Swastik Tv News Odisha

ଫ୍ରେଣ୍ଡସିପ କହି ଡାକ୍ତର ସୁମିତ ସାହୁ ମୋତେ ହୋଟେଲ ନେଇ ସମ୍ପର୍କ ରଖିଲେ ଆଉ ଶଶୁର ମୋ ସହ ରାତି…ଦେଖନ୍ତୁ ଭିଡ଼ିଓ

0

ବନ୍ଧୁଗଣ ବେଳେବେଳେ ସମାଜର କିଛି ଏମିତି ଭିନ୍ନ ଚିତ୍ର ଆମ ସାମ୍ନାକୁ ଆସିଥାଏ ଯାହା ଏକ ଭିନ୍ନ ଦିଗକୁ ଇଙ୍ଗିତ କରିଥାଏ। ସହଜରେ ଏଭଳି ଘଟଣା କୁ ଗ୍ରହଣ କରି ହୁଏ ନାହିଁ। ତେବେ ସେହିଭଳି ଏକ ଭିନ୍ନ ଧରଣର ଘଟଣାକୁ ଆମେ ଆଜି ଆପଣଙ୍କୁ କହିବାକୁ ଯାଉଛୁ।ବେଳେବେଳେ ଆମେ ଆପଣଙ୍କୁ କିଛି ଏମିତି ଘଟଣା ସମ୍ପର୍କରେ ଅବଗତ କରାଇ ଥାଉ ଯାହା ସାଧାରଣରେ ଆଶ୍ଚର୍ଯ୍ୟର ବିଷୟ ହୋଇଥାଏ। ଶିକ୍ଷିତ ହୋଇ ଯଦି ଜଣେ ଲଜ୍ୟାଜନକ, ନିନ୍ଦନୀୟ କାର୍ଯ୍ୟ କରେ ତେବେ ଏଥିପାଇଁ କାହାକୁ ଆଉ ଦାୟୀ କରାଯିବ।ସମାଜ ଯେତେ ଆଗକୁ ବଢ଼ିଲେ କଣ ହେବ ଯଦି ମଣିଷର ମାନସିକତା ପରିବର୍ତ୍ତନ ନହୁଏ ତେବେ ଏଥିପାଇଁ କହାକୁ ଦୋଷ ଦେଇ ହେବ।

ସଭ୍ୟ ଶିକ୍ଷିତ ସମାଜରେ ଏମିତି ଅନେକ ନିୟାମକ ଥିଲେ ମଧ୍ଯ କିନ୍ତୁ ଏହାର ବ୍ୟତିକ୍ରମ ସଦୃଶ କାମ କରୁଛି ଆଜିର ମଣିଷ।ବେଳେବେଳେ ଏମିତି କିଛି ଉଲ୍ଲେଖନୀୟ ପରିବର୍ତ୍ତନ କିଛି ଲୋକଙ୍କ ପାଖରେ ଦେଖିବକୁ ମିଳିଥାଏ ଯାହା ବାସ୍ତବରେ ବିଶ୍ବାସ ଯୋଗ୍ୟ ହୋଇ ପାରି ନଥାଏ। ଆଉ ଏଭଳି ଘଟଣା ଦେଖିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ଵାଭାବିକ କଥା। ତେବେ ସେହିଭଳି ଏକ ଘଟଣା ବିଷୟରେ ଆମେ ଆଜି ଆପଣଙ୍କୁ କହିବାକୁ ଯାଉଛୁ ଯାହା ଏବେ ବେଶ ଚର୍ଚ୍ଚା ହେବାରେ ଲାଗିଛି ଏବଂ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହେବାରେ ଲାଗିଛି।

ଦିନକୁ ଦିନ ଯେଉଁଭଳି ଭାବରେ ସମାଜରେ ଏପରି ଘଟଣା ବଢ଼ିବାରେ ଲାଗିଛି ତାହା ବାସ୍ତବରେ ସମସ୍ତଙ୍କୁ ଲଜ୍ଜିତ ମଧ୍ୟ କରୁଛି।ଏହା ସତ ଯେ ଆଜିର ଦୁନିଆ ର ଲୋକ ମାନଙ୍କର ଆଚାର ବ୍ୟବହାର ଅନେକ ମାତ୍ରାରେ ପରିବର୍ତ୍ତନ ହେବାରେ ଲାଗିଛି। ସେମାନେ କେତେବେଳେ କଣ କରୁଛନ୍ତି ନିଜେ ଜାଣି ପାରୁ ନାହାଁନ୍ତି। ତାଙ୍କର ଏଭଳି ନିନ୍ଦନୀୟ କାର୍ଯ୍ୟର ପ୍ରଭାଵ ସମାଜ ଉପରେ ବି ପଡ଼ିବାରେ ଲାଗିଛି। ସେହିପରି ଏବେ ଜଣେ ଉଚ୍ଚ ପଦସ୍ଥ ଅଧିକାରୀଙ୍କ ନିନ୍ଦନୀୟ କାରନାମା ର ଘଟଣା ସାମ୍ନାକୁ ଆସିଛି। ଜଣେ ଡାକ୍ତର ସ୍ବାମୀଙ୍କ ନାମରେ ସ୍ତ୍ରୀ ଆଣିଛନ୍ତି ଅଭିଯୋଗ।

ମହିଳା ଜଣଙ୍କ କହିଛନ୍ତି ଯେ ତାଙ୍କ ସହିତ ୭ ମାସ ଲିଭ୍ ଇନ୍ ରିଲେଶନଶିପ ରେ ରହିବା ପରେ ଡାକ୍ତର ଜଣଙ୍କ ତାଙ୍କୁ ସ୍ତ୍ରୀ ଭାବରେ ଗ୍ରହଣ କରି ନାହାଁନ୍ତି। ଏ ବିଷୟରେ ମହିଳା ଆଗରୁ ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ତାଙ୍କ କଥାକୁ ଗ୍ରହଣ କରାଯାଇ ନଥିବା ସେ କହିଛନ୍ତି। ପୋଲିସ୍ ଅଧିକାରୀ କହିଥିଲେ ଯେ ତାଙ୍କର ବଡ ଲୋକଙ୍କ ସହ ହାତ ଅଛି ତେଣୁ ତାଙ୍କର କେଶ୍ ନେଇହେବ ନାହିଁ। ଏବେ ମହିଳା ଜଣଙ୍କ ଏସବୁ ଅଭିଯୋଗକୁ ଉଠାଇ ନୂଆ ବୋହୂ ବେଶରେ ଆସି ସ୍ବାମୀଙ୍କ ଘର ଆଗରେ ଧାରଣା ଦେଇ ନ୍ୟାୟ ମାଗୁଥିବା ଦେଖିବାକୁ ମିଳିଛି।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.