Swastik Tv News Odisha

” ଓଡିଶାର ନୂଆ ସ୍ୱର ” Studio Round ରେ ଭାଇରାଲ ବୟ Santanu ଗାଇଲେ ଏମିତି ଗୀତ – Stage ପୁରା ଜଳିଲା…. ମାତ୍ର 4 ଘଂଟାରେ 1 Million + Views

0

ବନ୍ଧୁଗଣ ସଙ୍ଗୀତ ଆମ ଜୀବନର ଏକ ଅବଚ୍ଛେଦ୍ୟ ଅଙ୍ଗ ଅଟେ। ଯେତେବେଳେ ବି ଆମେ ସଙ୍ଗୀତ ଶୁଣିବାକୁ ପାଉ ଆମ ମନ ଭିତରେ ଏକ ନୂତନ ଉନ୍ମାଦନା ସୃଷ୍ଟି ହୁଏ, ପୁଲକ ଖେଳି ଯାଇଥାଏ। ନୃତ୍ୟ ଏବଂ ସଙ୍ଗୀତ ଆମ ଜୀବନରେ ରସ ଭରି ଦେଇଥାଏ।ଏମିତି ରେ ବି ଆମେ କେଉଁଠି ସଙ୍ଗୀତ ବାଜିଲେ ଏହାକୁ ଶୁଣି ନାଚି ଉଠି ଥାଉ। ଟିକିଏ ନାଚି ଦେଲେ ଆମକୁ ଖୁସି ଲାଗିଥାଏ। ତେଣୁ ଏଥିପାଇଁ କୌଣସି ବି ନିର୍ଦ୍ଦିଷ୍ଟ ଜାଗା ନଥାଏ। ଯେଉଁଠି ବି ଟିକିଏ ନାଚିବାର ସୁଯୋଗ ମିଳେ ସେତେବେଳ ଆମେ ନାଚିଥାଉ କିଛି ନଭାବି। ତେଣୁ ଆପଣ ଏହିଭଳି ଭାବରେ ଅନେକ ନାଚ ଏବଂ ସଙ୍ଗୀତର ଭିଡିଓ ମଧ୍ଯ ଦେଖିବାକୁ ପାଉଥିବେ।

ଏହା ଆମକୁ ଏକ ମନୋରଂଜନ ର ସୁରାକ ଯୋଗାଇଥାଏ।କିନ୍ତୁ ଯେତେବେଳେ ଜଣେ କୁନି ପିଲାଟିଏ ଗୀତ ଗାଇଥାଏ। ତାର ସ୍ୱର ଅଧିକ ମଧୁର ଲାଗିଥାଏ ଶୁଣିବାକୁ ଏବଂ ଏହାକୁ ଶୁଣି ଆମେ ବହୁତ୍ ଖୁସି ହୋଇ ଯାଇଥାଉ।ବେଳେବେଳେ କିଛି ଏମିତି କୁନି ପ୍ରତିଭା ମାନଙ୍କୁ ଆମେ ଦେଖିବାକୁ ପାଇଥାଉ ଯାହା ଆମକୁ ବହୁତ୍ ଭଲ ଲାଗିଥାଏ। ଯାହାକୁ ଦେଖି, ଶୁଣି ଏବଂ ଅନୁଭବ କରି ଆମେ ବହୁତ୍ ଖୁସି ମଧ୍ୟ ହେଉ। ସେମାନଙ୍କ ଅନେକ ପ୍ରତିଭା କୁ ଆପଣ ଅନେକ ସମୟରେ ସୋସିଆଲ ମିଡିଆରେ ଦେଖିବାକୁ ପାଉଥିବେ। ଆଉ ସେସବୁ କୁ ଦେଖି ବହୁତ୍ ଖୁସି ମଧ୍ଯ ହେଉଥିବେ।

କାରଣ ଛୋଟ ଛୋଟ ପିଲା ମାନଙ୍କର ଭିଡିଓ ଦେଖିବାକୁ ବହୁତ୍ ଖୁସି ଲାଗିଥାଏ ଏବଂ ସେଥିରେ ଏକ ଭିନ୍ନ ଧରଣର ଆନନ୍ଦ ବି ଭରି ରହିଥାଏ।ସେମାନଙ୍କ ଯେକୌଣସି ଗୀତ ଗାଉଥିବାର ଭିଡିଓ ହେଉ, ସେଥିରେ ଏକ ଭିନ୍ନ କୌତୁହଳ ଦେଖିବାକୁ ମିଳିଥାଏ। ତେଣୁ ଛୋଟ ପିଲା ମାନଙ୍କର ଗୀତ ଗାଇବା ର ଭିଡିଓ ଦେଖିବା ପାଇଁ ମନରେ ଏକ ଭିନ୍ନ ଆଗ୍ରହ ରହିଥାଏ। ଆମେ ସେମାନଙ୍କ କୁନି ପାଟିରେ ସେମାନଙ୍କ କଥାକୁ ଶୁଣି, ସ୍ଵରକୁ ଶୁଣି ବହୁତ୍ ଖୁସି ହୋଇ ଥାଉ। ସେହିପରି ଜଣେ ଛୋଟ ବାଳକ ଯିଏକି ତାର ସ୍ୱରର ଯାଦୁରେ ସମସ୍ତଙ୍କୁ ଚକିତ କରିଛି, ଯାହାର ନାମ ହେଉଛି ଶାନ୍ତନୁ କୁମାର ମହାନ୍ତି।ସେ ତାଙ୍କର ସୁମଧୁର ସ୍ଵରରେ କିପରି ଭାବରେ ଏକ ରୋମାଣ୍ଟିକ ଗୀତ ଗାଉଛନ୍ତି ଥରେ ଶୁଣନ୍ତୁ।

ଗୀତଟି ହେଉଛି ଏଥର ଫଗୁନେ ବାଜିବ ଲୋ ବାଜା, ତୁ ହେବୁ ରାନୀ ମୁଁ ହେବି ତୋ ରଜା।ସେ ଯେଉଁଭଳି ଭାବରେ ଏ ଗୀତକୁ ଗାଇଛନ୍ତି ତାହା ସମସ୍ତଙ୍କ ହୃଦୟକୁ ଛୁଇଁଛି ଏବଂ ଏହାକୁ ଶୁଣି ବିଚାରକ ମାନେ ବି ବହୁତ୍ ଖୁସି ହେବା ସହିତ ସୁନ୍ଦର୍ ପ୍ରତିକ୍ରିୟା ସବୁ ଦେଇଛନ୍ତି। ସିଦ୍ଧାର୍ଥ ଟିଭି ର ନୂଆ ସ୍ୱର ସୀଙ୍ଗୀଙ୍ଗ ରିଏଲିଟି ଶୋ ରେ ସେ ଏହି ଗୀତ ଗାଈ ସମସ୍ତଙ୍କ ହୃଦୟକୁ ଜିଣିଛନ୍ତି।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.