Swastik Tv News Odisha

ପ୍ରଥମ ଥର ପାଇଁ ଓଡିଶା ମାର୍କେଟ ରେ ଚହଳ ସୃଷ୍ଟି କଲା ” ଯାଉଛି ମସାଣି ଆଉ ମୁଁ ଫେରିବି ନାଇଁ ” Sad Full Video Song… ମାତ୍ର 24 ଘଣ୍ଟାରେ 86 Million ରୁ ଅଧିକ ଲୋକ ଦେଖି ସାରିଲେଣି…

0

ବନ୍ଧୁଗଣ ପୁଣି ଏବେ ସାମ୍ନାକୁ ଆସିଛି ଏକ ସୁନ୍ଦର୍ ମ୍ୟୁଜିକ ଭିଡିଓ। ଯାହାର ସଙ୍ଗୀତ, କାହାଣୀ ଏବଂ ନିର୍ଦ୍ଦେଶନା ବେଶ ମନୋଲୋଭା ଅଟେ। ଆପଣ ତ ଜାଣିଛନ୍ତି ଏବେ ମ୍ୟୁଜିକ ଭିଡିଓ ଗୁଡ଼ିକର କିପରି ଚାହିଦା ରହିଛି। ବର୍ତ୍ତମାନ ଓଡ଼ିଆ ଆଲବମ୍ ମ୍ୟୁଜିକ ଭିଡିଓ ବେଶ୍ ଲୋକପ୍ରିୟତା ହାସଲ କରିବାରେ ଲାଗିଛି ସୋସିଆଲ ମିଡିଆରେ। ଲୋକେ ଏସବୁ ଭିଡିଓ କୁ ବେଶ୍ ପସନ୍ଦ କରୁଛନ୍ତି। ତେବେ ଆପଣ ତ ଜାଣିଛନ୍ତି କିପରି ଭାବରେ ଆମ ଓଡ଼ିଆ ଆଲବମ ଇଣ୍ଡଷ୍ଟ୍ରି ଏବେ ଆଲବମ୍ ଜଗତରେ ତାର ପାରଦର୍ଶିତା ହାସଲ କରିବାରେ ଲାଗିଛି। ଗୋଟିଏ ପରେ ଗୋଟିଏ ହିଟ୍ ଗୀତକୁ ଭେଟି ଦେଉଛାନ୍ତି ଯୁବ ଆର୍ଟିଷ୍ଟ ମାନେ।

ଏହାଛଡା ସୁନ୍ଦର୍ ସଂଯୋଜନା ସାଙ୍ଗକୁ ନିର୍ଦ୍ଦେଶନା ମଧ୍ଯ ହୃଦୟସ୍ପର୍ଶୀ ହେଉଛି ଏସବୁ ଭିଡିଓ ମାନଙ୍କରେ। ଆଉ ଲୋକଙ୍କ ହୃଦୟକୁ ମଧ୍ଯ ଛୁଇଁ ପାରୁଛି ଏହି ସବୁ ଗୀତ।ତେବେ ଏସବୁ ଗୀତର ଲେଖା ମଧ୍ୟ ବହୁତ ସୁନ୍ଦର୍ ହେଉଛି ଏବଂ ଲୋକଙ୍କୁ ଆକର୍ଷିତ କଲାଭଳି ହେଉଛି। ତେବେ ଏହି ଗୀତ ଗୁଡ଼ିକର ଟେକ୍ନିକାଲ ମୋଡ଼ିଫିକେଶନ ମଧ୍ଯ ଅନେକ ମାତ୍ରାରେ ହେଉଛି। ଯାହା ଏହିସବୁ ଭିଡିଓ କୁ ଅନ୍ଯ ଇଣ୍ଡଷ୍ଟ୍ରି ସହିତ ଟକ୍କର ଦେବାକୁ ସକ୍ଷମ ହୋଇ ପାରୁଛି। ଅନେକ ଲୋକପ୍ରିୟ ଭିଡିଓ ଗୀତ ଏବଂ ଯୁବପିଢି ଙ୍କୁ ପସନ୍ଦ ଆସିବା ଭଳି ଭିଡିଓ ସବୁ ଏବେ ସାମ୍ନାକୁ ଆସୁଛି। ଆଉ ଏହି ଇଣ୍ଡଷ୍ଟ୍ରି ମଧ୍ଯ ବହୁତ୍ ଭଲ ରୋଜଗାର କରୁଛି।

