ପୁଣିଥରେ ଭାଇରାଲ ବୟ, କୁନି ବାଳକ ଶାନ୍ତନୁ କୁମାର ମହାନ୍ତିଙ୍କ ଏକ ସୁନ୍ଦର୍ ସଙ୍ଗୀତ ଏବେ ସାମ୍ନାକୁ ଆସିଛି। ଯେଉଁଥିରେ ସେ ଏତେ ଚମତ୍କାର ସଙ୍ଗୀତ ତାଙ୍କ କଣ୍ଠରେ ଗାଉଥିବାର ନଜର ଆସିଛନ୍ତି ଯାହାକୁ ଶୁଣିଲେ ଆପଣ ବି ହୋଇଯିବେ ଆଶ୍ଚର୍ଯ୍ୟ। ଏତେ ଚମତ୍କାର ଭାବରେ ସେ ଗୀତ କୁ ଗାଉଛନ୍ତି, ଯାହା ଶୁଣିବାକୁ ବହୁତ୍ ଭଲ ଲାଗୁଛି। ଆଉ ଏହାକୁ ଶୁଣି ଆପଣ ବି ପସନ୍ଦ କରିବା ସହ ନିଶ୍ଚିତ ଖୁସି ହେବେ।ଯାହାକୁ ଶୁଣି ବାସ୍ତବରେ ବହୁତ୍ ଖୁସି ଲାଗୁଛି। ଏହି ଗୀତକୁ ଶାନ୍ତନୁ ଷ୍ଟୁଡିଓ ରେ ଗାଉ ଥିବାର ନଜର ଆସିଛନ୍ତି। ତାଙ୍କ ସହିତ ଏହି ଗୀତକୁ ଗାଉଛନ୍ତି ଆର୍ ଅଙ୍କିତା। ତେବେ ବାସ୍ତବରେ ସଙ୍ଗୀତ ଆମ ଜୀବନରେ ଏକ ଭିନ୍ନ ରଙ୍ଗ ଭରି ଦେଇଥାଏ।
ଯେତେବେଳେ ବି ଆମେ ସଙ୍ଗୀତ ଶୁଣିବାକୁ ପାଉ ଆମ ମନ ଭିତରେ ଏକ ନୂତନ ଉନ୍ମାଦନା ସୃଷ୍ଟି ହୁଏ, ପୁଲକ ଖେଳି ଯାଇଥାଏ।ସଙ୍ଗୀତ ଆମ ନିରସ, କ୍ଳାନ୍ତ ଜୀବନରେ ରସ ଭରି ଦେଇଥାଏ।ଏହା ଆମକୁ ଏକ ମନୋରଂଜନ ର ସୁରାକ ଯୋଗାଇଥାଏ। ଆଉ ଯେତେବେଳେ ଜଣେ କୁନି ପିଲାଟିଏ ଗୀତ ଗାଇଥାଏ ବା ତାର କଣ୍ଠରୁ ଗୀତ ଶୁଣିବାକୁ ମିଳିଥାଏ ତାର ସ୍ୱର ଅଧିକ ମଧୁର ଲାଗିଥାଏ ଶୁଣିବାକୁ ଏବଂ ଏହାକୁ ଶୁଣି ଆମେ ବହୁତ୍ ଖୁସି ହୋଇ ଯାଇଥାଉ।ବେଳେବେଳେ କିଛି ଏମିତି କୁନି ପ୍ରତିଭା ମାନଙ୍କୁ ଆମେ ଗୀତ ଗାଉଥିବାରୁ ଦେଖିବାକୁ ପାଇଥାଉ ଯାହା ଆମକୁ ବହୁତ୍ ଭଲ ଲାଗିଥାଏ।ଯାହାକୁ ଦେଖି, ଶୁଣି ଏବଂ ଅନୁଭବ କରି ଆମେ ବହୁତ୍ ଖୁସି ମଧ୍ୟ ହେଉ।
ସେମାନଙ୍କ ଅନେକ ଗାୟିକିର ପ୍ରତିଭା କୁ ଆପଣ ଅନେକ ସମୟରେ ସୋସିଆଲ ମିଡିଆରେ ଦେଖିବାକୁ ପାଉଥିବେ। ଆଉ ସେସବୁ କୁ ଦେଖି ବହୁତ୍ ଖୁସି ମଧ୍ଯ ହେଉଥିବେ।କାରଣ ଛୋଟ ଛୋଟ ପିଲା ମାନଙ୍କର ଭିଡିଓ ଦେଖିବାକୁ ବହୁତ୍ ଖୁସି ଲାଗିଥାଏ ଏବଂ ସେଥିରେ ଏକ ଭିନ୍ନ ଧରଣର ଆନନ୍ଦ ବି ଭରି ରହିଥାଏ।ସେମାନଙ୍କ ଯେକୌଣସି ଗୀତ ଗାଉଥିବାର ଭିଡିଓ ହେଉ, ସେଥିରେ ଏକ ଭିନ୍ନ କୌତୁହଳ ଦେଖିବାକୁ ମିଳିଥାଏ। ତେଣୁ ଛୋଟ ପିଲା ମାନଙ୍କର ଗୀତ ଗାଇବା ର ଭିଡିଓ ଦେଖିବା ପାଇଁ ମନରେ ଏକ ଭିନ୍ନ ଆଗ୍ରହ ରହିଥାଏ। ଆମେ ସେମାନଙ୍କ କୁନି ପାଟିରେ ସେମାନଙ୍କ ସ୍ଵରକୁ ଶୁଣି ବହୁତ୍ ଖୁସି ହୋଇ ଥାଉ।
ସେହିପରି ଏହି ଛୋଟ ବାଳକ ଯିଏକି ତାର ସ୍ୱରର ଯାଦୁରେ ସମସ୍ତଙ୍କୁ ଚକିତ କରିଛି।ଶାନ୍ତନୁ ତାର ସୁମଧୁର ସ୍ଵରରେ ଅଙ୍କିତା ଙ୍କ ସହ ମିଶି କିପରି ଭାବରେ ଏହି ସୁନ୍ଦର ଗୀତକୁ ଗାଉଛନ୍ତି ଥରେ ଶୁଣନ୍ତୁ। ଏହି ଗୀତଟି ହେଉଛି, ଚାଲିରେ ତୋର ପଦ୍ମ ଫୁଟେ।ଏହି ଗୀତର ଲିରିକ୍ସ ଦେଇଛନ୍ତି ପ୍ରମୋଦ ପରିଡା। ତେବେ ଶାନ୍ତନୁ ଏବଂ ଅଙ୍କିତା ଯେଉଁଭଳି ଭାବରେ ଏ ଗୀତକୁ ଗାଉଛନ୍ତି ତାହା ସମସ୍ତଙ୍କ ହୃଦୟକୁ ଛୁଇଁଛି। ଆପଣ ବି ଏହି ଗୀତକୁ ଶୁଣିଲେ ନିଶ୍ଚିତ ଖୁସି ହେବେ।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ।