ପୁଣି ଏକ କୁନି ବାଳକ ଜଣଙ୍କର ଭିଡିଓ ଏବେ ସାମ୍ନାକୁ ଆସିଛି। ଯେଉଁଥିରେ ସେ ଏତେ ଚମତ୍କାର ସଙ୍ଗୀତ ତାଙ୍କ କଣ୍ଠରେ ଗାଉଥିବାର ନଜର ଆସିଛନ୍ତି ଯାହାକୁ ଶୁଣିଲେ ଆପଣ ବି ହୋଇଯିବେ ଆଶ୍ଚର୍ଯ୍ୟ। ଏତେ ଚମତ୍କାର ଭାବରେ ସେ ଗୀତ କୁ ଗାଉଛନ୍ତି, ଯାହା ଶୁଣିବାକୁ ବହୁତ୍ ଭଲ ଲାଗୁଛି। ଆଉ ଏହାକୁ ସମସ୍ତ ବିଚାରକ ମାନେ ବହୁତ୍ ପସନ୍ଦ କରିବା ସହ ସୁନ୍ଦର୍ ସୁନ୍ଦର୍ ପ୍ରତିକ୍ରିୟା ସବୁ ଦେଇଛନ୍ତି। ଯାହାକୁ ଶୁଣି ବହୁତ୍ ଖୁସି ଲାଗୁଛି। ବାସ୍ତବରେ ସଙ୍ଗୀତ ଆମ ଜୀବନର ଏକ ଅବଚ୍ଛେଦ୍ୟ ଅଙ୍ଗ ସଦୃଶ ଅଟେ। ଯେତେବେଳେ ବି ଆମେ ସଙ୍ଗୀତ ଶୁଣିବାକୁ ପାଉ ଆମ ମନ ଭିତରେ ଏକ ନୂତନ ଉନ୍ମାଦନା ସୃଷ୍ଟି ହୁଏ, ପୁଲକ ଖେଳି ଯାଇଥାଏ।
ସଙ୍ଗୀତ ଆମ ନିରସ, କ୍ଳାନ୍ତ ଜୀବନରେ ରସ ଭରି ଦେଇଥାଏ। ଏହା ଆମକୁ ଏକ ମନୋରଂଜନ ର ସୁରାକ ଯୋଗାଇଥାଏ।କିନ୍ତୁ ଯେତେବେଳେ ଜଣେ କୁନି ପିଲାଟିଏ ଗୀତ ଗାଇଥାଏ, ତାର ସ୍ୱର ଅଧିକ ମଧୁର ଲାଗିଥାଏ ଶୁଣିବାକୁ ଏବଂ ଏହାକୁ ଶୁଣି ଆମେ ବହୁତ୍ ଖୁସି ହୋଇ ଯାଇଥାଉ।ବେଳେବେଳେ କିଛି ଏମିତି କୁନି ପ୍ରତିଭା ମାନଙ୍କୁ ଆମେ ଦେଖିବାକୁ ପାଇଥାଉ ଯାହା ଆମକୁ ବହୁତ୍ ଭଲ ଲାଗିଥାଏ। ଯାହାକୁ ଦେଖି, ଶୁଣି ଏବଂ ଅନୁଭବ କରି ଆମେ ବହୁତ୍ ଖୁସି ମଧ୍ୟ ହେଉ।କାରଣ ଛୋଟ ଛୋଟ ପିଲା ମାନଙ୍କର ଏହିଭଳି ଭିଡିଓରେ ଏକ ଭିନ୍ନ ଧରଣର ଆନନ୍ଦ ଭରି ରହିଥାଏ।
ତେଣୁ ସେମାନଙ୍କ ଯେକୌଣସି ଗୀତ ଗାଉଥିବାର ଭିଡିଓ ହେଉ, ସେଥିରେ ଏକ ଭିନ୍ନ କୌତୁହଳ ଦେଖିବାକୁ ମିଳିଥାଏ।ତେଣୁ ଛୋଟ ପିଲା ମାନଙ୍କର ଗୀତ ଗାଇବା ର ଭିଡିଓ ଦେଖିବା ପାଇଁ ମନରେ ଏକ ଭିନ୍ନ ଆଗ୍ରହ ରହିଥାଏ। ଆମେ ସେମାନଙ୍କ କୁନି ପାଟିରେ ସେମାନଙ୍କ କଥାକୁ ଶୁଣି, ସ୍ଵରକୁ ଶୁଣି ବହୁତ୍ ଖୁସି ହୋଇ ଥାଉ। ସେହିପରି ଜଣେ ଛୋଟ ବାଳକ ଯିଏକି ତାର ସ୍ୱରର ଯାଦୁରେ ସମସ୍ତଙ୍କୁ ଚକିତ କରିଛି, ଯାହାର ନାମ ହେଉଛି କିଶୋର କୁମାର।କୁନି ବାଳକ କିଶୋର ତାର ସୁମଧୁର ସ୍ଵରରେ କିପରି ଭାବରେ ଏକ ହିନ୍ଦି ଫିଲ୍ମ୍ ଡନ ର ଏକ ରୋମାଣ୍ଟିକ ଗୀତ ଗାଉଛନ୍ତି ଥରେ ଶୁଣନ୍ତୁ।
ଏହି ଗୀତଟି ହେଉଛି, ଖାଇକେ ପାନ୍ ବନାରସ ବାଲା।ସେ ଯେଉଁଭଳି ଭାବରେ ଏ ଗୀତକୁ ଅଭିନୟ ଦେଖାଇ ଗାଉଛନ୍ତି ତାହା ସମସ୍ତଙ୍କ ହୃଦୟକୁ ଛୁଇଁଛି ଏବଂ ଏହାକୁ ଶୁଣି ବିଚାରକ ମାନେ ବହୁତ୍ ଖୁସି ହେବା ସହିତ ସୁନ୍ଦର୍ ପ୍ରତିକ୍ରିୟା ସବୁ ଦେଇଛନ୍ତି।ତେବେ ଆପଣଙ୍କୁ କହି ରଖୁଛୁ ଯେ ଜୀ ଟିଭିରେ ପ୍ରସାରିତ ଏକ ସିଙ୍ଗୀଙ୍ଗ ରିଏଲିଟି ଶୋ ଲିଟିଲ୍ ଚାମ୍ପ୍ ରେ କିଶୋର ଏହି ଗୀତକୁ ଗାଇଛନ୍ତି।ଆପଣ ବି ପିଲାଟିର ଏହି ସ୍ୱରକୁ ଶୁଣିଲେ ନିଶ୍ଚିତ ଖୁସି ହେବେ।
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।