Swastik Tv News Odisha

ଓଡ଼ିଶାର Popular Singer Shasank ଗାଇଲେ ” ମାଆ ” ଙ୍କ ପାଇଁ ଏମିତି ଗୀତ… ଏହି ଦୃଶ୍ୟ ଦେଖିଲେ ଆପଣ ବି କାନ୍ଦି ପକାଇବେ… ସବୁ Million Views କୁ Cross କଲା ଏହି ଭିଡ଼ିଓ

0

ବନ୍ଧୁଗଣ ସିଦ୍ଧାର୍ଥ ଟିଭି ରେ ପ୍ରସାରିତ ହେଉଥିବା ଏକ କାର୍ଯ୍ୟକ୍ରମ,ଏକ ସୀଙ୍ଗୀଙ୍ଗ ରିଏଲିଟି ଶୋ ଯାହା ସମସ୍ତଙ୍କ ର ବେଶ୍ ପସନ୍ଦର ଏବଂ ପ୍ରିୟର ଶୋ ହୋଇ ପାରିଛି।ଏହି ଶୋ ର ନାମ ହେଉଛି ଓଡ଼ିଶାର ନୂଆ ସ୍ୱର ଜୁନିଅର୍। ଜୁନିଅର୍ ମାନଙ୍କ ପାଇଁ ଏହି ମଞ୍ଚ ସ୍ୱରର ଏକ ମହାସମର ସୃଷ୍ଟି କରିଛି।ଏହି ଶୋ ର ଲୋକପ୍ରିୟତା ବହୁତ୍ ଅଧିକ ରହିଛି। ଛୋଟ ପିଲା ମାନଙ୍କ ପାଇଁ ଏହି ସ୍ୱରର ମଞ୍ଚରେ ଅନେକ ଜଣ ଆସି ତାଙ୍କର ପ୍ରତିଭା ଦେଖାଉ ଅଛନ୍ତି। ପିଲାମାନେ ତାଙ୍କର ସ୍ବରର ଯାଦୁରେ ବିଚାରକ ମାନଙ୍କୁ ଆକର୍ଷିତ ଏବଂ ଆନନ୍ଦିତ କରିବାରେ ଲାଗିଛନ୍ତି। ସମସ୍ତେ ପିଲା ମାନଙ୍କ ଗୀତକୁ ଶୁଣି, ତାଙ୍କର ସ୍ୱରକୁ ଶୁଣି ଏତେ ଖୁସି ହୋଇଛନ୍ତି ଯେ ସୁନ୍ଦର୍ ସୁନ୍ଦର୍ ପ୍ରତିକ୍ରିୟା ସବୁ ପ୍ରକାଶ କରୁଛନ୍ତି।

ଏହି ରିଏଲିଟି ଶୋ ରେ ବିଚାରକ ପ୍ରଜ୍ଞା ଏବଂ ଅର୍ପିତା ଏବଂ ବୈଦ୍ୟ ସୁନ୍ଦର୍ ଭାବରେ ତାଙ୍କର ବିଚାରକ ର ଦାୟିତ୍ଵ ତୁଲାଉଛନ୍ତି। ସେମାନେ ପିଲା ମାନଙ୍କ ଏହି ସ୍ୱରକୁ ଶୁଣି ତାଙ୍କ ସ୍ୱରର ଫିଦା ହୋଇ ଯାଇଛନ୍ତି। ଆପଣ ତ ଜାଣିଛନ୍ତି ଯେତେବେଳେ ଜଣେ କୁନି ପିଲାଟିଏ ଗୀତ ଗାଇଥାଏ,ତାର ସ୍ୱର ଅଧିକ ମଧୁର ଲାଗିଥାଏ ଶୁଣିବାକୁ ଏବଂ ଏହାକୁ ଶୁଣି ଆମେ ବହୁତ୍ ଖୁସି ହୋଇ ଯାଇଥାଉ।ବେଳେବେଳେ କିଛି ଏମିତି କୁନି ପ୍ରତିଭା ମାନଙ୍କୁ ଆମେ ଦେଖିବାକୁ ପାଇଥାଉ ଯାହା ଆମକୁ ବହୁତ୍ ଭଲ ଲାଗିଥାଏ।

ଯାହାକୁ ଦେଖି, ଶୁଣି ଏବଂ ଅନୁଭବ କରି ଆମେ ବହୁତ୍ ଖୁସି ମଧ୍ୟ ହେଉ। ସେମାନଙ୍କ ଅନେକ ପ୍ରତିଭା କୁ ଆପଣ ଅନେକ ସମୟରେ ସୋସିଆଲ ମିଡିଆରେ ଦେଖିବାକୁ ପାଉଥିବେ।ଆଉ ସେସବୁ କୁ ଦେଖି ବହୁତ୍ ଖୁସି ମଧ୍ଯ ହେଉଥିବେ। କାରଣ ଛୋଟ ଛୋଟ ପିଲା ମାନଙ୍କର ଭିଡିଓ ଦେଖିବାକୁ ବହୁତ୍ ଖୁସି ଲାଗିଥାଏ ଏବଂ ସେଥିରେ ଏକ ଭିନ୍ନ ଧରଣର ଆନନ୍ଦ ବି ଭରି ରହିଥାଏ।ସେମାନଙ୍କ ଯେକୌଣସି ଗୀତ ଗାଉଥିବାର ଭିଡିଓ ହେଉ, ସେଥିରେ ଏକ ଭିନ୍ନ କୌତୁହଳ ଦେଖିବାକୁ ମିଳିଥାଏ। ତେଣୁ ଛୋଟ ପିଲା ମାନଙ୍କର ଗୀତ ଗାଇବା ର ଭିଡିଓ ଦେଖିବା ପାଇଁ ମନରେ ଏକ ଭିନ୍ନ ଆଗ୍ରହ ରହିଥାଏ।

ଏବେ ଏହି ଶୋ ରେ ଜଣେ ଗାୟକ ତାଙ୍କର ଦମଦାର ପ୍ରଦର୍ଶନ ରେ ସମସ୍ତଙ୍କୁ ମୁଗ୍ଧ କରି ଦେଇଛନ୍ତି।ଏହି ଗାୟକ ଙ୍କ ନାମ ହେଉଛି ଶଶାଙ୍କ।ମାଆଙ୍କୁ ନେଇ ସେ ଏମିତି ଏକ ସୁନ୍ଦର୍ ଗୀତ ଗାଇଛନ୍ତି ଯାହା ସମସ୍ତଙ୍କୁ ଭାବ ବିହ୍ୱଳ କରି ଦେଇଛି ଏବଂ ସମସ୍ତ ଙ୍କ ଆଖିରେ ଲୁହ ଆଣି ଦେଇଛି। ଏତେ ସୁନ୍ଦର ଭାବରେ ସେ ଗାଉଛନ୍ତି ଯେ ଏହା ସମସ୍ତଙ୍କ ହୃଦୟକୁ ଛୁଇଁଛି। ଆପଣ ବି ଏହି ଗୀତକୁ ଶୁଣିଲେ ନିଶ୍ଚିତ ଭାବ ବିହ୍ୱଳ ହୋଇଯିବେ।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.