Swastik Tv News Odisha

ଦେଖନ୍ତୁ ଭିଡ଼ିଓ : ପୁଣି Live ଆସି କାହିଁକି Varsha କହିଲେ ଏମିତି….

0

ଓଡ଼ିଶାର ଓଡ଼ିଆ ଫିଲ୍ମ୍ ଇଣ୍ଡଷ୍ଟ୍ରି ର ଲୋକପ୍ରିୟ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଙ୍କୁ କିଏ ଅବା ନଜାଣେ। ବିଗତ କିଛି ବର୍ଷ ଧରି ଓଡ଼ିଆ ସିନେମା ଜଗତକୁ ସେ ସୁନ୍ଦର ସୁନ୍ଦର ସିନେମା ସବୁ ଦେଇ ଆସୁଛନ୍ତି। ତାଙ୍କ ଅଭିନୀତ ସିନେମା ସବୁ ସୁପରହିଟ ହୋଇଥାଏ। ତାଙ୍କର ଅଭିନୟ ର ଢାଞ୍ଚା ବେଶ୍ ନିଆରା ଜୀବନ୍ତ ଏବଂ ଆକର୍ଷଣୀୟ ଅଟେ। ସୁନ୍ଦର ଚେହେରା ସାଙ୍ଗକୁ ତାଙ୍କର ମନୋଲଭା ଆଖି ଦର୍ଶକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ଅନେକ ସୁପର୍ ହିଟ୍ ଫିଲ୍ମ୍ ଦର୍ଶକ ମାନଙ୍କୁ ଭେଟି ଦେଇଛନ୍ତି ଏହି ଅଭିନେତ୍ରୀ।ଓଲିଉଡ ର ସୁଇଟ ଆଣ୍ଡ କ୍ୟୁଟ କୁହା ଯାଉଥିବା ଚୁଲବୁଲି, ସୁନ୍ଦରୀ ନାୟିକା ହେଉଛନ୍ତି ବର୍ଷା ପ୍ରିୟଦର୍ଶିନୀ। ତାଙ୍କ ପାଇଁ ଅନେକ ଦର୍ଶକ ଦିୱାନା ସାଜିଛନ୍ତି।

ତେବେ ଏହି ଅଭିନେତ୍ରୀ ଜଣଙ୍କ ନିଜର ଗ୍ଲାମର ପାଇଁ ଏବଂ ତାଙ୍କର ବେଶଭୂଷା ପାଇଁ ବେଶ୍ ଚର୍ଚ୍ଚିତ ରହିଥାନ୍ତି ଅଭିନୟ ଜଗତରେ। ଓଡ଼ିଆ ଫିଲ୍ମ୍ ଇଣ୍ଡଷ୍ଟ୍ରି ରେ ପାଦ ରଖିବା ପରେ ତାଙ୍କର ପ୍ରଶଂସକ ମାନଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେ ତାଙ୍କର ସୌନ୍ଦର୍ଯ୍ୟ ଏବଂ ଅଭିନୟ ପାଇଁ ଦର୍ଶକ ଙ୍କ ମନରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରି ପାରିଛନ୍ତି। ଓଡ଼ିଆ ସିନେମା ଜଗତରେ ସେ ପାଦ ଦେବା ପାଖରୁ ଓଡ଼ିଶାର ଦର୍ଶକ ମାନଙ୍କର ସେ ପାଲଟି ଯାଇଛନ୍ତି ପ୍ରଥମ ପସନ୍ଦର ଅଭିନେତ୍ରୀ। ତାଙ୍କର ଅନେକ ପ୍ରଶଂସକ ମଧ୍ୟ ରହିଛନ୍ତି।ତେବେ କିଏ ବା ତାଙ୍କୁ ଭଲ ନପାଏ।ଦୀର୍ଘ ଦିନ ଧରି ଓଡ଼ିଶାରେ ଏକ ସ୍ବତନ୍ତ୍ର ଅଭିନୟର ଛାପ ଛାଡ଼ିବାରେ ଲାଗିଛନ୍ତି ଏହି ଅଭିନେତ୍ରୀ ଜଣଙ୍କ।

ସେ ତାଙ୍କର ଅଭିନୟ ସାଙ୍ଗକୁ ମାନୋଲୋଭା ହସ ଏବଂ ଆକର୍ଷଣୀୟ ଚେହେରା ପାଇଁ ଅଧିକ ଆକର୍ଷିତ ଲାଗନ୍ତି।ସେ ନିଜକୁ ଜଣେ ସଫଳ ଅଭିନେତ୍ରୀ ଭାବରେ ପ୍ରତିଷ୍ଠିତ କରି ପାରିଛନ୍ତି। ଅନେକ ସମୟରେ ସେ ସୋସିଆଲ ମିଡିଆରେ ନିଜକୁ ସକ୍ରିୟ ରଖି ଥିବାର ଦେଖିବାକୁ ମିଳିଥାଏ। ଅନେକ ପ୍ରକାର ସମାଜସେବା ଏବଂ ଅସହାୟ ଲୋକଙ୍କୁ ସାହାଯ୍ୟ କରିବା ଭଳି କାମ ସେ କରିଥାନ୍ତି ଏବଂ ଏଥିପାଇଁ ବହୁତ୍ ପ୍ରଶଂସା ମଧ୍ୟ ସେ ସାଉଁଟି ଛନ୍ତି।ତେବେ ନିକଟରେ ତାଙ୍କର ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁ ଭିଡିଓ ରେ ସେ ତାଙ୍କର ସଂଗଠନ ସମ୍ମାନିତା ସଂପର୍କରେ ଏବଂ ଏହାର ଉଦ୍ଦେଶ୍ୟ ବିଷୟରେ ଜଣାଇଛନ୍ତି।

ସେ କହିଛନ୍ତି ତାଙ୍କର ଏହି ସଂଗଠନ ଉଭୟ ପୂରୁଷ ଓ ମହିଳା ମାନଙ୍କ ପାଇଁ। ନାରୀ ଏବଂ ପୁରୁଷ ଉଭୟ ସମାନ। ଯିଏ ଦୋଷୀ ଅଟେ ସେ ଦଣ୍ଡ ପାଇବା ଆବଶ୍ୟକ, ସେ ନାରୀ ହେଉ କିମ୍ୱା ପୁରୁଷ। ଯେଉଁ ମାନଙ୍କୁ ସହାୟତା ଆବଶ୍ୟକ ସେମାନଂକୁ ସାହାଯ୍ୟ ର ହାତ ବଢ଼ାଇଥାଏ ତାଙ୍କର ଏହି ସଂଗଠନ। କିଛି ମହତ୍ ଉଦ୍ଦେଶ୍ୟ ରଖୁଥିବା ଲୋକଙ୍କୁ ନେଇ ତାଙ୍କର ଏହି ସଂଗଠନ ଗଠିତ ବୋଲି ଅଭିନେତ୍ରୀ ବର୍ଷା ଏକ ଭିଡିଓ ଜରିଆରେ କହିଛନ୍ତି।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.