Swastik Tv News Odisha

ରାନୁ ମଣ୍ଡଳ ସାନ ଭଉଣୀ ସହିତ କାକା ଗାଇଲେ ଗୀତ “Babu I love you” ସୋସିଆଲ ମିଡିଆରେ ନିଆଁ ଭଳି ହେଉଛି ଭାଇରାଲ…ଦେଖନ୍ତୁ ଭିଡ଼ିଓ

0

ବନ୍ଧୁଗଣ ଅନେକ ସମୟରେ ଆମେ ଆପଣଙ୍କୁ ବହୁତ କିଛି ଭିଡିଓ ଦେଖାଇଥାଉ। କିଛି ଭିଡିଓ ଏମିତି ରହିଥାଏ ଯାହା ବାସ୍ତବରେ ଆମେ ଦେଖିବାକୁ ବହୁତ୍ ପସନ୍ଦ କରିଥାଉ। ତେବେ ସେହିପରି କିଛି ଏମିତି ମଜାଳିଆ ବା କୌତୁକିଆ ଘଟଣା ସମ୍ପର୍କରେ ଆମେ ଆସିଥାଉ ଯାହାକୁ ଦେଖିବା ପାଇଁ ଆମକୁ ବହୁତ୍ ଭଲ ଲାଗିଥାଏ। ଏପରି ଭିଡିଓ ସୋସିଆଲ ମିଡିଆରେ ମଧ୍ଯ ବେଶ୍ ଭାଇରାଲ ହେବାରେ ଲାଗିଥାଏ। ତେବେ ନିଶ୍ଚିତ ଭାବରେ ଆପଣ ମଜାଳିଆ ଭିଡିଓ ସବୁ ଦେଖିବାକୁ ପସନ୍ଦ କରୁଥିବେ ଏବଂ ଏହାକୁ ଦେଖି ବହୁତ୍ ଖୁସି ବି ହେଉଥିବେ। କାରଣ ଏହା ସମସ୍ତଙ୍କ ମନକୁ ଛୁଇଁଲା ଭଳି ହୋଇଥାଏ।

ତେବେ କେବଳ ଆପଣ ନୁହେଁ ଅଧିକାଂଶ ଲୋକ ଏହିଭଳି ଭିଡିଓ ଦେଖି ଚିତ୍ତ ବିନୋଦନ କରିବାକୁ ଚାହିଁ ଥାଆନ୍ତି। ଏହାଦ୍ୱାରା ସେମାନଂକୁ ହସିବାକୁ ଟିକିଏ ସୁଯୋଗ ମିଳି ଯାଇ ଥାଏ। ଆପଣ ଜାଣିଛନ୍ତି ଡିଜିଟାଲ ଯୁଗରେ କିପରି ଅନେକ ଲୋକ ସ୍ମାର୍ଟ ଫୋନ୍ ବ୍ଯବହାର କରି ସେମାନେ ଅନେକ ସମୟରେ ସେମାନଙ୍କ ପ୍ରତିଭାକୁ ଦେଖାଇଥାନ୍ତି।ନିଜର ଡାନ୍ସ ଭିଡିଓ, ସିଙ୍ଗୀଙ୍ଗ ଭିଡିଓ ସବୁ ସେମାନେ ସୋସିଆଲ ମିଡିଆରେ ସେୟାର କରନ୍ତି। ତେବେ ଆପଣ ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଏମିତି ଭାଇରାଲ ଭିଡିଓ ଦେଖୁଥିବେ।କିଛି ଭିଡିଓ ଏମିତି ଅଛି ଯାହା ଅନ୍ୟ ଭିଡିଓ ଠାରୁ ଟିକେ ଅଲଗା କାରଣ ଏହା ବହୁତ ମଜାଳିଆ ବା କୌତୁକିଆ ହୋଇଥାଏ।

ସେହିପରି ଏବେ ଯେଉଁ ଭିଡିଓ ସାମ୍ନାକୁ ଆସିଛି ତାହା ବେଶ୍ ଭାଇରାଲ ହେଉଛି। ଏହାକୁ ଦେଖି ଆପଣ ନିଶ୍ଚିତ ଖୁସି ହେବେ। ଆପଣ ଏହି ଭାଇରାଲ ଭିଡିଓ ଟି ଦେଖିଲେ ଜାଣି ପାରିବେ ଯେ ଏହା କେତେ ମଜାଦାର। କହିବାକୁ ଗଲେ ସ୍ୱାଭାବିକ ଭାବରେ ଆମେ ଅନେକ ପ୍ରକାରର ଘଟଣା କୁ ନିଜେ ଦେଖିଥାଉ ଏବଂ ତାହା ସାଧାରଣ ହୋଇ ଥିବାରୁ ଆମେ ତାକୁ ବିଶ୍ୱାସ ମଧ୍ୟ କରିଥାଉ। କିନ୍ତୁ କିଛି ଘଟଣା ଏମିତି ରହିଥାଏ ଯାହା ଲୋକଙ୍କୁ ବେଶ୍ ପସନ୍ଦ ଆସିଥାଏ। ସେହିପରି ଆଜି ଆମେ ଜାଣିବା ଏକ ଏମିତି ଭାଇରାଲ ଭିଡିଓ ବିଷୟରେ, ଏମିତି ଏକ ଅଜବ ଘଟଣା ଯାହା ଆପଣଙ୍କୁ ଚକିତ କରିବ ନିଶ୍ଚିତ।

କିଛିଦିନ ତଳେ ଭାଇରାଲ ହୋଇଥିଲା ଜଣେ ମହିଳାଙ୍କ ଭିଡିଓ। ଯିଏକି ବାବୁ ଆଇ ଲଭ୍ ୟୁ ଗୀତ ଗାଇ ବେଶ୍ ଚର୍ଚ୍ଚାକୁ ଆସିଥିଲେ। ତାଙ୍କୁ ରାନୁ ମଣ୍ଡଳ ଙ୍କ ସାନ ଭଉଣୀ ବୋଲି କହି ତାଙ୍କର ଏହି ଗୀତ ସୋସିଆଲ ମିଡିଆରେ ବହୁତ୍ ସେୟାର ହେବାରେ ଲାଗିଥିଲା। ତେବେ ଏବେ ତାଙ୍କରି ଏହି ଗୀତକୁ ନେଇ ଜଣେ ସଙ୍ଗୀତକାର ଏହାକୁ ଗୀତରେ ସଜାଇ ସୁନ୍ଦର ଭାବରେ ଏହାକୁ ଷ୍ଟୁଡିଓ ରେ ରେକର୍ଡ କରିଛନ୍ତି।ଏହି ଗୀତକୁ ଗାଇଛନ୍ତି ଗିରିଜା ପଣ୍ଡା। ତେବେ ଏହି ଗୀତକୁ ଆପଣ ଥରେ ଶୁଣନ୍ତୁ ଏହା ନିଶ୍ଚିତ ଭାବରେ ଆପଣଙ୍କ ମନକୁ ଛୁଇଁବ।ଏହି ଗୀତକୁ ଏବେ ସୁଦ୍ଧା ୫୦ ଲକ୍ଷ ରୁ ଉର୍ଦ୍ଧ୍ଵ ଲୋକ ଦେଖି ସାରିଲେଣି।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.