Swastik Tv News Odisha

ହଠାତ ନୂଆ ବୋହୂ ରୋଷେଇ କରୁଥିବା ବେଳେ ବାହାରିଲା ଦୁନିଆର ସବୁଠାରୁ ଖତରନାକ ବିଷଧର ଚନ୍ଦ୍ର ନାଗ ( Monocled cobra ) , ଆଉ ତା ପରେ….

0

ବନ୍ଧୁଗଣ ଅନେକ ସମୟରେ ଆପଣ ବିଷଧର ସାପ ସବୁ ଉଦ୍ଧାର ହେଉଥିବାର ଭିଡିଓ ଦେଖିବାକୁ ପାଉଥିବେ। ପ୍ରାୟତଃ ବର୍ଷା ଦିନେ ଅନେକ ସାପ ଘର ଭିତରକୁ ପଶି ଆସି ଥାଆନ୍ତି ଏବଂ ସେମାନଂକୁ ଧରିବା ପାଇଁ ସାପ ଧରାଳି ମାନେ ଆବଶ୍ୟକ ହୋଇଥାଆନ୍ତି। ତେବେ ସାପ ଯେମିତି ହୋଇ ଥାଉ ନା କାହିଁକି ଏହାକୁ ଦେଖିଲେ ମନ ଭିତରେ ଏକ ଭୟ ସୃଷ୍ଟି ହୋଇଥାଏ।ସାପ ଏକ ଏମିତି ଜୀବ ଯାହାକୁ ମନିଷ ବହୁତ୍ ଭୟ କରିଥାଏ। କାରଣ ସେମାନେ ସବୁ ସ୍ଥାନରେ ଦେଖିବାକୁ ମିଳିଥାନ୍ତି। ସାପ ଦେଖିଲେ କିମ୍ବା ସାପ ନାମ ଶୁଣିଲେ ସମସ୍ତଙ୍କୁ ପ୍ରାୟତଃ ଡର ଲାଗିବା ସ୍ୱାଭାବିକ।ଆପଣ ଅଚାନକ ସାପ ଟିଏ ଦେଖିଲେ ଭୟଭୀତ ହୋଇ ଯାଉଥିବେ।

କାରଣ ସ୍ୱାଭାବିକ ଭାବରେ ସାପର ଦଂଶନ କାରଣରୁ ଘଟୁଥିବା ମୃତ୍ୟୁ ଆମ ମନରେ ସାପ ପ୍ରତି ଏକ ବଡ଼ ଭୟ ସୃଷ୍ଟି କରିଥାଏ।ତେବେ ଆପଣ ଜାଣିଛନ୍ତି ଦୁନିଆରେ ସାପର ବହୁତ ପ୍ରକାର ପ୍ରଜାତି ରହିଛି, ଯେଉଁଥିରେ କିଛି ବହୁତ ଖତରନାକ ଥିବାବେଳେ ଆଉ କିଛି ବହୁତ ବିଶାକ୍ତ ମଧ୍ୟ ଅଛି। ତେବେ ସାପ ଯେମିତି ହେଇଥାଉ ନା କାହିଁକି ସାପକୁ ଦେଖିବା ମାତ୍ରକେ ହିଁ ଭୟ ଲାଗେ। ଏହା ଏମିତି ଜୀବ ଯାହା ସମସ୍ତଙ୍କ ମନରେ ଏକ ଭିନ୍ନ ଧରଣର ଭୟ ସୃଷ୍ଟି କରିଥାଏ।କାରଣ ବିଷଧର ସାପ କାମୁଡ଼ିଲେ ଜୀବନ ଯିବାର ଭୟ ମଧ୍ୟ ଥାଏ। ତେବେ ସାପ କୁ ନେଇ ଅନେକ ପ୍ରକାରର ଭିଡିଓ ସମୟ କ୍ରମେ ଦେଖିବାକୁ ମିଳିଥାଏ ସୋସିଆଲ ମିଡିଆରେ।

ସାପ କେତେବେଳେ କାହାକୁ ଦଂଶନ କରିବ ତାହା କହିହେବ ନାହିଁ। ତା ଉପରେ ଆଘାତ ଆସିଲେ ହିଁ ସେ ଆକ୍ରମଣ କରିଥାଏ। ମନିଷ ଯେମିତି ସାପକୁ ଡରେ, ସେହିଭଳି ସାପ ମଧ୍ୟ ମଣିଷକୁ ଦରିଥାଏ।ତେବେ ଆମେ ଅଜି ଆପଣଙ୍କୁ ଏମିତି ଏକ ଭିଡିଓ ବିସୟରେ କହିବାକୁ ଯାଉଛୁ ଯାହାକୁ ଦେଖିଲେ ଆପଣ ନିଶ୍ଚିତ ଭାବରେ ଆଶ୍ଚର୍ୟ୍ଯ ହୋଇଯିବେ। ଏଠାରେ ଏକ ବିରଳ ବିଷଧର ଚନ୍ଦ୍ର ନାଗ ସାପ ଦେଖିବାକୁ ମିଳିଛି।ଏହି ଖତରନାକ ସାପଟି ଖାଦ୍ୟ ସନ୍ଧାନରେ ଏକ ଘର ଭିତରର ରୋଷେଇ ଘରକୁ ପଶି ଆସିଥିଲା। ସାପକୁ ଦେଖିବାକୁ ପାଇ ଘର ଲୋକେ ସମସ୍ତେ ଭୟଭୀତ ହୋଇ ପଡ଼ିଥିଲେ।

ଆଉ ଏହାପରେ ସାପ ଧରାଳି ଙ୍କୁ ସେ ଯୋଗାଯୋଗ କରିବା ପରେ ସେଠାରେ ସେ ଆସି ପହଂଚିଥିଲେ। ସାପଟି ସହଜରେ ଧରା ଦେଉ ନଥିଲା। ବାରମ୍ବାର ଦଂଶନ କରିବାକୁ ଚେଷ୍ଟା କରୁଥିଲା। ଅନେକ ସମୟ ପରେ ସାବଧାନତା ର ସହ ଏହି ସାପଟିକୁ ସେଠାରୁ ଉଦ୍ଧାର କରା ଯାଇଥିଲା। ପରେ ଏହାକୁ ଉଦ୍ଧାର କରି ତାକୁ ସେ ସାଙ୍ଗରେ ନେଇ ଯାଉଥିବା ଦେଖିବାକୁ ମିଳିଛି। ଏହାକୁ ଦେଖି ଆପଣ ବି ଆଶ୍ଚର୍ଯ୍ୟ ଏବଂ ଭୟଭୀତ ହୋଇଯିବେ ନିଶ୍ଚିତ।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.