Swastik Tv News Odisha

ଭାଇରାଲ ବୟ Santanu & Human Sagar ଙ୍କ ନୂଆ ଗୀତ ” Hali Jhuli Nacha Dhana “… 60 Million ରୁ ଅଧିକ ଲୋକ ଦେଖି ସାରିଲେଣି…

0

ବନ୍ଧୁଗଣ ଏବେ ମ୍ୟୁଜିକ ଭିଡିଓ ଗୁଡ଼ିକର କିପରି ଚାହିଦା ରହିଛି ତାହା ତ ଆପଣ ମାନେ ଜାଣି ପାରୁଥିବେ।ବର୍ତ୍ତମାନ ଓଡ଼ିଆ ଆଲବମ୍ ମ୍ୟୁଜିକ ଭିଡିଓ ବେଶ୍ ଲୋକପ୍ରିୟତା ହାସଲ କରିବାରେ ଲାଗିଛି ସୋସିଆଲ ମିଡିଆରେ। ଲୋକେ ଏସବୁ ଭିଡିଓ କୁ ବେଶ୍ ପସନ୍ଦ କରୁଛନ୍ତି। ତେବେ ଆପଣ ତ ଜାଣିଛନ୍ତି କିପରି ଭାବରେ ଆମ ଓଡ଼ିଆ ଆଲବମ ଇଣ୍ଡଷ୍ଟ୍ରି ଏବେ ଆଲବମ୍ ଜଗତରେ ତାର ପାରଦର୍ଶିତା ହାସଲ କରିବାରେ ଲାଗିଛି। ଗୋଟିଏ ପରେ ଗୋଟିଏ ହିଟ୍ ଗୀତକୁ ଭେଟି ଦେଉଛାନ୍ତି ଯୁବ ଆର୍ଟିଷ୍ଟ ମାନେ। ସୁନ୍ଦର୍ ସଂଯୋଜନା ସାଙ୍ଗକୁ ନିର୍ଦ୍ଦେଶନା ମଧ୍ଯ ହୃଦୟସ୍ପର୍ଶୀ ହେଉଛି। ଏହାଛଡ଼ା ଲୋକଙ୍କ ହୃଦୟକୁ ମଧ୍ଯ ଛୁଇଁ ପାରୁଛି ଏହି ସବୁ ଗୀତ।

ତେବେ ଏସବୁ ଗୀତର ଲେଖା ମଧ୍ୟ ବହୁତ ସୁନ୍ଦର୍ ହେଉଛି ଏବଂ ଲୋକଙ୍କୁ ଆକର୍ଷିତ କଲାଭଳି ହେଉଛି। ତେବେ ଏହି ଗୀତ ଗୁଡ଼ିକର ଟେକ୍ନିକାଲ ମୋଡ଼ିଫିକେଶନ ମଧ୍ଯ ଅନେକ ମାତ୍ରାରେ ହେଉଛି। ଯାହା ଏହିସବୁ ଭିଡିଓ କୁ ଅନ୍ଯ ଇଣ୍ଡଷ୍ଟ୍ରି ସହିତ ଟକ୍କର ଦେବାକୁ ସକ୍ଷମ ହୋଇ ପାରୁଛି। ଅନେକ ଲୋକପ୍ରିୟ ଭିଡିଓ ଗୀତ ଏବଂ ଯୁବପିଢି ଙ୍କୁ ପସନ୍ଦ ଆସିବା ଭଳି ଭିଡିଓ ସବୁ ଏବେ ସାମ୍ନାକୁ ଆସୁଛି। ଆଉ ଏହି ଇଣ୍ଡଷ୍ଟ୍ରି ମଧ୍ଯ ବହୁତ୍ ଭଲ ରୋଜଗାର କରୁଛି। ସେହିପରି ଏବେ ଯେଉଁ ଭିଡିଓ ସାମ୍ନାକୁ ଆସିଛି ତାହା ବେଶ୍ ଭାଇରାଲ ହେଉଛି। ଏହାକୁ ଦେଖି ଆପଣ ନିଶ୍ଚିତ ଖୁସି ହେବେ।

ଏହି ଗୀତକୁ ଗାଇଛନ୍ତି ହ୍ୟୁମାନ ସାଗର ଏବଂ ଭାଇରାଲ ବୟ ଶାନ୍ତନୁ। ହ୍ୟୁମାନ ସାଗରଙ୍କ ସହିତ ଶାନ୍ତନୁଙ୍କ ଏହି ଗୀତ ଲୋକଙ୍କ ମନକୁ ବେଶ୍ ଛୁଇଁବାରେ ଲାଗିଛି। ଆପଣ ତ ଜାଣିଛନ୍ତି ଭାଇରାଲ ବୟ ଶାନ୍ତନୁ ଙ୍କ ଅନେକ ଗୀତ ଲୋକଙ୍କୁ ବେଶ୍ ପଶନ୍ଦ ଆସୁଛି। ଆପଣ ଏହି ଭାଇରାଲ ଭିଡିଓ ଟି ଦେଖିଲେ ଜାଣି ପାରିବେ ଯେ କେତେ ମଜାଦାର ନିର୍ଦ୍ଦେଶନା ଏବଂ ସଂଯୋଜନା ହୋଇଛି ଏହି ଗୀତରେ। ଏହି ଗୀତଟିର ଟାଇଟଲ ହେଉଛି ହଲି ଝୁଲି ନାଚ୍ ଧନ।ଏହି ଗୀତଟି ଏବେ ବେଶ୍ ଲୋକପ୍ରିୟ ହେବାରେ ଲାଗିଛି। ଏହି ସଙ୍ଗୀତର ସଂଯୋଜନା ଦେଇଛନ୍ତି ସତ୍ୟବ୍ରତ।

ଏହାର ମ୍ୟୁଜିକ ଦିଲ୍ଲୀପ କୁମାର ଦେଇଥିବା ବେଳେ ଲିରିକ୍ସ୍ ଦେଇଛନ୍ତି ଚନ୍ଦନ କୁମାର ମିଶ୍ର। ଏହି ଗୀତଟି ବହୁତ୍ ଲୋକଙ୍କୁ ହୃହୟକୁ ଛୁଇଁଛି। ଆପଣ ବି ଏହି ଭିଡିଓ କୁ ଦେଖିଲେ ନିଶ୍ଚୟ ଖୁସି ହେବେ। କାରଣ ଏହି ଗୀତଟି ଏକ ଭିନ୍ନ ସ୍ୱାଦର ଗୀତ ଅଟେ। ହ୍ୟୁମାନ ସାଗର ଙ୍କ ପ୍ରତିଟି ଗୀତ ବେଶ୍ ମନଛୁଆଁ ହୋଇଥାଏ। ଆଉ ଏଠାରେ ସେ ଭାଇରାଲ ବୟ ଶାନ୍ତନୁ ଙ୍କ ସହିତ ଯେଉଁଭଳି ଅନ୍ଦାଜ ରେ ଗୀତ ଗାଇ ରେକର୍ଡ କରିଛନ୍ତି ତାହା ସମସ୍ତଙ୍କୁ ବହୁତ୍ ଭଲ ଲାଗୁଛି। ଆପଣ ବି ଏହି ଗୀତକୁ ଶୁଣି ଉପଭୋଗ କରନ୍ତୁ।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.