Swastik Tv News Odisha

ଅନୁଗୁଳିଆ ଟୋକା ଏବଂ ମିଷ୍ଟର ଢେଙ୍କାନାଳିଆ ଜଣେ ଯୁବତୀଙ୍କ ସହ ପ୍ରଥମଥର ପାଇଁ ଏହି ଗୋଟିଏ ଭିଡିଓ “ଗୁଆ ଘିଅ ” 48 ଘଣ୍ଟାରେ ପାର କରିଗଲା 6 ମିଲିୟନରୁ ଅଧିକ ଭାଇରାଲ ହୋଇ ସମସ୍ତଙ୍କ ମୋବାଇଲରେ (Status)ଭିଡିଓ

0

ବର୍ତ୍ତମାନ ଏକ ଓଡ଼ିଆ ଆଲବମ୍ ମ୍ୟୁଜିକ ଭିଡିଓ ବେଶ୍ ଲୋକପ୍ରିୟତା ହାସଲ କରିବାରେ ଲାଗିଛି ସୋସିଆଲ ମିଡିଆରେ। ଆପଣ ତ ଜାଣିଛନ୍ତି କିପରି ଭାବରେ ଆମ ଓଡ଼ିଆ ଆଲବମ ଇଣ୍ଡଷ୍ଟ୍ରି ଏବେ ଆଲବମ୍ ଜଗତରେ ତାର ପାରଦର୍ଶିତା ହାସଲ କରିବାରେ ଲାଗିଛି। ଗୋଟିଏ ପରେ ଗୋଟିଏ ହିଟ୍ ଗୀତକୁ ଭେଟି ଦେଉଛାନ୍ତି ଯୁବ ଆର୍ଟିଷ୍ଟ ମାନେ। ସୁନ୍ଦର୍ ସଂଯୋଜନା ସାଙ୍ଗକୁ ନିର୍ଦ୍ଦେଶନା ମଧ୍ଯ ହୃଦୟସ୍ପର୍ଶୀ ହେଉଛି ଏବଂ ଲୋକଙ୍କ ହୃଦୟକୁ ମଧ୍ଯ ଛୁଇଁ ପାରୁଛି ଏହି ସବୁ ଗୀତ।ଟେକ୍ନିକାଲ ମୋଡ଼ିଫିକେଶନ ମଧ୍ଯ ଅନେକ ମାତ୍ରାରେ ହେଉଛି। ଯାହା ଏହିସବୁ ଭିଡିଓ କୁ ଅନ୍ଯ ଇଣ୍ଡଷ୍ଟ୍ରି ସହିତ ଟକ୍କର ଦେବାକୁ ସକ୍ଷମ ହୋଇ ପାରୁଛି।

ଅନେକ ଲୋକପ୍ରିୟ ଏବଂ ଯୁବପିଢି ଙ୍କୁ ପସନ୍ଦ ଆସିବା ଭଳି ଭିଡିଓ ସବୁ ଏବେ ସାମ୍ନାକୁ ଆସୁଛି। ଆଉ ଏହି ଇଣ୍ଡଷ୍ଟ୍ରି ମଧ୍ଯ ବହୁତ୍ ଭଲ ରୋଜଗାର କରୁଛି। ତେବେ ନୃତ୍ୟ ଏବଂ ସଙ୍ଗୀତ ଏକ ଏମିତି ମନୋରଞ୍ଜନ ପୂର୍ଣ୍ଣ ଜିନିଷ ଯାହାକୁ କେବଳ ଆପଣ ନୁହେଁ ଅଧିକାଂଶ ଲୋକ ଏହିଭଳି ଭିଡିଓ ଦେଖି ଚିତ୍ତ ବିନୋଦନ କରିବାକୁ ଚାହିଁ ଥାଆନ୍ତି। ଏହାଦ୍ୱାରା ସେମାନଂକୁ ହସିବାକୁ ଟିକିଏ ସୁଯୋଗ ମିଳି ଯାଇ ଥାଏ ଏବଂ ଖୁସି ହେବା ପାଇଁ ସୁଯୋଗ ମିଳିଯାଏ। ତେବେ ଆପଣ ଜାଣିଛନ୍ତି ଡିଜିଟାଲ ଯୁଗରେ କିପରି ଅନେକ ଲୋକ ସ୍ମାର୍ଟ ଫୋନ୍ ବ୍ଯବହାର କରି ଟେକ୍ନୋଲୋଜି ଏବଂ ନିଜର ଟାଲେଣ୍ଟ କୁ ଉପଯୋଗ କରି ସେମାନେ ଅନେକ ସମୟରେ ସେମାନଙ୍କ ପ୍ରତିଭାକୁ ଦେଖାଇଥାନ୍ତି।

ନିଜର ଡାନ୍ସ ଭିଡିଓ, ସିଙ୍ଗୀଙ୍ଗ ଭିଡିଓ ସବୁ ଯୁବପିଢି ମାନେ ସୋସିଆଲ ମିଡିଆରେ ସେୟାର କରୁଛନ୍ତି ଏବଂ ୟୁ ଟ୍ୟୁବ୍ ରେ ପୋଷ୍ଟ କରୁଛନ୍ତି। ତେବେ ଆପଣ ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଏମିତି ଭାଇରାଲ ଭିଡିଓ ଦେଖୁଥିବେ।
କିଛି ଭିଡିଓ ଏମିତି ଅଛି ଯାହା ଅନ୍ୟ ଭିଡିଓ ଠାରୁ ଟିକେ ଅଲଗା କାରଣ ଏହା ବହୁତ ମଜାଳିଆ ବା କୌତୁକିଆ ହୋଇଥାଏ। ସେହିପରି ଏବେ ଯେଉଁ ଭିଡିଓ ସାମ୍ନାକୁ ଆସିଛି ତାହା ବେଶ୍ ଭାଇରାଲ ହେଉଛି। ଏହାକୁ ଦେଖି ଆପଣ ନିଶ୍ଚିତ ଖୁସି ହେବେ। ଆପଣ ଏହି ଭାଇରାଲ ଭିଡିଓ ଟି ଦେଖିଲେ ଜାଣି ପାରିବେ ଯେ ଏହା କେତେ ମଜାଦାର ନିର୍ଦ୍ଦେଶନା ଏବଂ ସଂଯୋଜନା ହୋଇଛି।

କିଛି ଭିଡିଓ ଏମିତି ରହିଥାଏ ଯାହା ଲୋକଙ୍କୁ ବେଶ୍ ପସନ୍ଦ ଆସିଥାଏ। ସେହିପରି ଆଜି ଆମେ ଜାଣିବା ଏକ ଏମିତି ଭାଇରାଲ ଭିଡିଓ ବିଷୟରେ, ଯାହା ଆପଣଙ୍କୁ ଚକିତ କରିବ ନିଶ୍ଚିତ। ଏଠାରେ ଏହି ଭିଡିଓ ରେ କିପରି ଭାବରେ ବଣ୍ଟି ଅନୁଗୁଲିଆ, ଖୋର୍ଦ୍ଧା ଟୋକା ଏବଂ ମିଷ୍ଟର ଢେଙ୍କାନାଳିଆ ଜଣେ ଯୁବତୀ ଏବଂ ସାନ ପିଲା ସହ ଗୁଆଘିଅ ଗୀତର ଭିଡିଓ ସୁଟ କରିଛନ୍ତି ତାହା ଥରେ ଦେଖନ୍ତୁ। ଏହାର ନିର୍ଦ୍ଦେଶନା ଦିବ୍ୟ ଦେଇଥିବା ବେଳେ ସଂଯୋଜନା କରିଛନ୍ତି ବଣ୍ଟି ସାମଲ।ଏହି ଭିଡିଓ ଏବେ ୟୁ ଟ୍ୟୁବ୍ ରେ ଟ୍ରେଣ୍ଡ କରିବାରେ ଲାଗିଛି।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.