Swastik Tv News Odisha

ହଠାତ ଦୌଡ଼ି ଆସିଲା ଗାଈ ଗୋଡେଇ ଗୋଡେଇ ଝୁଣିଲା ଏହି ମଣିଷ କୁ….ଏମିତି ଦୃଶ୍ୟ ଜୀବନରେ କେବେ ଦେଖି ନଥିବେ….

0

ବନ୍ଧୁଗଣ ବେଳେବେଳେ କିଛି ଏମିତି ଦୃଶ୍ୟ ଆପଣ ଦେଖିବାକୁ ପାଉଥିବେ ଯାହାକୁ ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହେବା ସହିତ ଭୟଭୀତ ମଧ୍ଯ ହେଉଥିବେ। ଆଜିର ଏହି ଇଣ୍ଟରନେଟ୍ ଯୁଗରେ ଆପଣ ସୋସିଆଲ ମିଡିଆର ବହୁଳ ବ୍ୟବହାର ଦେଖିବାକୁ ପାଉଥିବେ। ସୋସିଆଲ ମିଡିଆରେ ଏମିତି ଅନେକ ଘଟଣାର ଭିଡିଓ ମଧ୍ୟ ଦେଖିବାକୁ ପାଉଥିବେ।ଆଜିର ଏହି ଡିଜିଟାଲ ଯୁଗରେ ଅନେକ ଘଟଣାର ମଜାଦାର ଭିଡିଓ ଆପଣ ସ୍ମାର୍ଟ ଫୋନ୍ ରେ ଘରେ ବସି ଦେଖି ପାରୁଛନ୍ତି। ବେଳେବେଳେ ସୋସିଆଲ ମିଡିଆରେ ଏମିତି କିଛି ଭିଡିଓ ଭାଇରାଲ ହୋଇଥାଏ ତାହା ଦେଖିଲେ ଆମେ ହଠାତ୍ ଟିକେ ଚକିତ ହୋଇପଡୁ।

କାରଣ କିଛି ଭିଡିଓ ଏମିତି ବି ଥାଏ ଯାହାକୁ ଦେଖିଲେ ଆପଣ ବିଚଳିତ ହୋଇ ପଡ଼ନ୍ତି ଏବଂ ଭୟରେ ଛାତି ଥରି ଉଠିଥାଏ। ଏହିଭଳି ଅନେକ ଭିଡିଓ ଆମେ ପ୍ରତିଦିନ ଦେଖିବାକୁ ପାଉଛୁ। ତେବେ ବର୍ତ୍ତମାନ ର ସୋସିଆଲ ମିଡିଆ ର ବ୍ଯବହାର ର ବହୁଲତା କାରଣରୁ ଅନେକ ଘଟଣା ଆମ ସମ୍ମୁଖକୁ କିଛି କ୍ଷଣ ମଧ୍ୟରେ ଆସି ଯାଉଛି। ତେଣୁ ଆପଣ ବି ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଭାଇରାଲ ଭିଡିଓ ଦେଖୁଥିବେ।ଏହିସବୁ ଭିଡିଓ ମାନଙ୍କୁ ଭିତରୁ କିଛି ଭିଡିଓ ଏମିତି ଥାଏ ଯାହାକୁ ଦେଖିଲେ ଲୋକେ ଏହି ଘଟଣାକୁ ସମ୍ପୂର୍ଣ୍ଣ ନଦେଖି ଏହାକୁ ଏଡାଇ ପାରନ୍ତି ନାହିଁ। ଏହାକୁ ଦେଖି ସେମାନେ ଏଥିପ୍ରତି ପ୍ରତିକ୍ରିୟା ଶିଳ ହୋଇ ପଡନ୍ତି।

କିଛି ଭିଡିଓ ଏମିତି ଅଛି ଯାହା ଅନ୍ୟ ଭିଡିଓ ଠାରୁ ଟିକେ ଅଲଗା ହୋଇଥାଏ। ନିଶ୍ଚିତ ଭାବରେ ଆପଣ ପ୍ରତିଦିନ ଦେଖୁଥିବା ଅନେକ ଭାଇରାଲ ଭିଡିଓ ମଧ୍ୟରୁ ଭୟଭୀତ କଲାଭଳି ଖବର ମଧ୍ୟ ଦେଖିବାକୁ ପାଉଥିବେ। ତେବେ ଏହି ଭିଡିଓ ଏମିତି ହୋଇଥାଏ ଯାହା ଅନ୍ୟ ଭିଡିଓ ଠାରୁ ଟିକେ ଅଲଗା କାରଣ ଏହା ଏକ ଡର ସୃଷ୍ଟି କରିଥାଏ।କିନ୍ତୁ ଆଜି ଆମେ ଜାଣିବା ଏକ ଏମିତି ଭାଇରାଲ ଭିଡିଓ ବିଷୟରେ, ଏମିତି ଏକ ଆକ୍ରମଣର ଘଟଣା ଯାହା ଆପଣଙ୍କୁ ଚକିତ କରିବ ନିଶ୍ଚିତ।ଏଠାରେ ଦେଖିବାକୁ ମିଳିଛି ଯେ ଜଣେ ବୁଲା ଗାଈ ଟି କିପରି ଜଣେ ବ୍ୟକ୍ତିକୁ ହଠାତ୍ ଆକ୍ରମଣ କରିବାକୁ ଲାଗୁଛି।

ଗାଈ ଟି କିଛି ନବୁଝି ଲୋକଟିକୁ ତାର ଶିଙ୍ଗରେ ଆକ୍ରମଣ କରୁଛି। ଆଉ ଲୋକଟି ନିଜକୁ ବଞ୍ଚାଇବାକୁ ଚେଷ୍ଟା କରି ବିଫଳ ହୋଇ ଜାକି ଜୁକିି ହୋଇ ଏକ କଡ଼ରେ ଧିରେ ବସି ରହିଛି।ଏହାପରେ ସେଠାରେ ଉପସ୍ଥିତ ଅନେକ ଲୋକେ ଗାଇଟିକୁ ଘୋଡାଇବାକୁ ଚେଷ୍ଟା କରୁଛନ୍ତି ଏବଂ ପାଣି ଛାଟୁଛନ୍ତି। କିଛି ସମୟ ପରେ ଗହଳି କାରଣରୁ ଗାଈ ଟି ଗହଳି ଆଡ଼କୁ ଚାଲି ଆସିବାର ଦେଖି ଲୋକଟି ସେଠାରୁ ଉଠି ଦୌଡିବାକୁ ଲାଗୁଚି। ତେବେ ଏହି ଆକ୍ରମଣରେ ବ୍ୟକ୍ତି ଜଣଙ୍କ ଆହତ ହୋଇଥିବାରୁ ତାଙ୍କୁ ହସ୍ପିଟାଲ୍ ରେ ପରେ ଭର୍ତ୍ତି କରାଯାଇଛି। ତେବେ ଏହି ଘଟଣା ବିହାରର କଟରଗାମ ର ବୋଲି ଜଣା ପଡିଛି।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.