ତେବେ ନୃତ୍ୟ ଏବଂ ସଙ୍ଗୀତ ଏକ ଏମିତି ମନୋରଞ୍ଜନ ପୂର୍ଣ୍ଣ ଜିନିଷ ଯାହାକୁ କେବଳ ଆପଣ ନୁହେଁ ଅଧିକାଂଶ ଲୋକ ଏହାକୁ ଦେଖି ଚିତ୍ତ ବିନୋଦନ କରିବାକୁ ଚାହିଁ ଥାଆନ୍ତି। ଏହାଦ୍ୱାରା ସେମାନଂକୁ ହସିବାକୁ ଏବଂ ଖୁସି ହେବା ପାଇଁ ସୁଯୋଗ ମିଳିଯାଏ। ତେବେ ଆପଣ ଜାଣିଛନ୍ତି ଡିଜିଟାଲ ଯୁଗରେ କିପରି ଅନେକ ଲୋକ ସ୍ମାର୍ଟ ଫୋନ୍ ବ୍ଯବହାର କରି ଟେକ୍ନୋଲୋଜି ଏବଂ ନିଜର ଟାଲେଣ୍ଟ କୁ ଉପଯୋଗ କରି ସେମାନେ ଅନେକ ସମୟରେ ସେମାନଙ୍କ ପ୍ରତିଭାକୁ ଦେଖାଇଥାନ୍ତି। ନିଜର ଡାନ୍ସ ଭିଡିଓ, ସିଙ୍ଗୀଙ୍ଗ ଭିଡିଓ ସବୁ ଯୁବପିଢି ମାନେ ସୋସିଆଲ ମିଡିଆରେ ପୋଷ୍ଟ କରୁଛନ୍ତି।

ସେହିପରି ଏବେ ଯେଉଁ ଭିଡିଓ ସାମ୍ନାକୁ ଆସିଛି ତାହା ବେଶ୍ ଭାଇରାଲ ହେଉଛି। ଏହାକୁ ଦେଖି ଆପଣ ନିଶ୍ଚିତ ଖୁସି ହେବେ। ଆପଣ ଏହି ଭାଇରାଲ ଭିଡିଓ ଟି ଦେଖିଲେ ଜାଣି ପାରିବେ ଯେ କେତେ ସୁନ୍ଦର୍ ନିର୍ଦ୍ଦେଶନା ଏବଂ ସଂଯୋଜନା ହୋଇଛି ଏହି ଗୀତରେ।ଏହି ଗୀତଟି ହେଉଛି, ଯାଉଛି ମଶାଣି, ଆଉ ମୁଁ ଫେରିବି ନାହିଁ।ଏହି ମ୍ୟୁଜିକ ଭିଡିଓର ଷ୍ଟୋରି ଏବଂ ଏଥିରେ ଯୁବ କଳାକାର ମାନଙ୍କର ଅଭିନୟ ବହୁତ୍ ବଢିଆ ହୋଇଛି। ତେବେ ଏହି ଗୀତକୁ ଗାଇଛନ୍ତି ମାନସ କୁମାର ଏବଂ ନିଜେ ମ୍ୟୁଜିକ ବି କରିଛନ୍ତି। ଏହାର ଲିରିକ୍ସ କରିଛନ୍ତି ଗଣେଶ କୁମାର। ଆପଣ ବି ଏହି ଭିଡିଓ କୁ ଦେଖିଲେ ନିଶ୍ଚୟ ଖୁସି ହେବେ।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ । ଏଇ ଖବରଟି ଇଣ୍ଟେର୍ନେଟ ରୁ ସଂଗୃହିତ କରାଯାଇ ଅଛି । ଏଇ ଖବର ର ସତ ପ୍ରତିଶତ ସତ୍ୟତା ଉପରେ ଆମେ ଦାୟୀ ନୁହଁ ।

Leave A Reply

Your email address will not be published.