Swastik Tv News Odisha

ଭାଇରାଲ ବୟ Santanu & Neha ଙ୍କ ନୂଆ ଗୀତ ” ମୁଁ Non Veg ନୁହେଁ ସାଧା ପିଲା “…. ମାତ୍ର 4 ଘଣ୍ଟାରେ 36 Million ରୁ ଅଧିକ ଲୋକ ଦେଖି ସାରିଲେଣି…

0

ବନ୍ଧୁଗଣ ନିଶ୍ଚିତ ଭାବରେ ଆପଣ ବିଭିନ୍ନ ସ୍ୱାଦର ସଙ୍ଗୀତ ପ୍ରତିଦିନ ଶୁଣିବାକୁ ପାଉଥିବେ। ଯେତେବେଳେ ବି ଆମେ ସଙ୍ଗୀତ ଶୁଣିବାକୁ ପାଉ ଆମ ମନ ଭିତରେ ଏକ ନୂତନ ଉନ୍ମାଦନା ସୃଷ୍ଟି ହୁଏ, ପୁଲକ ଖେଳି ଯାଇଥାଏ। ସଙ୍ଗୀତ ଆମ ଜୀବନରେ ରସ ଭରି ଦେଇଥାଏ। ଏହା ଆମ ଜୀବନର ଏକ ଅବଚ୍ଛେଦ୍ୟ ଅଙ୍ଗ ଅଟେ।ଏମିତି ରେ ବି ଆମେ କେଉଁଠି ସଙ୍ଗୀତ ବାଜିଲେ ଏହାକୁ ଶୁଣି ନାଚି ଉଠି ଥାଉ। ଟିକିଏ ନାଚି ଦେଲେ ଆମକୁ ଖୁସି ଲାଗିଥାଏ। ତେଣୁ ଏଥିପାଇଁ କୌଣସି ବି ନିର୍ଦ୍ଦିଷ୍ଟ ଜାଗା ନଥାଏ। ଯେଉଁଠି ବି ଟିକିଏ ନାଚିବାର ସୁଯୋଗ ମିଳେ ସେତେବେଳ ଆମେ ନାଚିଥାଉ କିଛି ନଭାବି।

ତେଣୁ ଆପଣ ଏହିଭଳି ଭାବରେ ଅନେକ ସଙ୍ଗୀତର ଭିଡିଓ ମଧ୍ଯ ଦେଖିବାକୁ ପାଉଥିବେ।ଏହା ଆମକୁ ଏକ ମନୋରଂଜନ ର ସୁରାକ ଯୋଗାଇଥାଏ।କିନ୍ତୁ ଯେତେବେଳେ ଜଣେ କୁନି ପିଲାଟିଏ ଗୀତ ଗାଇଥାଏ। ତାର ସ୍ୱର ଅଧିକ ମଧୁର ଲାଗିଥାଏ ଶୁଣିବାକୁ ଏବଂ ଏହାକୁ ଶୁଣି ଆମେ ବହୁତ୍ ଖୁସି ହୋଇ ଯାଇଥାଉ।ବେଳେବେଳେ କିଛି ଏମିତି କୁନି ପ୍ରତିଭା ମାନଙ୍କୁ ଆମେ ଦେଖିବାକୁ ପାଇଥାଉ ଯାହା ଆମକୁ ବହୁତ୍ ଭଲ ଲାଗିଥାଏ। ଯାହାକୁ ଦେଖି, ଶୁଣି ଏବଂ ଅନୁଭବ କରି ଆମେ ବହୁତ୍ ଖୁସି ମଧ୍ୟ ହେଉ। ସେମାନଙ୍କ ଅନେକ ପ୍ରତିଭା କୁ ଆପଣ ଅନେକ ସମୟରେ ସୋସିଆଲ ମିଡିଆରେ ଦେଖିବାକୁ ପାଉଥିବେ।

ଆଉ ସେସବୁ କୁ ଦେଖି ବହୁତ୍ ଖୁସି ମଧ୍ଯ ହେଉଥିବେ। କାରଣ ଛୋଟ ଛୋଟ ପିଲା ମାନଙ୍କର ଗାୟିକିି ର ଭିଡିଓ ଦେଖିବାକୁ ଏବଂ ଶୁଣିବାକୁ ବହୁତ୍ ଖୁସି ଲାଗିଥାଏ ଏବଂ ସେଥିରେ ଏକ ଭିନ୍ନ ଧରଣର ଆନନ୍ଦ ବି ଭରି ରହିଥାଏ।ସେମାନଙ୍କ ଯେକୌଣସି ଗୀତ ଗାଉଥିବାର ଭିଡିଓ ହେଉ, ସେଥିରେ ଏକ ଭିନ୍ନ କୌତୁହଳ ଦେଖିବାକୁ ମିଳିଥାଏ।ଆମେ ସେମାନଙ୍କ କୁନି ପାଟିରେ ସେମାନଙ୍କ କଥାକୁ ଶୁଣି, ସ୍ଵରକୁ ଶୁଣି ବହୁତ୍ ଖୁସି ହୋଇ ଥାଉ। ସେହିପରି ଜଣେ ଛୋଟ ବାଳକ ଯିଏକି ତାର ସ୍ୱରର ଯାଦୁରେ ସମସ୍ତଙ୍କୁ ଚକିତ କରିଛି, ଯାହାର ନାମ ହେଉଛି ଶାନ୍ତନୁ କୁମାର ମହାନ୍ତି।

ସେ ତାର ସୁମଧୁର ସ୍ଵରରେ କିପରି ଭାବରେ ଷ୍ଟୁଡିଓ ରେ ଏକ ରୋମାଣ୍ଟିକ ଗୀତ ଗାଉଛନ୍ତି ଥରେ ଶୁଣନ୍ତୁ।ଗୀତଟି ହେଉଛି ମୁଁ ନନ୍ ଭେଜ ନୁହେଁ ସାଧା ପିଲା।ସେ ଯେଉଁଭଳି ଭାବରେ ଏ ଗୀତକୁ ଗାଇଛନ୍ତି ତାହା ସମସ୍ତଙ୍କ ହୃଦୟକୁ ଛୁଇଁଛି। ଶାନ୍ତନୁ ଙ୍କ ସହିତ ଏହି ଗୀତରେ କଣ୍ଠ ଦେଇଛନ୍ତି ଫିମେଲ୍ ସିଙ୍ଗର ନେହା। ଯାହାର ମ୍ୟୁଜିକ ଶ୍ରୀନିବାସ ବିଶ୍ଵାଳ ଦେଇଥିବା ବେଳେ ଲିରିକ୍ସ ଦେଇଛନ୍ତି ବିଭୂତି ସ୍ୱାଇଁ।୨ ସପ୍ତାହ ତଳେ ରିଲିଜ୍ ହୋଇଥିବା ଏହି ଭିଡିଓ କୁ ଏବେ ସୁଦ୍ଧା ୧୨ ଲକ୍ଷରୁ ଉର୍ଦ୍ଧ୍ଵ ଲୋକ ଦେଖି ସାରିଲେଣି।ଗୀତଟିର ନିର୍ଦ୍ଦେଶନା ମଧ୍ୟ ବହୁତ୍ ସୁନ୍ଦର୍ ହୋଇଛି।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.