Swastik Tv News Odisha

Grand Final ହେଲା ପୁରା Viral – ଭାଇରାଲ ବୟ Santanu & ଭାଇରାଲ Girl ଦେଖାଇଲେ ଜଲୱା… ମାତ୍ର 4 ଘଣ୍ଟା ରେ 36 Million ରୁ ଅଧିକ ଲୋକ ଦେଖି ସାରିଲେଣି…

0

ବନ୍ଧୁଗଣ ଆପଣ ମାନେ ଜାଣିଛନ୍ତି ନିକଟରେ ସରିଛି ଓଡ଼ିଶାର ନୂଆ ସ୍ୱର ଶୋ ର ଗ୍ରାଣ୍ଡ ଫାଇନାଲ ରାଉଣ୍ଡ। ଆଉ ଏଥିରେ ବହୁତ୍ ଚମତ୍କାର ପ୍ରଦର୍ଶନ କରିଛନ୍ତି କୁନି କୁନି ଗାୟକ ଗାୟିକା ମାନେ। ସେମାନଂକୁଶୁଣି ଖୁସି ହୋଇଛନ୍ତି ସାରାଓଡ଼ିଶାବାସୀ। ସେମାନଙ୍କ ମଧ୍ୟରେ ଦୁଇ ଯୋଡି ଥିଲେ ଭାଇରାଲ ବୟ ଶାନ୍ତନୁ ଏବଂ ଭାଇରାଲ ଗାର୍ଲ୍ ରିତିକା। ସେମାନେ ଷ୍ଟେଜରେ ଯେଉଁ ସଙ୍ଗୀତ ଗାଇଥିଲେ ଯେଉଁଭଳି ପ୍ରଦର୍ଶନ ଦେଖାଇଥିଲେ ତାହା ସମସ୍ତ ଙ୍କୁ ଚକିତ କରିଥିଲା ଏବଂ ଖୁସି କରିଥିଲା। ଆପଣ ଜାଣିଛନ୍ତି ସଙ୍ଗୀତ ଆମ ଜୀବନର ଏକ ଅବଚ୍ଛେଦ୍ୟ ଅଙ୍ଗ ଅଟେ। ଯେତେବେଳେ ବି ଆମେ ସଙ୍ଗୀତ ଶୁଣିବାକୁ ପାଉ ଆମ ମନ ଭିତରେ ଏକ ନୂତନ ଉନ୍ମାଦନା ସୃଷ୍ଟି ହୁଏ।

ମନ ଭିତରେ ଏକ ପୁଲକ ଖେଳି ଯାଏ ସଙ୍ଗୀତ ଶୁଣି। ତେଣୁ ସଙ୍ଗୀତ ଆମ ଜୀବନରେ ଏକ ଖୁସିର, ଭାବର ରସ ଭରି ଦେଇଥାଏ।ଏହା ଆମକୁ ଏକ ମନୋରଂଜନ ର ସୁରାକ ଯୋଗାଇଥାଏ।କିନ୍ତୁ ଯେତେବେଳେ ଜଣେ କୁନି ପିଲାଟିଏ ଗୀତ ଗାଇଥାଏ। ତାର ସ୍ୱର ଅଧିକ ମଧୁର ଲାଗିଥାଏ ଶୁଣିବାକୁ ଏବଂ ଏହାକୁ ଶୁଣି ଆମେ ବହୁତ୍ ଖୁସି ହୋଇ ଯାଇଥାଉ।ବେଳେବେଳେ କିଛି ଏମିତି କୁନି ପ୍ରତିଭା ମାନଙ୍କୁ ଆମେ ଦେଖିବାକୁ ପାଇଥାଉ ଯାହା ଆମକୁ ବହୁତ୍ ଭଲ ଲାଗିଥାଏ। ଯାହାକୁ ଦେଖି, ଶୁଣି ଏବଂ ଅନୁଭବ କରି ଆମେ ବହୁତ୍ ଖୁସି ମଧ୍ୟ ହେଉ। ସେମାନଙ୍କ ଅନେକ ପ୍ରତିଭା କୁ ଆପଣ ଅନେକ ସମୟରେ ସୋସିଆଲ ମିଡିଆରେ ଦେଖିବାକୁ ପାଉଥିବେ।

ଆଉ ସେସବୁ କୁ ଦେଖି ବହୁତ୍ ଖୁସି ମଧ୍ଯ ହେଉଥିବେ।କାରଣ ଛୋଟ ଛୋଟ ପିଲା ମାନଙ୍କର ଭିଡିଓ ଦେଖିବାକୁ ବହୁତ୍ ଖୁସି ଲାଗିଥାଏ ଏବଂ ସେଥିରେ ଏକ ଭିନ୍ନ ଧରଣର ଆନନ୍ଦ ବି ଭରି ରହିଥାଏ।ସେମାନଙ୍କ ଯେକୌଣସି ଗୀତ ଗାଉଥିବାର ଭିଡିଓ ହେଉ, ସେଥିରେ ଏକ ଭିନ୍ନ କୌତୁହଳ ଦେଖିବାକୁ ମିଳିଥାଏ। ତେଣୁ ଛୋଟ ପିଲା ମାନଙ୍କର ଗୀତ ଗାଇବା ର ଭିଡିଓ ଦେଖିବା ପାଇଁ ମନରେ ଏକ ଭିନ୍ନ ଆଗ୍ରହ ରହିଥାଏ। ଆମେ ସେମାନଙ୍କ କୁନି ପାଟିରେ ସେମାନଙ୍କ କଥାକୁ ଶୁଣି, ସ୍ଵରକୁ ଶୁଣି ବହୁତ୍ ଖୁସି ହୋଇ ଥାଉ।

ସେହିପରି ଏହି ଦୁଇ ଛୋଟ ବାଳକ ବାଳିକା ଶାନ୍ତନୁ ଏବଂ ରିତିକା ଯିଏକି ତାଙ୍କ ସ୍ୱରର ଯାଦୁରେ ସମସ୍ତଙ୍କୁ ଚକିତ କରିଛନ୍ତି, ସେମାନେ ତାଙ୍କର ସୁମଧୁର ସ୍ଵରରେ କିପରି ଭାବରେ ଏକ ରୋମାଣ୍ଟିକ ଗୀତ ଗାଉଛନ୍ତି ଥରେ ଶୁଣନ୍ତୁ।ଗୀତଟି ହେଉଛି, ଲେଲା ଓ ଲେଲା। ସେମାନେ ଦୁଇଜଣ ଯେଉଁଭଳି ଭାବରେ ଏ ଗୀତକୁ ଗାଇଛନ୍ତି ତାହା ସମସ୍ତଙ୍କ ହୃଦୟକୁ ଛୁଇଁଛି ଏବଂ ଏହାକୁ ଶୁଣି ବିଚାରକ ମାନେ ବି ବହୁତ୍ ଖୁସି ହେବା ସହିତ ସୁନ୍ଦର୍ ପ୍ରତିକ୍ରିୟା ସବୁ ଦେଇଛନ୍ତି। ଗୀତ ଗାଇବା ସହିତ ସେମାନଙ୍କ ଅଭିନୟକୁ ଦେଖିଲେ ଆପଣ ନିଶ୍ଚିତ ଖୁସି ହେବେ।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.