Swastik Tv News Odisha

ଦେଖନ୍ତୁ Shocking ଭିଡ଼ିଓ : ସର୍କସ ଦେଖାଉଥିବା ବେଳେ Trainer ଙ୍କୁ ଆକ୍ରମଣ କଲା ସିଂହ… ଆଉ ତାପରେ ଯାହା ଘଟିଲା….

0

ବନ୍ଧୁଗଣ ଆଜିର ଏହି ଇଣ୍ଟରନେଟ୍ ଯୁଗରେ ଆପଣ ସୋସିଆଲ ମିଡିଆର ବହୁଳ ବ୍ୟବହାର ଦେଖିବାକୁ ପାଉଥିବେ। ସୋସିଆଲ ମିଡିଆରେ ଏମିତି ଅନେକ ଘଟଣାର ଭିଡିଓ ମଧ୍ୟ ଦେଖିବାକୁ ପାଉଥିବେ।ଆଜିର ଏହି ଡିଜିଟାଲ ଯୁଗରେ ଅନେକ ଘଟଣାର ମଜାଦାର ଭିଡିଓ ଆପଣ ସ୍ମାର୍ଟ ଫୋନ୍ ରେ ଘରେ ବସି ଦେଖି ପାରୁଛନ୍ତି। ବେଳେବେଳେ ସୋସିଆଲ ମିଡିଆରେ ଏମିତି କିଛି ଭିଡିଓ ଭାଇରାଲ ହୋଇଥାଏ ତାହା ଦେଖିଲେ ଆମେ ହଠାତ୍ ଟିକେ ଚକିତ ହୋଇପଡୁ। କିଛି ଭିଡିଓ ଏମିତି ବି ଥାଏ ଯାହାକୁ ଦେଖିଲେ ଆପଣ ନିଜର ହସକୁ ଅଟକାଇ ପାରନ୍ତି ନାହିଁ। ଏହିଭଳି ଅନେକ ଭିଡିଓ ଆମେ ପ୍ରତିଦିନ ଦେଖିବାକୁ ପାଉଛୁ।

ତେବେ ବର୍ତ୍ତମାନ ର ସୋସିଆଲ ମିଡିଆ ର ବ୍ଯବହାର ର ବହୁଲତା କାରଣରୁ ଅନେକ ଘଟଣା ଆମ ସମ୍ମୁଖକୁ କିଛି କ୍ଷଣ ମଧ୍ୟରେ ଆସି ଯାଉଛି। ତେଣୁ ଆପଣ ବି ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଭାଇରାଲ ଭିଡିଓ ଦେଖୁଥିବେ।ଏହିସବୁ ଭିଡିଓ ମାନଙ୍କୁ ଭିତରୁ କିଛି ଭିଡିଓ ଏମିତି ଥାଏ ଯାହାକୁ ଲୋକେ ବେଶି ପସନ୍ଦ କରିବା ସହ ଏଥିପ୍ରତି ପ୍ରତିକ୍ରିୟା ଶିଳ ହୋଇ ପଡନ୍ତି ଏବଂ ଏପରି ଭିଡିଓ କୁ ଅଧିକ ମାତ୍ରାରେ ସେୟାର ମଧ୍ଯ କରନ୍ତି,ଯାହା ଭାଇରାଲ ହେବାରେ ଲାଗିଥାଏ।ତେବେ ସେଥିମଧ୍ୟରୁ କିଛି ଭିଡିଓ ଏମିତି ଅଛି ଯାହା ଅନ୍ୟ ଭିଡିଓ ଠାରୁ ଟିକେ ଅଲଗା ହୋଇଥାଏ।

ନିଶ୍ଚିତ ଭାବରେ ଆପଣ ପ୍ରତିଦିନ ଦେଖୁଥିବା ଅନେକ ଭାଇରାଲ ଭିଡିଓ ମଧ୍ୟରୁ ଭୟଭୀତ କଲାଭଳି ଖବର ମଧ୍ୟ ଦେଖିବାକୁ ପାଉଥିବେ। ତେବେ ଏହି ଭିଡିଓ ଏମିତି ହୋଇଥାଏ ଯାହା ଅନ୍ୟ ଭିଡିଓ ଠାରୁ ଟିକେ ଅଲଗା କାରଣ ଏହା ଯେମିତି ଡର ସୃଷ୍ଟି କରିଥାଏ ସେମିତି ବହୁତ ମଜାଳିଆ ବା କୌତୁକିଆ ହୋଇଥାଏ। ଆଉ କିଛି ଭିଡିଓ ଥାଏ ଯାହା ଭାରି ଅଜବ ପ୍ରକାରର ହୋଇଥାଏ। ତେବେ କହିବାକୁ ଗଲେ ସ୍ୱାଭାବିକ ଭାବରେ ଆମେ ଅନେକ ପ୍ରକାରର ଘଟଣା କୁ ନିଜେ ଦେଖିଥାଉ ଏବଂ ତାହା ସାଧାରଣ ହୋଇ ଥିବାରୁ ଆମେ ତାକୁ ବିଶ୍ୱାସ ମଧ୍ୟ କରିଥାଉ।କିନ୍ତୁ ଆଜି ଆମେ ଜାଣିବା ଏକ ଏମିତି ଭାଇରାଲ ଭିଡିଓ ବିଷୟରେ, ଏମିତି ଏକ ଅଜବ ଘଟଣା ଯାହା ଆପଣଙ୍କୁ ଚକିତ କରିବ ନିଶ୍ଚିତ।

ଏଠାରେ ଦେଖିବାକୁ ମିଳିଛି ଯେ ଜଣେ ସିଂହ ସରକାସ୍ ଚାଲୁଥିବା ବେଳେ ହଠାତ୍ ତାର ଟ୍ରେନର କୁ ଆକ୍ରମଣ କରିବାକୁ ଲାଗୁଛି। ଟ୍ରେନର ସରକାସ ଦେଖାଇବାକୁ ସରକସ ଷ୍ଟେଜ ରେ ରହିଥିବା ବେଳେ ସିଂହଟି ସରକସ ନଦେଖାଇ ଟ୍ରେନର ଜଣଙ୍କ ଉପରକୁ ଚଢ଼ି ଯାଉଛି। ଯାହାକୁ ଦେଖି ସେଠାରେ ସରକାସ ଦେଖିବାକୁ ଉପସ୍ଥିତ ଥିବା ଲୋକେ ଭୟଭୀତ ହୋଇ ପାଟି କରୁଛନ୍ତି। କିଛି ସମୟ ପରେ ସିଂହଟି ତାଙ୍କୁ ଛାଡି ଦେଉଛି। ତେବେ ସିଂହର ଆକ୍ରମଣରେ ଟ୍ରେନର ଜଣଙ୍କ ଅଳ୍ପ ଆଘାତ ପାଇଥିବା ଦେଖିବାକୁ ମିଳୁଛି। ତେବେ ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ବହୁତ୍ ସେୟାର ହେବାରେ ଲାଗିଛି।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.