ବନ୍ଧୁଗଣ ବେଳେବେଳେ କିଛି ଏମିତି ଦୃଶ୍ୟ ଆପଣ ଦେଖିବାକୁ ପାଉଥିବେ ଯାହାକୁ ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହେବା ସହିତ ଭୟଭୀତ ମଧ୍ଯ ହେଉଥିବେ।କାରଣ କିଛି ଭିଡିଓ ଏମିତି ବି ଥାଏ ଯାହାକୁ ଦେଖିଲେ ଆପଣ ବିଚଳିତ ହୋଇ ପଡ଼ନ୍ତି ଏବଂ ଭୟରେ ଛାତି ଥରି ଉଠିଥାଏ। ଆମେ କହୁଛୁ ଭୟଙ୍କର ସାପ ଉଦ୍ଧାର ର ଘଟଣା।ଆସନ୍ତୁ ଆଜି ଆମେ ସାପ ଉଦ୍ଧାରର ଏକ ଭୟାନକ ଭିଡିଓ ଦେଖିବା। ଆପଣ ଜାଣିଛନ୍ତି ଆମ ଚତୁଃପାର୍ଶ୍ଵରେ ରହିଥିବା କିଛି ସାପ ମାନଙ୍କ ମଧ୍ୟରୁ କିଛି ଏପରି ଜାତିର ସାପ ରହିଛନ୍ତି ଯେଉଁମାନେ ବହୁତ୍ ବିଷଧର ଅଟନ୍ତି। ସେହିପରି ଏକ ସାପକୁ ଆମେ ଆଜି ଆପଣଙ୍କୁ ଦେଖାଇବାକୁ ଯାଉଛୁ।
ଯାହା ଏମିତି ଏକ ବିଷଧର ସାପ, ଯିଏ କାମୁଡିବା ମାତ୍ରେ ଜୀବନ ଚାଲି ଯିବାର ସମ୍ଭାବନା ବହୁତ୍ ଅଧିକ।ସାପକୁ ନେଇ ନିଶ୍ଚିତ ଭାବରେ ଆପଣ ଅନେକ ଖବର ସଂସ୍ପର୍ଶରେ ଆସିଥିବେ। ସାପକୁ ନେଇ ଅନେକ ଭୟଙ୍କର ଦୃଶ୍ୟ ଆପଣ ସମୟକ୍ରମେ ଦେଖିବା ପାଇଁ ପାଉଥିବେ। ପ୍ରକୃତରେ ସାପ ଏକ ଏମିତି ଜୀବ ଯାହାକୁ ମନିଷ ବହୁତ୍ ଭୟ କରିଥାଏ।କାରଣ ସେମାନେ ସବୁ ସ୍ଥାନରେ ଦେଖିବାକୁ ମିଳିଥାନ୍ତି ଏବଂ କେତେବେଳେ ବି କାହାକୁ ଦଂଶନ କରି ପାରନ୍ତି। ତେବେ ସାପ ଦେଖିଲେ କିମ୍ବା ସାପ ନାମ ଶୁଣିଲେ ସମସ୍ତଙ୍କୁ ପ୍ରାୟତଃ ଡର ଲାଗିବା ସ୍ୱାଭାବିକ।ସାପ କେତେବେଳେ କାହା ଘର ଭିତରେ ପ୍ରବେଶ କରିବ ତାହା କହିହେବ ନାହିଁ।
ତେଣୁ ଆପଣ ଅଚାନକ ସାପ ଟିଏ ଦେଖିଲେ ଭୟଭୀତ ହୋଇ ଯାଉଥିବେ। ସାପ ଯେମିତି ହେଇଥାଉ ନା କାହିଁକି ସାପକୁ ଦେଖିବା ମାତ୍ରକେ ହିଁ ଭୟ ଲାଗେ। ଏହା ଏମିତି ଜୀବ ଯାହା ସମସ୍ତଙ୍କ ମନରେ ଏକ ଭିନ୍ନ ଧରଣର ଭୟ ସୃଷ୍ଟି କରିଥାଏ।କାରଣ ବିଷଧର ସାପ କାମୁଡ଼ିଲେ ଜୀବନ ଯିବାର ଭୟ ମଧ୍ୟ ଥାଏ।ତେବେ ସାପ କୁ ନେଇ ଅନେକ ପ୍ରକାରର ଭିଡିଓ ସମୟ କ୍ରମେ ଦେଖିବାକୁ ମିଳିଥାଏ ସୋସିଆଲ ମିଡିଆରେ।ସାପ କେତେବେଳେ କାହାକୁ ଦଂଶନ କରିବ ତାହା କହିହେବ ନାହିଁ। ତା ଉପରେ ଆଘାତ ଆସିଲେ ହିଁ ସେ ଆକ୍ରମଣ କରିଥାଏ।ବେଳେବେଳେ ମଣିଷ ଅଳ୍ପକେ ସାପ ଦଂଶନ ରୁ ବର୍ତ୍ତି ଯାଇଥାଏ।
ସେହିପରି ଏକ ଘଟଣା ଏବେ ସାମ୍ନାକୁ ଆସିଛି। ଯାହାକୁ ଦେଖିଲେ ଆପଣ ନିଶ୍ଚିତ ଭାବରେ ଆଶ୍ଚର୍ୟ୍ଯ ହୋଇଯିବେ। କାରଣ ଏଠାରେ ନାଗଭଳି ଏକ ବିଷଧର ସାପ ରେସ୍କ୍ୟୁ ର ଭିଡିଓ ରହିଛି। ଯାହାର ନାମ ଟ୍ରୀଙ୍କେଟ ସ୍ନେକ ବା ବନ ସୁନ୍ଦରୀ। ଯାହା ଭାରତର ଏକ ଦୁର୍ଲଭ ସାପ ଅଟେ। ସାପଟି ଠାକୁର ଘରେ ପଶି ଥିବା ବେଳେ ସେଲୋଟେପ ତାର ପାଟିରେ ଗୁଡେ଼ଇ ଯାଇଥିଲା।ତେବେ କିପରି ଭାବରେ ସାପକୁ ସୁରକ୍ଷିତ ଭାବରେ ସାହସିକତା ର ସହିତ ଏହି ସାପ ଧରାଳି ଜଣଙ୍କ ଉଦ୍ଧାର କଲେ ତାହା ଆପଣ ଏହି ଭିଡିଓ ଦେଖିଲେ ଜାଣି ପାରିବେ। ଆଉ ଏଭଳି ଏକ ଦୁର୍ଲଭ ସାପକୁ ଦେଖି ନିଶ୍ଚିତ ଭୟଭୀତ ବି ହେବେ।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ।