Grand Final ରେ ଧମାକା କଲେ Shusil – Best Performance of Odishara Nua Swara Jr … ମାତ୍ର 4 ଘଣ୍ଟାରେ 36 Million ରୁ ଅଧିକ ଲୋକ ଦେଖି ସାରିଲେଣି…

ବେଳେବେଳେ କିଛି ଏମିତି କୁନି ପ୍ରତିଭା ମାନଙ୍କର ସଙ୍ଗୀତ ଆମେ ଶୁଣିବାକୁ ପାଉ ଯାହା ଶୁଣି ଆମେ ଆଶ୍ଚର୍ଯ୍ୟ ହୋଇ ଯାଇଥାଉ। ତେବେ ପୁଣି ଏକ କୁନି ବାଳକ ଜଣଙ୍କ ଭିଡିଓ ଏବେ ସାମ୍ନାକୁ ଆସିଛି। ଯେଉଁଥିରେ ସେ ଏତେ ଚମତ୍କାର ସଙ୍ଗୀତ ତାଙ୍କ କଣ୍ଠରେ ଗାଉଥିବାର ନଜର ଆସିଛନ୍ତି। ଏତେ ଚମତ୍କାର ଭାବରେ ସେ ଗୀତ କୁ ଗାଉଛନ୍ତି, ଯାହା ଶୁଣିବାକୁ ବହୁତ୍ ଭଲ ଲାଗୁଛି। ଆଉ ଏହାକୁ ସମସ୍ତ ବିଚାରକ ମାନେ ବହୁତ୍ ପସନ୍ଦ କରିବା ସହ ସୁନ୍ଦର୍ ସୁନ୍ଦର୍ ପ୍ରତିକ୍ରିୟା ସବୁ ଦେଇଛନ୍ତି। ଯାହାକୁ ଶୁଣି ବହୁତ୍ ଖୁସି ଲାଗୁଛି। ବାସ୍ତବରେ ସଙ୍ଗୀତ ଆମ ଜୀବନର ଏକ ଅବଚ୍ଛେଦ୍ୟ ଅଙ୍ଗ ସଦୃଶ ଅଟେ।

ଯେତେବେଳେ ବି ଆମେ ସଙ୍ଗୀତ ଶୁଣିବାକୁ ପାଉ ଆମ ମନ ଭିତରେ ଏକ ନୂତନ ଉନ୍ମାଦନା ସୃଷ୍ଟି ହୁଏ, ପୁଲକ ଖେଳି ଯାଇଥାଏ। ସଙ୍ଗୀତ ଆମ ନିରସ, କ୍ଳାନ୍ତ ଜୀବନରେ ରସ ଭରି ଦେଇଥାଏ।ଏହା ଆମକୁ ଏକ ମନୋରଂଜନ ର ସୁରାକ ଯୋଗାଇଥାଏ।କିନ୍ତୁ ଯେତେବେଳେ ଜଣେ କୁନି ପିଲାଟିଏ ଗୀତ ଗାଇଥାଏ, ତାର ସ୍ୱର ଅଧିକ ମଧୁର ଲାଗିଥାଏ ଶୁଣିବାକୁ ଏବଂ ଏହାକୁ ଶୁଣି ଆମେ ବହୁତ୍ ଖୁସି ହୋଇ ଯାଇଥାଉ।ବେଳେବେଳେ କିଛି ଏମିତି କୁନି ପ୍ରତିଭା ମାନଙ୍କୁ ଆମେ ଦେଖିବାକୁ ପାଇଥାଉ ଯାହା ଆମକୁ ବହୁତ୍ ଭଲ ଲାଗିଥାଏ। ଯାହାକୁ ଦେଖି, ଶୁଣି ଏବଂ ଅନୁଭବ କରି ଆମେ ବହୁତ୍ ଖୁସି ମଧ୍ୟ ହେଉ।

ସେମାନଙ୍କ ଅନେକ ପ୍ରତିଭା କୁ ଆପଣ ଅନେକ ସମୟରେ ସୋସିଆଲ ମିଡିଆରେ ଦେଖିବାକୁ ପାଉଥିବେ। ଆଉ ସେସବୁ କୁ ଦେଖି ବହୁତ୍ ଖୁସି ମଧ୍ଯ ହେଉଥିବେ। ଛୋଟ ପିଲା ମାନଙ୍କର ଗୀତ ଗାଇବା ର ଭିଡିଓ ଦେଖିବା ପାଇଁ ମନରେ ଏକ ଭିନ୍ନ ଆଗ୍ରହ ରହିଥାଏ। ଆମେ ସେମାନଙ୍କ କୁନି ପାଟିରେ ସେମାନଙ୍କ କଥାକୁ ଶୁଣି, ସ୍ଵରକୁ ଶୁଣି ବହୁତ୍ ଖୁସି ହୋଇ ଥାଉ। ସେହିପରି ଜଣେ ଛୋଟ ବାଳକ ଯିଏକି ତାର ସ୍ୱରର ଯାଦୁରେ ସମସ୍ତଙ୍କୁ ଚକିତ କରିଛି, ଯାହାର ନାମ ହେଉଛି ସୁଶିଲ କୁମାର ସାହୁ।ସୁଶିଲ ତାର ସୁମଧୁର ସ୍ଵରରେ କିପରି ଭାବରେ ଏହି ସୁନ୍ଦର୍ ହୃଦୟସ୍ପର୍ଶୀ ଗୀତ ଗାଉଛନ୍ତି ଥରେ ଶୁଣନ୍ତୁ।

ଏହି ଗୀତଟି ହେଉଛି, ଯା ଆଜିଠାରୁ ତୋର ମୋର ସବୁ ପ୍ରେମ ଶେଷ। ସେ ଯେଉଁଭଳି ଭାବରେ ଏ ଗୀତକୁ ଗାଉଛନ୍ତି ତାହା ସମସ୍ତଙ୍କ ହୃଦୟକୁ ଛୁଇଁଛି ଏବଂ ଏହାକୁ ଶୁଣି ବିଚାରକ ମାନେ, ମହା ଜଜ୍ ମାନେ ବହୁତ୍ ଖୁସି ହେବା ସହିତ ସୁନ୍ଦର୍ ପ୍ରତିକ୍ରିୟା ସବୁ ଦେଇଛନ୍ତି। ଆପଣ ବି ସୁଶିଲର ଏହି ସ୍ୱରକୁ ଶୁଣିଲେ ନିଶ୍ଚିତ ଖୁସି ହେବେ। ଆପଣଙ୍କୁ କହି ରଖୁଛୁ ଯେ, ଓଡ଼ିଶାର ନୂଆ ସ୍ୱର, ଜୁନିଅର୍ ର ଫାଇନାଲ ରାଉଣ୍ଡରେ ସୁଶିଲ ଏହିଭଳି ଏକ ଜବରଦସ୍ତ ପ୍ରଦର୍ଶନ ଦେଖାଇ ସମସ୍ତଙ୍କ ମନ କିଣି ନେଇଛନ୍ତି।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave a Comment