ବନ୍ଧୁଗଣ ଆମେ ଏପରି ଏକ ପ୍ରତିଭାକୁ ଆଜି ଆପଣଙ୍କୁ ଦେଖାଇବାକୁ ଯାଉଛୁ ଯାହାକୁ ଦେଖିଲେ ଆପଣ ନିଶ୍ଚିତ ଭାବରେ ଖୁସି ହୋଇଯିବେ। ତେବେ ଅନେକ କୁନି ପିଲା ମାନଙ୍କର ସଙ୍ଗୀତ ଆପଣ ଅନେକ ସମୟରେ ଶୁଣିବାକୁ ପାଉଥିବେ। ତେବେ ସଙ୍ଗୀତ ଆମ ଜୀବନର ଏକ ଏପରି ଅବଚ୍ଛେଦ୍ୟ ଅଙ୍ଗ ଅଟେ ଯାହା ବିନା ଜୀବନଟା ରସହୀନ ରଙ୍ଗ ହୀନ ଲାଗିଥାଏ। ତେବେ ଯେତେବେଳେ ବି ଆମେ ସଙ୍ଗୀତ ଶୁଣିବାକୁ ପାଉ ଆମ ମନ ଭିତରେ ଏକ ନୂତନ ଉନ୍ମାଦନା ସୃଷ୍ଟି ହୁଏ, ପୁଲକ ଖେଳି ଯାଇଥାଏ।ସଙ୍ଗୀତ ଆମ ଜୀବନରେ ରସ ଭରି ଦେଇଥାଏ।ଏମିତି ରେ ବି ଆମେ କେଉଁଠି ସଙ୍ଗୀତ ବାଜିଲେ ଏହାକୁ ଶୁଣି ନାଚି ଉଠି ଥାଉ।
ଆମ ମନ ଭିତରେ ଏକ ନୂତନ ସଞ୍ଚାର ସୃଷ୍ଟି ହୁଏ ସଙ୍ଗୀତ ଶୁଣିବା ପରେ। ବିଭିନ୍ନ ପ୍ରକାର ହୃଦୟସ୍ପର୍ଶ ସଙ୍ଗୀତ ଆପଣ ତ ଶୁଣିଥିବେ।ଏହା ଆମକୁ ଯେତିକି ଖୁସି ଦେଇଥାଏ ସେତିକି ମନୋରଂଜନ ର ସୁରାକ ଯୋଗାଇଥାଏ।କିନ୍ତୁ ଯେତେବେଳେ ଜଣେ କୁନି ପିଲାଟିଏ ଗୀତ ଗାଇଥାଏ। ତାର ସ୍ୱର ଅଧିକ ମଧୁର ଲାଗିଥାଏ ଶୁଣିବାକୁ ଏବଂ ଏହାକୁ ଶୁଣି ଆମେ ବହୁତ୍ ଖୁସି ହୋଇ ଯାଇଥାଉ।ବେଳେବେଳେ କିଛି ଏମିତି କୁନି ପ୍ରତିଭା ମାନଙ୍କୁ ଆମେ ଦେଖିବାକୁ ପାଇଥାଉ ଯାହା ଆମକୁ ବହୁତ୍ ଭଲ ଲାଗିଥାଏ।ଆଉ ଯାହାକୁ ଦେଖି, ଶୁଣି ଏବଂ ଅନୁଭବ କରି ଆମେ ବହୁତ୍ ମାତ୍ରାରେ ଖୁସି ମଧ୍ୟ ହେଉ।
ତେବେ ନିଶ୍ଚିତ ଭାବରେ କୁନି କୁନି ପିଲାଙ୍କ ଅନେକ ଏପରି ପ୍ରତିଭା କୁ ଆପଣ ଅନେକ ସମୟରେ ସୋସିଆଲ ମିଡିଆରେ ଦେଖିବାକୁ ପାଉଥିବେ। ଆଉ ସେସବୁ କୁ ଦେଖି ବହୁତ୍ ଖୁସି ମଧ୍ଯ ହେଉଥିବେ।କାରଣ ଛୋଟ ଛୋଟ ପିଲା ମାନଙ୍କର କଣ୍ଠରେ ସଙ୍ଗୀତ ଶୁଣି ମନ ପୂରି ଉଠିଥାଏ ଏବଂ ସେଥିରେ ଏକ ଭିନ୍ନ ଧରଣର ଆନନ୍ଦ ବି ଭରି ରହିଥାଏ।ସେମାନଙ୍କ ଯେକୌଣସି ଗୀତ ଗାଉଥିବାର ଭିଡିଓ ହେଉ, ସେଥିରେ ଏକ ଭିନ୍ନ କୌତୁହଳ ଦେଖିବାକୁ ମିଳିଥାଏ। ତେଣୁ ଛୋଟ ପିଲା ମାନଙ୍କର ଗୀତ ଗାଇବା ର ଭିଡିଓ ଦେଖିବା ପାଇଁ ମନରେ ଏକ ଭିନ୍ନ ଆଗ୍ରହ ରହିଥାଏ।
ସେହିପରି ଏକ କୁନି ଝିଅଙ୍କ କଣ୍ଠରେ ଏକ ସୁନ୍ଦର୍ ଭଜନ ସଙ୍ଗୀତ ଏବେ ଶୁଣିବାକୁ ମିଳିଛି ମୁଁ ବି ନମିତା ଅଗ୍ରୱାଲ ହେବି ରିଏଲିଟି ଶୋ ରେ। ଯେଉଁ ଭଜନ ଟି ହେଉଛି, ହାଏରେ ମୋହନ ମୋ ଚକା ଚନ୍ଦନ। ସେ ତାଙ୍କର ସୁମଧୁର ସ୍ଵରରେ କିପରି ଭାବରେ ଏହି ଭଜନଟି ଗାଇବା ସହ ସୁନ୍ଦର୍ ନୃତ୍ୟ ଦେଖାଉଛନ୍ତି ତାହା ଥରେ ଦେଖନ୍ତୁ।ଏହି ପିଲାଟିର ନାମ ହେଉଛି ତନିଶା।ସେ ଯେଉଁଭଳି ଭାବରେ ଖୁସିରେ ଏବଂ ଭାବରେ ଏହି ଭଜନ ଗୀତକୁ ଗାଉଛନ୍ତି ତାହା ସମସ୍ତଙ୍କ ହୃଦୟକୁ ଛୁଇଁଛି।ଏହାକୁ ଶୁଣି ସମସ୍ତ ବିଚାରକ ବହୁତ୍ ଖୁସି ହେବା ସହିତ ସୁନ୍ଦର୍ ପ୍ରତିକ୍ରିୟା ସବୁ ଦେଇଛନ୍ତି।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ।