ବନ୍ଧୁଗଣ ବେଳେବେଳେ କିଛି ଏମିତି ଦୃଶ୍ୟ ଆପଣ ଦେଖିବାକୁ ପାଉଥିବେ ଯାହାକୁ ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହେବା ସହିତ ଭୟଭୀତ ମଧ୍ଯ ହେଉଥିବେ। ଆଜିର ଏହି ଇଣ୍ଟରନେଟ୍ ଯୁଗରେ ଆପଣ ସୋସିଆଲ ମିଡିଆର ବହୁଳ ବ୍ୟବହାର ଦେଖିବାକୁ ପାଉଥିବେ। ସୋସିଆଲ ମିଡିଆରେ ଏମିତି ଅନେକ ଘଟଣାର ଭିଡିଓ ମଧ୍ୟ ଦେଖିବାକୁ ପାଉଥିବେ।ଆଜିର ଏହି ଡିଜିଟାଲ ଯୁଗରେ ଅନେକ ଘଟଣାର ଭିଡିଓ ଆପଣ ସ୍ମାର୍ଟ ଫୋନ୍ ରେ ଘରେ ବସି ଦେଖି ପାରୁଛନ୍ତି। ବେଳେବେଳେ ସୋସିଆଲ ମିଡିଆରେ ଏମିତି କିଛି ଭିଡିଓ ଭାଇରାଲ ହୋଇଥାଏ ତାହା ଦେଖିଲେ ଆମେ ହଠାତ୍ ଟିକେ ଚକିତ ହୋଇପଡୁ।
କାରଣ କିଛି ଭିଡିଓ ଏମିତି ବି ଥାଏ ଯାହାକୁ ଦେଖିଲେ ଆପଣ ବିଚଳିତ ହୋଇ ପଡ଼ନ୍ତି ଏବଂ ଭୟରେ ଛାତି ଥରି ଉଠିଥାଏ। ଏହିଭଳି ଅନେକ ଭିଡିଓ ଆମେ ପ୍ରତିଦିନ ଦେଖିବାକୁ ପାଉଛୁ। ତେବେ ବର୍ତ୍ତମାନ ର ସୋସିଆଲ ମିଡିଆ ର ବ୍ଯବହାର ର ବହୁଲତା କାରଣରୁ ଅନେକ ଘଟଣା ଆମ ସମ୍ମୁଖକୁ କିଛି କ୍ଷଣ ମଧ୍ୟରେ ଆସି ଯାଉଛି। ତେଣୁ ଆପଣ ବି ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଭାଇରାଲ ଭିଡିଓ ଦେଖୁଥିବେ।ଏହିସବୁ ଭିଡିଓ ମାନଙ୍କୁ ଭିତରୁ କିଛି ଭିଡିଓ ଏମିତି ଥାଏ ଯାହାକୁ ଦେଖିଲେ ଲୋକେ ଏହି ଘଟଣାକୁ ସମ୍ପୂର୍ଣ୍ଣ ନଦେଖି ଏହାକୁ ଏଡାଇ ପାରନ୍ତି ନାହିଁ। ଆଉ ଏହାକୁ ଦେଖି ସେମାନେ ଏଥିପ୍ରତି ପ୍ରତିକ୍ରିୟା ଶିଳ ହୋଇ ପଡନ୍ତି।
କିଛି ଭିଡିଓ ଏମିତି ଅଛି ଯାହା ଅନ୍ୟ ଭିଡିଓ ଠାରୁ ଟିକେ ଅଲଗା ହୋଇଥାଏ। ନିଶ୍ଚିତ ଭାବରେ ଆପଣ ପ୍ରତିଦିନ ଦେଖୁଥିବା ଅନେକ ଭାଇରାଲ ଭିଡିଓ ମଧ୍ୟରୁ ଭୟଭୀତ କଲାଭଳି ଖବର ମଧ୍ୟ ଦେଖିବାକୁ ପାଉଥିବେ। ତେବେ ଏହି ଭିଡିଓ ଏମିତି ହୋଇଥାଏ ଯାହା ଅନ୍ୟ ଭିଡିଓ ଠାରୁ ଟିକେ ଅଲଗା କାରଣ ଏହା ଏକ ଡର ସୃଷ୍ଟି କରିଥାଏ।କିନ୍ତୁ ଆଜି ଆମେ ଜାଣିବା ଏକ ଏମିତି ଭାଇରାଲ ଭିଡିଓ ବିଷୟରେ, ଏମିତି ଏକ ଆଚମ୍ବିତ କରିବା ଭଳି ଘଟଣା ବିଷୟରେ ଯାହାକୁ ଦେଖିଲେ ଆପଣ ଜାଣି ପାରିବେ ଯେ ଆଜିର ଦୁନିଆରେ କିଛିବି ସମ୍ଭବ।
ଏଠାରେ କିପରି ଭାବରେ ଏକ ବିଶାଳକାୟ ହାତୀକୁ ଲୋକେ ନିଜ ନିୟନ୍ତ୍ରଣରେ ରଖି ତାକୁ ଚଲାଉ ଛନ୍ତି ତାହା ଥରେ ଦେଖନ୍ତୁ। ହାତୀଟିର ଗୋଡ଼ରେ ଚେନ ବନ୍ଧା ଯାଇଛି। ତାକୁ ଯେଉଁ ଆଡ଼କୁ ଟଣା ଯାଉଛି ସେ ସେଇ ଆଡ଼କୁ ଆସୁଛି ତାର ମାଲିକରେ ଇସାରାରେ। କିଛି ସମୟ ପରେ ହଠାତ୍ ହାତୀଟି ଆକ୍ରମନାତ୍ମକ ହୋଇ ଯାଉଛି ଏବଂ ଗଛ ଡାଳ ଆଦି ଭାଙ୍ଗି ଦେଉଥିବାର ଦେଖିବାକୁ ମିଳୁଛି। କିନ୍ତୁ ହାତୀ ଉପରେ ବସିଥିବା ୩ ଜଣ ଯୁବକ ବେଶ୍ ସାହସର ସହିତ ସେମିତି ବସି ରହିଛନ୍ତି ଯାହାକୁ ଲୋକଙ୍କୁ ବେଶି ପସନ୍ଦ ଆସିଛି। ତେବେ ଏହି ଘଟଣାର ଦୃଶ୍ୟ ଏବେ ବେଶ୍ ଭାଇରାଲ ହେବାରେ ଲାଗିଛି।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।