସେଠାରେ ଉପସ୍ଥିତ ଗୁରୁଜନ ଏବଂ ପିଲାମାନେ ତାଳି ମାରି ଏହି ପିଲାଟିକୁ ଉତ୍ସାହିତ କରୁଛନ୍ତି। ଆପଣ ବି ପିଲାଟିର ଏହି ସ୍ୱରକୁ ଶୁଣିଲେ ନିଶ୍ଚିତ ଖୁସି ହେବେ।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ।