Swastik Tv News Odisha

ଓଡିଶାର No-1 ୟୁଟୁବର Rupa Pintu ଙ୍କ ମଧ୍ୟରେ ହଠାତ ଇଏ କଣ ହେଲା… ରାଗି କବାଟ ବନ୍ଦ କରିଦେଲେ… ମାତ୍ର 4 ଘଣ୍ଟାରେ 36 Million ରୁ ଅଧିକ ଲୋକ ଦେଖି ସାରିଲେଣି…

0

ବନ୍ଧୁଗଣ ଆପଣ ତ ଜାଣିଛନ୍ତି ସେଲିବ୍ରିଟି ମାନେ କିପରି ଅନେକ ସମୟରେ ସେମାନଙ୍କ ର କିଛି ଭିନ୍ନ ଅନ୍ଦାଜ, ଲାଇଫ ଷ୍ଟାଇଲ କୁ ଦେଖାଇ ସେମାନେ ତାଙ୍କର ଦର୍ଶକ ମାନଙ୍କ ର ନିକଟତର ହୋଇଥାନ୍ତି ଏବଂ ସେମାନଂକୁ ଆକର୍ଷିତ କରିଥାନ୍ତି। ଦର୍ଶକ, ପ୍ରସଂଶକ ମାନଙ୍କ ସହିତ ସେମାନେ ତାଙ୍କର ଅନେକ ସୁନ୍ଦର୍ ମୁହୂର୍ତ୍ତ ସବୁକୁ ସେୟାର କରିଥାନ୍ତି। ତେବେ ସେଲିବ୍ରେଟି ମାନଙ୍କର ଜୀବନଶୈଳୀ ସାଧାରଣତଃ ଟିକେ ଭିନ୍ନ ଏବଂ ଆକର୍ଷିତ କଲା ଭଳି ହୋଇଥାଏ। ଲୋକେ ସେମାନଂକୁ ବହୁତ୍ ଭଲ ପାଆନ୍ତି ଏବଂ ସେମାନଂକୁ ଅନୁସରଣ ବି କରନ୍ତି। ଏହି ସୁନ୍ଦର୍ ଯୋଡି ପାଇଁ ଏବେ ଅନେକ ଦର୍ଶକ ପାଗଳପ୍ରାୟ ଅଟନ୍ତି।

ସେମାନେ ସେମାନଙ୍କ ଡାନ୍ସ ଏବଂ ଭଲପାଇବା ର ଯାଦୁରେ ଲୋକଙ୍କୁ କିମିଆ କରି ରଖିଛନ୍ତି। ଅନେକ ସମୟରେ ସେମାନେ ତାଙ୍କର ଡାନ୍ସ ସାଙ୍ଗକୁ ସୁନ୍ଦରତା ଏବଂ ଆକର୍ଷଣୀୟ ଲୁକ୍ସ ପାଇଁ ଦର୍ଶକଙ୍କୁ ଆକର୍ଷିତ କରିଥାନ୍ତି। ତେବେ ସେମାନଙ୍କ ବିଷୟରେ ଅନେକ ପ୍ରସଂଶକ ଜାଣିବାକୁ ଆଗ୍ରହ କରିଥାନ୍ତି ଏବଂ ସେମାନଙ୍କ ପ୍ରତି ଦର୍ଶକ ମାନଙ୍କର ଏକ ଭିନ୍ନ ଧରଣର ଭଲପାଇବା ବି ରହିଛି।ନିଜର ସୁନ୍ଦର୍ ବ୍ୟକ୍ତିତ୍ଵ ସାଙ୍ଗକୁ ସୁନ୍ଦର୍ ଡାନ୍ସ ଦେଖାଇ ମ୍ୟୂଜିକ୍ ଭିଡିଓ ଜରିଆରେ ଲୋକ ମାନଙ୍କ ଭିତରେ ସେମାନଙ୍କର ମନରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରି ପାରିଛନ୍ତି ଏବଂ ବେଶ୍ ଲୋକପ୍ରିୟ ମଧ୍ଯ ହୋଇ ପାରିଛନ୍ତି ରୂପା ଏବଂ ପିଣ୍ଟୁ।

ତେବେ ମନୋରଂଜନ ଦୁନିଆର ଏକ ଲୋକପ୍ରିୟ ଯୋଡି ଭାବରେ ରୂପା ଏବଂ ପିଣ୍ଟୁ ଲୋକଙ୍କର ବେଶ୍ ପସନ୍ଦର ଯୋଡି ହୋଇ ପାରିଛନ୍ତି। ସେମାନେ ଏବେ ଏକ ସେଲିବ୍ରିଟି ଯୋଡି। ଏବେ ସେମାନେ ବ୍ଲଗ ଭିଡିଓ ମାଧ୍ଯମରେ ଲୋକଙ୍କ ସହିତ ତାଙ୍କର ସୁନ୍ଦର୍ ମୁହୂର୍ତ୍ତ ସବୁକୁ ସେୟାର କରୁଛନ୍ତି। ସେହିପରି ଏବେ ତାଙ୍କର ଏକ ଭିଡିଓ ସାମ୍ନାକୁ ଆସିଛି, ଯେଉଁ ଭିଡିଓ ରେ ରୂପା ଓ ପିଣ୍ଟୁ ପରିବାର ସହିତ ଅନେକ ଖୁସି ମଜା କରୁଥିବାର ଦୃଶ୍ୟ ଆପଣ ଦେଖିବାକୁ ପାଇବେ। ଏଠାରେ ସେମାନେ ଯେଉଁ ଖୁସିର ମାହଲକୁ ଦେଖାଇଛନ୍ତି ତାକୁ ଦେଖିଲେ ଆପଣ ନିଶ୍ଚିତ ଖୁସି ହେବେ। ପିଣ୍ଟୁ କିପରି ଭାବରେ ହସାଇ ହସାଇ ବେଦମ୍ କରି ଦେଉଛନ୍ତି ତାହା ଆପଣ ଏଠାରେ ଦେଖିବାକୁ ପାଇବେ।

ପ୍ରଥମେ ପିଣ୍ଟୁ ତାଙ୍କ ସାନ ଭାଇ ମାନଙ୍କ ସହିତ ଭଦ୍ରକ ଯାଉଛନ୍ତି ଏବଂ ସେଠାରେ ଏକ ସ୍ଥାନରେ ରାସ୍ତା କଡ଼ରେ ସ୍ପେଶାଲ୍ କଫି ପିଉଛନ୍ତି। ଏହାପରେ ସେମାନେ ମଟନ୍ ନେଇ ଘରକୁ ଫେରୁଛନ୍ତି। ଘରର ସମସ୍ତ ପିଲା, ତାଙ୍କ ଭଉଣୀ ମାନଙ୍କ ପାଇଁ ସେ ଡ୍ରେସ୍ ଆଣି ସେମାନଙ୍କୁ ପିନ୍ଧିବାକୁ ଦେଉଛନ୍ତି। ଏହାପରେ ସେଠାରେ ବହୁତ୍ ମଜା ମସ୍ତି କରିବା ପରେ ରୂପାଙ୍କ ସହ ଲାଗୁଛନ୍ତି। ରୂପା ରାଗିକି କବାଟ ବନ୍ଦ କରି ଦେଉଛନ୍ତି।ତାପରେ ପିଣ୍ଟୁ କବାଟକୁ ପେଲି ରୁମ୍ ଭିତରକୁ ପଶି ରୂପାଙ୍କ ସହ ଲାଗୁଛନ୍ତି।ପରେ ମଟନ ତରକାରୀ ରାନ୍ଧି ସମସ୍ତେ ବେଶ୍ ଖୁସିର ସହ ଖାଉଥିବାର ମଜାଦାର ଦୃଶ୍ୟ ଆପଣ ଏଠାରେ ଦେଖିବାକୁ ପାଇବେ।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.