ବର୍ତ୍ତମାନ ସାମାଜିକ ଗଣମାଧ୍ୟମ ତଥା ସିନେମା , ଟିଭି ଆଦି ବର୍ତ୍ତମାନ ଏମିତି ଏକ ପାର୍ଟଫାର୍ମ ସାଜିଛନ୍ତି ଯାହା ଲୋକ ମାନଙ୍କ ମଧ୍ୟରେ ଥିବା ବିଚକ୍ଷଣ ଗୁଣ ଗୁଡିକୁ ସମସ୍ତ ଙ୍କ ଆଗକୁ ଆଣିବାରେ ତଥା ଲୋକ ମାନଙ୍କ ପାଖରେ ଲୁଚି ରହିଥିବା ଗୁଣ ଗୁଡିକୁ ସମସ୍ତ ଙ୍କ ସାମ୍ନା କୁ ଆଣିଥାଏ ଏବଂ ତାଙ୍କୁ ଏକ ସ୍ୱତନ୍ତ୍ର ପରିଚୟ ମଧ୍ୟ ଦେଇଥାଏ। ତେବେ ଆମେ ଦେଶ ରେ ଏହିପରି ଅନେକ ଲୋକ ଅଛନ୍ତି ଯେଉଁମାନେ ବହୁତ ଗୁଣ ର ଅଧିକାରୀ ଅଟନ୍ତି ତାଙ୍କ ପାଖରେ ବହୁତ ଟାଲେଣ୍ଟ ରହିଛି ।କିନ୍ତୁ ଉଚିତ ପାର୍ଟଫାର୍ମ ନଥିବାକୁ ତାହା ନିଜ ଭିତରେ ହିଁ ରହିଯାଉଥିଲା।
କିନ୍ତୁ ଯେବେ ଠାରୁ ଏହି ସୋସିଆଲ ମିଡିଆ ଲୋକ ମାନଙ୍କ ପାଖରେ ପହଁଚିଛି ସେହି ଦିନରୁ ବନ ରେ ଫୁଟି ଝଡିଯାଉ ଥିବା ବଣ ମଲୀ ପରି ନହୋଇ ନିଜ ପାଖରେ ନିଜର ଗୁଣ ଲୋକ ମାନେ ସମାଜ ଆଗରେ ଦେଖାଇ ପାରୁଛନ୍ତି ଆଉ ନିଜର ଟାଲେଣ୍ଟ ପାଇଁ ସାରା ବିଶ୍ୱରେ ଚର୍ଚ୍ଚିତ ହେଉଛନ୍ତି। ତେବେ ଏହି ଗୁଣ ଗୁଡ଼ିକ ସବୁକୁ ବିଶ୍ୱ ଦରବାରରେ ଛିଡା କରିବା ପାଇଁ ଅନେଇ ରିଆଲିଟି ସୋ ସବୁ ଭିନ୍ନ ଭିନ୍ନ ଟିଭି ରେ ଦେଖିବାକୁ ମିଳୁଛି। ତେବେ ଆପଣ ମାନେ ଜାଣିଛନ୍ତି କି ବର୍ତ୍ତମାନ ସିଦ୍ଧାର୍ଥ ଟିଭି ରେ କୁନି ପିଲା ଙ୍କ ପାଇଁ ଗୀତ ଗାଇବାର ଏକ ସୋ ଚାଲିଛି ଯାହାର ନାମ ହେଉଛି,”ମୁଁ ବି ହେବି ନମିତା ଅଗ୍ରୱାଲ ସିଜିନ-୨”।
ତେବେ ଏହି ସୋ ଟି ଓଡ଼ିଶାର କୋଣ ଅନୁକୋଣରେ ଥିବା ତାରକା ମାନଙ୍କୁ ନିଜ ସଂଗୀତ ର ଜଲବା ଦେଖାଇବା ପାଇଁ ଏକ ସୁଯୋଗ ଦେଇଛି। ତେବେ ଏହି ରିଆଲିଟି ମ୍ୟୁଜିକ ସୋ ରେ ଜଜ ଅଛନ୍ତି ବରିଷ୍ଠ କଣ୍ଠଶିଳ୍ପୀ ମନ୍ମଥ ମିଶ୍ର ଏବଂ ଅନ୍ୟ କଣ୍ଠଶିଳ୍ପୀ। ତେବେ ଏହି ସୋ ରେ ଆଲିଶା ବିଶ୍ୱାଳ ଗାୟିକା ଜଣଙ୍କ ଏହି ତିନି ଜଜ ଙ୍କର ହୋସ ଉଡେଇ ଦେଇଛନ୍ତି। ସେ ତାଙ୍କର ସୁମଧୁର ସ୍ୱର ଦ୍ୱାରା ତିନି ଜଣ ଜଜ ଙ୍କ ସହ ସାରା ଓଡ଼ିଶା କୁ ଆକୃଷ୍ଟ କରିଛନ୍ତି। ତାଙ୍କର ଗୀତ ରେ ସମସ୍ତ ଙ୍କୁ ସେ ଭାବ ବିହ୍ୱଳ କରିଦେଇଛନ୍ତି।
ତେବେ ନିଶାନ ଏହି ରିଆଳିଟି ସୋ “ମୁଁ ବି ହେବି ନମିତା ଅଗ୍ରୱାଲ ସିଜିନ-୨” ରେ ଅଡିସନ ରୁ ବର୍ତ୍ତମାନ ପର୍ଯ୍ୟନ୍ତ ସେ ଖୁବ ସୁନ୍ଦର ଗୀତ ପରିବେଷଣ କରିଛନ୍ତି, ତେବେ ବର୍ତ୍ତମାନ ସେ “ମା ଲକ୍ଷ୍ମୀ ଙ୍କ ର ଏକ ଭୋଜନ ଗୀତ “ମା ସିନ୍ଦୁର ଦେଇ” ଗୀତ ଟି ଗାଇଥିଲେ। ତେବେ ତାଙ୍କର ଗୀତ ଏତେ ସୁନ୍ଦର ଓ ମନଛୁଆଁ ଥିଲା କି ତାହାକୁ ଶୁଣି ଜଜ ଙ୍କ ସହ ସାରା ଓଡ଼ିଶା ବାସୀ ଙ୍କୁ ପାଗଳ କରିଦେଇଛି। ତେବେ ତାଙ୍କର ଏତେ ସୁନ୍ଦର ଗୀତ ଟିକୁ ଲୋକମାନେ ଖୁବ ପସନ୍ଦ କରିଛନ୍ତି ଏବଂ ତାଙ୍କର ପ୍ରଶଂସା କରିଛନ୍ତି। ତେବେ ଆପଣ ମଧ୍ୟ ତାଙ୍କର ଏହି ଭିଡ଼ିଓ ଟିକୁ ଦେଖିଲେ ଆଶ୍ଚର୍ଯ୍ୟ ଚକିତ ହୋଇଯିବେ।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ।